Posted inଖେଳ

ଭାରତ ୨୪୪ ରନ୍‌ରେ ଅଲଆଉଟ୍‌

ଆଡିଲେଡ୍‌,୧୮।୧୨: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ପ୍ରଥମ ଦିବାରାତ୍ର ଟେଷ୍ଟର ଦ୍ୱିତୀୟ ଦିନରେ ଭାରତ ପ୍ରଥମ ଇନିଂସରେ ୨୪୪ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ପ୍ରଥମ ଦିନ ୬ ଉଇକେଟ୍‌ ହରାଇ ୨୩୩ ରନ୍‌ ସଂଗ୍ରହ କରିଥିଲା। ଦ୍ୱିତୀୟ ଦିନ ମାତ୍ର ୧୧ରନ୍‌ ଯୋଡିି ଭାରତୀୟ ଦଳ ୨୪୪ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ଭାରତ ପକ୍ଷରୁ ଅଧିନାୟକ ବିରାଟ କୋହଲି ସର୍ବାଧିକ ୭୪ ରନ୍‌ର ପାଳି ଖେଲିଥିଲେ। ସେହିପରି ରାହାଣେ ୪୨, ଚେତେଶ୍ୱର ପୂଜାରା ୪୩ ରନ୍‌ କରିଥିଲେ। ଅଷ୍ଟ୍ରେଲିଆ ପକ୍ଷରୁ ମିଚେଲ ଷ୍ଟାର୍କ ୪ ଉଇକେଟ ଏବଂ କୁମିନ୍ସ ୩ଟି ଉଇକେଟ୍‌ ନେଇଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତରେ ହେବ ଏଏଫସି ମହିଳା ଏସିଆନ କପ୍‌

କୁଆଲାଲମ୍ପୁର, ୫।୬-୨୦୨୨ ଏଏଫସି ମହିଳା ଏସିଆନ କପ୍‌ ଭାରତରେ ଅନୁଷ୍ଠିତ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତା ଆୟୋଜନ ପାଇଁ ଭାରତକୁ ଅଧିକାର ମିଳିଛି। ଏହା ୨୦୨୨...

କ୍ରିକେଟକୁ ବାଏ ବାଏ କହିଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୨: ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ପାର୍ଥିବ ପଟେଲ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଛନ୍ତି। ଗୁଜୁରାଟର ଏହି ଖେଳାଳି ସୋସିଆଲ ମିଡିଆରେ ଏକ ଲମ୍ବା ପୋଷ୍ଟ...

ଅନ୍ତିମ ଓଭରରେ ନେଲେ ଲଗାତାର ୪ ଉଇକେଟ

ନୂଆଦିଲ୍ଲୀ,୨୦।୧୧: କର୍ନାଟକ ବିପକ୍ଷରେ ଶନିବାର ଖେଳାଯାଇଥିବା ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟର ଦ୍ୱିତୀୟ ସେମିଫାଇନାଲରେ ବିଦର୍ଭ ପେସର ଦର୍ଶନ ନାଲକାଣ୍ଡେ ଅନ୍ତିମ ଓଭରରେ ଲଗାତାର...

ସିଏସ୍‌କେ ପାଇଁ ଆହୁରି ୧୦ ବର୍ଷ ଖେଳିବେ ଜାଡେଜା!

ନୂଆଦିଲ୍ଲୀ,୫।୨: ଆଇପିଏଲ୍‌ରେ ଚେନ୍ନାଇ ସୁପରକିଙ୍ଗ୍ସ ପକ୍ଷରୁ ଖେଳିବାରେ ୧୦ ବର୍ଷ ପୂରଣ କରିଛନ୍ତି ବିସ୍ଫୋରକ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା। ଫ୍ରାଞ୍ଚାଇଜ୍‌ ପକ୍ଷରୁ ଜାଡେଜାଙ୍କ ପୂର୍ବର ଆଉ...

ଧୋନୀଙ୍କ ନିଶ

ନୂଆଦିଲ୍ଲୀ, ୨୦।୭: ଭାରତୀୟ କ୍ରିକେଟ୍‌ର ସବୁଠାରୁ ସଫଳ ଅଧିନାୟକ ବିବେଚିତ ହୋଇଥିବା ମହେନ୍ଦ୍ର ସିଂ ଧୋନୀ ଗତ ଏକବର୍ଷ ଧରି କ୍ରିକେଟ୍‌ରୁ ଦୂରେଇ ରହିଛନ୍ତି। ଶେଷଥର...

ଜାତୀୟ ସବ୍‌ଜୁନିୟର ହକି: ଓଡ଼ିଶା ଚାମ୍ପିୟନ

ଭୁବନେଶ୍ୱର, ୨୩।୫(କ୍ରୀଡ଼ା ପ୍ରତିନିଧି)- ଛତିଶଗଡ଼ର ରାୟପୁରରେ ଅନୁଷ୍ଠିତ ଜାତୀୟ ସବ୍‌ଜୁନିୟର(ଡିଭିଜନ-ଏ) ହକି ଟୁର୍ନାମେଣ୍ଟରେ ଓଡ଼ିଶା ଚାମ୍ପିୟନ ହୋଇଛି। ବୁଧବାର ଅନୁଷ୍ଠିତ ଫାଇନାଲରେ ଓଡ଼ିଶା ଶୁଟ୍‌ଆଉଟ୍‌ ୩-୧...

ପ୍ରଥମଥର ପାଇଁ କେନ୍ଦ୍ରୀୟ ଚୁକ୍ତିରେ ପୁରାନ, ଆଲେନ, ଥୋମାସ

ସେଣ୍ଟ ଜୋନ୍ସ (ଆଣ୍ଟିଗୁଆ), ୯।୭(ପି.ଟି.)- ବିଶ୍ୱକପ୍‌ ସେମିଫାଇନାଲରେ ପ୍ରବେଶ କରିବାରେ ବିଫଳ ହୋଇଥିବା ଓ୍ବେଷ୍ଟଇଣ୍ଡିଜ କ୍ରିକେଟ୍‌ ପକ୍ଷରୁ ମଙ୍ଗଳବାର ନୂତନ କେନ୍ଦ୍ରୀୟ ଖେଳାଳି ଚୁକ୍ତି ତାଲିକା...

ଆଥ୍‌ଲେଟିକ ଫେଡେରେଶନ ଅଫ୍‌ ଇଣ୍ଡିଆ: ପି.ଟି. ଉଷା, ରାନ୍ଧଓ୍ବା ଚୟନ କମିଟି ମୁଖ୍ୟ

ନୂଆଦିଲ୍ଲୀ, ୨୫।୩(ପି.ଟି.)-  ସ୍ପ୍ରିଣ୍ଟ କୁଇନ୍‌ ପି.ଟି. ଉଷା ଏବଂ ହର୍ଡଲ୍ସ ଗ୍ରେଟ୍‌ ଗୁରବଚନ ସିଂ ରାନ୍ଧଓ୍ବା ଯଥାକ୍ରମେ ଜୁନିୟର ଏବଂ ସିନିୟର ଚୟନ କମିଟି ଅଧ୍ୟକ୍ଷ...

Advertisement
Archives

Model This Week