Posted inଖେଳ

ଟିମ୍‌ ଇଣ୍ଡିଆ ପାଇଁ ରେକର୍ଡ ମ୍ୟାଚ୍‌

ଅହମ୍ମଦାବାଦ୍‌,୪।୨: ଆସନ୍ତା ୬ ତାରିଖରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଓହ୍ଲାଇବା କ୍ଷଣି ଏକ ସ୍ବତନ୍ତ୍ର ରେକର୍ଡ କରିବ ଟିମ୍‌ ଇଣ୍ଡିଆ। ଭାରତୀୟ ଦଳ ପାଇଁ ଏହା ହେବାକୁ ଯାଉଛି ଏକ ହଜାର ତମ ଦିନିକିଆ ମ୍ୟାଚ୍‌। ଏପର୍ଯ୍ୟନ୍ତ ଅନ୍ୟ କୌଣସି ଦଳ ଏହି ମାଇଲଷ୍ଟୋନ ସ୍ପର୍ଶ କରି ପାରି ନାହାନ୍ତି। ଭାରତ ପଛକୁ ଦ୍ୱିତୀୟ ସ୍ଥାନରେ ରହିଛି ୯୫୮ ଦିନିକିଆ ମ୍ୟାଚ୍‌ ସହ ଅଷ୍ଟ୍ରେଲିଆ। ୯୦୦ରୁ ଅଧିକ ଦିନିକିଆ ମ୍ୟାଚ୍‌ ଖେଳିବାରେ ପାକିସ୍ତାନ ହେଉଛି ତୃତୀୟ ଦଳ। ଏହି ଦଳ ୯୩୬ ମ୍ୟାଚ୍‌ ଖେଳିଛି।

ଏପର୍ଯ୍ୟନ୍ତ ୯୯୯ ମ୍ୟାଚ୍‌ ଖେଳିଥିବା ଭାରତ ୫୧୮ ଜିତିଥିବା ବେଳେ ୪୩୧ ମ୍ୟାଚ୍‌ରେ ପରାସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋହିତଙ୍କ ବିବାଦୀୟ ଆଚରଣ: ଅନୁଷ୍କାଙ୍କ ବିରୋଧରେ ଦିଆଯାଇଥିବା ବକ୍ତବ୍ୟକୁ…

ନୂଆଦିଲ୍ଲୀ,୨୭।୧: ୨୦୧୮ରେ ଇଂଲଣ୍ଡ ଗସ୍ତରେ ଯାଇଥିଲା ଭାରତୀୟ ଟିମ୍‌। ସେତେବେଳେ ବିବାଦରେ ଫସିଥିଲେ ଅଭିନେତ୍ରୀ  ଅନୁଷ୍କା ଶର୍ମା। ଟିମ୍‌ ଇଣ୍ଡିଆ ଏବଂ ସପୋର୍ଟ ଷ୍ଟାଫ୍‌ ଲଣ୍ଡନରେ...

ସୁଧୁରୁଛି ସ୍ବାସ୍ଥ୍ୟାବସ୍ଥା: ଆଇସିୟୁରୁ ଓ୍ବାର୍ଡକୁ ସ୍ଥାନାନ୍ତର

ଡେରାଡୁନ୍‌,୨।୧: ଭାରତୀୟ ଓ୍ବିକେଟକିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତଙ୍କ ଶୁକ୍ରବାର ଏକ କାର୍‌ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଡେରାଡୁନ୍‌ର ମ୍ୟାକ୍ସ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ...

ଇଷ୍ଟ ଜୋନ୍‌ ସ୍ନୁକର: ଶାହାବାଜ ଚାମ୍ପିୟନ

ଭୁବନେଶ୍ୱର,୧୫।୯(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ପଟିଆସ୍ଥିତ ୬ ପକେଟ୍ସଠାରେ ଚାଲିଥିବା ଫାଲ୍‌କନ ଚିଲିକା ଇଷ୍ଟ ଜୋନ୍‌ ସ୍ନୁକର ଚାମ୍ପିୟନଶିପ୍‌ ଶନିବାର ଶେଷ ହୋଇଛି। ପଶ୍ଚିମବଙ୍ଗର ଶାହାବାଜ ଆଦିଲ...

ସ୍ବତନ୍ତ୍ର କ୍ଲବରେ ଓ୍ବାଟଲିଂ

ମାଉଣ୍ଟ ମାଉନଗାନୁଇ,୨୪।୧୧- ଶହେରୁ ଅଧିକ ବର୍ଷର ଟେଷ୍ଟ ଇତିହାସରେ ଏପର୍ଯ୍ୟନ୍ତ କେବଳ ୯ ଜଣ ଉଇକେଟକିପର ବ୍ୟାଟ୍ସମ୍ୟାନ ଦ୍ୱିଶତକ ହାସଲ କରିଛନ୍ତି। ଏହି କ୍ଲବରେ ସଦ୍ୟତମ...

ଦୀପକ ପୁନିଆ ନଂ ୧ କୁସ୍ତିଯୋଦ୍ଧା

ନୂଆଦିଲ୍ଲୀ,୨୭।୯(ପିଟି): ନିକଟରେ ଶେଷ ହୋଇଥିବା ବିଶ୍ୱ ରେସ୍‌ଲିଂ ଚାମ୍ପିୟନଶିପ୍‌ରେ ରୌପ୍ୟ ପଦକ ଜିତିଥିବା ଦୀପକ ପୁନିଆ ୮୬ କେଜି ଓଜନ ବର୍ଗର ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷସ୍ଥାନ ହାସଲ...

ଫାଙ୍କା ଷ୍ଟାଡିୟମରେ ଆଇପିଏଲ୍‌ ଖେଳାଯାଇପାରିବ : ହରଭଜନ

ମୁମ୍ବାଇ, ୮।୪ (ପି.ଟି.): କୋଭିଡ୍‌-୧୯ ସଂକ୍ରମଣ କାରଣରୁ ଦେଶ ତଥା ବିଶ୍ୱରେ ପ୍ରାୟ ସବୁ କ୍ରୀଡ଼ା ଇଭେଣ୍ଟକୁ ବାତିଲ୍‌ କିମ୍ବା ସ୍ଥଗିତ ରଖାଯାଇଥିବା ବେଳେ ପୂର୍ବତନ...

ମଡେଲଙ୍କୁ ଅଶ୍ଳିଳ ମେସେଜ୍‌ ପଠାଇ ହୋଟେଲ ରୁମ୍‌ରେ ଭେଟିବାକୁ କହୁଥିଲେ ଏହି କ୍ରିକେଟର, ଏବେ..

ନୂଆଦିଲ୍ଲୀ,୬।୧୧: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଶେନ ୱାର୍ନ ବେଶ ବିବାଦୀୟ। ୫୨ ବର୍ଷୀୟ ଏହି କ୍ରିକେଟରଙ୍କ ନାମ ଅନେକ ମହିଳାଙ୍କ ସହ ଯୋଡ଼ା ଯାଇଛି। ଏହାକୁ...

ଜଣଙ୍କ ପରେ ଜଣେ, ଅଧା ଡଜନ ଖେଳାଳି ‘ଅନ୍‌ଫିଟ୍‌’

ନୂଆଦିଲ୍ଲୀ,୯।୧୨: ଭାରତରେ ଆସନ୍ତା ବର୍ଷ ଦିନିକିଆ ବିଶ୍ୱକପ୍‌ ଅନୁଷ୍ଟିତ ହେବ। ଏହାକୁ ଆଉ ୧୨ ମାସରୁ କମ୍‌ ସମୟ ବାକି। ଏମିତିରେ ଭାରତୀୟ ଟିମ୍‌ର ପ୍ରସ୍ତୁତିକୁ...

Advertisement
Archives

Model This Week