Posted inଖେଳ

ପାକିସ୍ତାନକୁ ୨୬୭ ରନର ଟାର୍ଗେଟ ଦେଲା ଟିମ୍‌ ଇଣ୍ଡିଆ…

କାଣ୍ଡି,୨।୯ : ଏସିଆ କପର ତୃତୀୟ ମ୍ୟାଚରେ ଶ୍ରୀଲଙ୍କାର କାଣ୍ଡିର ପଲେକଲେ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଭାରତ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ଗ୍ରୁପ ଏରେ ଭାରତ ନିଜର ପ୍ରଥମ ମ୍ୟାଚରେ ୪୮.୫ ଓଭରରେ ୧୦ ଓ୍ବିକେଟ ହରାଇ ୨୬୬ ରନ କରିଛି। ଫଳରେ ପାକିସ୍ତାନ ପାଇଁ ବିଜୟ ଲକ୍ଷ୍ୟ ୨୬୭ରନର ଟାର୍ଗେଟ ରହିଛି।
ଟସ ଜିତି ଭାରତୀୟ ଅଧିନାୟକ ରୋହିତ ଶର୍ମା ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଦଳ ପକ୍ଷରୁ ରୋହିତ ଶର୍ମା ୧୧ ରନ କରିଥିବାବେଳେ ଶୁବମାନ ଗିଲ ୧୦, ବିରାଟ କୋହଲି ୪, ଶ୍ରେୟଶ ଆୟାର ୧୪, ଇଶାନ କିଶନ ୮୨ , ହାର୍ଦ୍ଦିକ ପାଣ୍ଡ୍ୟା ୮୭ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

ଡିଜିପି ଚୟନ: ୨୨ ଶୁଣାଣିକୁ ଅପେକ୍ଷା

ଭୁବନେଶ୍ୱର,୧୮ା୯(ସୁନିତ୍‌ ମିଶ୍ର): ଓଡ଼ିଶା ଡିଜିପି ଚୟନ ନେଇ ଆସନ୍ତା ୨୨ ତାରିଖ ଦିନ ସୁପ୍ରିମକୋର୍ଟରେ ଶୁଣାଣି ହେବ। ଗୁରୁବାର ଏହି ବାବଦରେ ସର୍ବୋଚ୍ଚ ନ୍ୟାୟଳୟରେ ଶୁଣାଣି ହେବାର…

ପୃଥିବୀ ଭୂଗର୍ଭରେ ରହିଛି ବିପୁଳ ଜଳରାଶି, ୨,୯୦୦ କିମି ଗଭୀରରେ ବଡ଼ ରହସ୍ୟ

ଲଣ୍ଡନ,୧୮ା୯: ‘ଜଳ ହିଁ ଜୀବନ’। ପୃଥିବୀରେ ସମସ୍ତ ଜୀବଜଗତର ସୃଷ୍ଟି ଓ ସ୍ଥିତି ପାଇଁ ଜଳର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କେବଳ ଭୂପୃଷ୍ଠରେ ନୁହେଁ, ପୃଥିବୀର ଭୂଗର୍ଭୀୟ…

ମା’ ରାମଚଣ୍ଡୀଙ୍କ ମନ୍ଦିରରେ ୧ ହଜାର ଦୀପ ପ୍ରଜ୍ଜ୍ୱଳନ, ବିଧାୟକ ପହଞ୍ଚି…

ମହାକାଳପଡ଼ା,୧୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ଅଞ୍ଚଳର ବିଭିନ୍ନ ଧର୍ମାନୁଷ୍ଠନରେ ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ୭୬ତମ ଜନ୍ମ ଦିବସ ଅବସରରେ ମା’ ରାମଚଣ୍ଡୀ ମନ୍ଦିର ପରିସରରେ ଏକ…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ନିଆରା ଢଙ୍ଗରେ ଦେବଶିଳ୍ପୀଙ୍କ ପୂଜା, ଲୋକଙ୍କୁ ସୌର ଆଲୋକ ଓ ଯୋଜନା ସମ୍ପର୍କରେ…

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଏକାଧିକ ସ୍ଥାନରେ ବିଶ୍ୱକର୍ମା ପୂଜା ବଡ଼ ଧୂମ୍‌ଧାମରେ ଅନୁଷ୍ଠିତ ହୋଇଯାଇଛି। ଦାରିଙ୍ଗବାଡ଼ିର ସରକାରୀ ଆଇଟିଆଇ ପରିସରରେ ଅଧ୍ୟକ୍ଷ ସୁଶାନ୍ତ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?