Posted inଖେଳ

ସିରିଜ୍‌ ଜିତିଲା ଟିମ୍‌ ଇଣ୍ଡିଆ

ଧର୍ମଶାଳା, ୨୬ା୨ (ପି.ଟି.)-ସ୍ଥାନୀୟ ହିମାଚଳ ପ୍ରଦେଶ କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଭାରତ ଶ୍ରୀଲଙ୍କାକୁ ଧୂଳି ଚଟାଇଛି। ଏଥିସହ ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌କୁ ଆଗୁଆ ୨-୦ରେ ଜିତି ନେଇଛି। ଓପନର ପାଥୁମ ନିଶାଙ୍କାଙ୍କ ୫୩ ବଲ୍‌ରୁ ଦ୍ରୁତ ୭୫ ରନ (୧୧ଚୌକା) ସହାୟତାରେ ଶ୍ରୀଲଙ୍କା ଭାରତ ପାଇଁ ୧୮୪ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଥିଲା। ତେବେ ଭାରତୀୟ ଦଳ ଏହି ଲକ୍ଷ୍ୟକୁ ୧୭,୧ ଓଭରରେ ପୂରଣ କରିଛି। ୩ ଓ୍ବିକେଟ ହରାଇ ଭାରତୀୟ ଦଳ ୧୮୬ ରନ୍‌ ସଂଗ୍ରହ କରିଛି।
ନିଶାଙ୍କାଙ୍କ ବ୍ୟତୀତ ଅଧିନାୟକ ଦାସୁନ ଶାନକା ୧୯ ବଲ୍‌ରୁ ୪୭ ରନ (୨ ଚୌକା, ୫ ଛକା) କରି ଅପରାଜିତ ରହିଥିଲେ, ଯାହାଫଳରେ ଶ୍ରୀଲଙ୍କା ୪.୨ ଓଭରରୁ ୫୮ରନ ଯୋଗ କରିବା ସହ ୧୭୦ ଅଙ୍କ ଅତିକ୍ରମ କରିଥିଲା। ଦଳ ଶେଷ ୪ ଓଭରରେ ୭୨ରନ ସଂଗ୍ରହ କରିଥିଲା। ଭାରତ ତରଫରୁ ଯଶପ୍ରୀତ ବୁମ୍‌ରା ଶ୍ରେଷ୍ଠ ବୋଲିଂ ପ୍ରଦର୍ଶନ କରି ମାତ୍ର ୨୪ ରନ ବିନିମୟରେ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ। ବୋଲିଂ କରିଥିବା ଅନ୍ୟ ସମସ୍ତ ବୋଲର ଯଥା ଭୁବନେଶ୍ୱର କୁମାର, ହର୍ଶଲ ପଟେଲ, ୟୁଜବେନ୍ଦ୍ର ଚହଲ ଓ ରବୀନ୍ଦ୍ର ଜାଡେଜା ପ୍ରମୁଖ ଗୋଟିଏ ଲେଖାଏଁ ଉଇକେଟ ସଫଳତା ପାଇଥିଲେ। ଭ୍ରମଣକାରୀ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ ବିନିମୟରେ ୧୮୩ ରନ ସଂଗ୍ରହ କରିଥିଲା। ଭାରତ ବ୍ୟାଟିଂ କରି ପ୍ରଥମ ଓଭରରେ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ରୋହିତ ଶର୍ମା ପ୍ରଥମ ଓଭରରେ ମାତ୍ର ୧ ରନ୍‌ରେ ପାଭିଲିୟନ ଫେରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?