Posted inଖେଳ

ଟସ୍‌ ଜିତିଲା ଟିମ୍‌ ଇଣ୍ଡିଆ, ବୋଲିଂ ନିଷ୍ପତ୍ତି…

ସିଲହଟ,୧୦।୧୦ : ମହିଳା ଏସିଆ କପ ୨୦୨୨ ରେ ଆଜି ଭାରତୀୟ ମହିଳା ଦଳ ଏବଂ ଥାଇଲାଣ୍ଡ ମଧ୍ୟରେ ମ୍ୟାଚ୍‌ ହେଉଛି। ବାଂଲାଦେଶର ସିଲହଟ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଭାରତୀୟ ଦଳ ଟସ ଜିତ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଥାଇଲାଣ୍ଡ ବିପକ୍ଷ ମ୍ୟାଚରେ ନୂତନ ଖେଳାଳିଙ୍କୁ ପରୀକ୍ଷା କରିବାକୁ ଟିମ୍‌ ଇଣ୍ଡିଆ ଯୋଜନା କରିଥିବା କୁହାଯାଉଛି। ତେଣୁ ଦଳ ପ୍ରଥମେ ବୋଲିଂ କରି ବୋଲରଙ୍କ କ୍ଷମତା ଆକଳନ କରିବାକୁ ଚିନ୍ତା କରିଛି। ସ୍ପିନରମାନେ କିଭଳି ଥାଇଲାଣ୍ଡ ବ୍ୟାଟିଂ ଲାଇନ ଉପରେ ପ୍ରଭାବ ପକାଉଛନ୍ତି ତାହା ପରୀକ୍ଷା କରିବାକୁ ଦଳ ଚିନ୍ତା କରିଛି। ଭାରତ ମହିଳା ଦଳ ଟୁର୍ନାମେଣ୍ଟରେ ଭଲ ପ୍ରଦର୍ଶନ କରୁଛି ଏବଂ ପଏଣ୍ଟ ଟେବୁଲରେ ଏକ ନମ୍ବର ସ୍ଥାନରେ ରହିଛି। ଏପର୍ଯ୍ୟନ୍ତ ଖେଳାଯାଇଥିବା ୫ ଟି ମ୍ୟାଚ ମଧ୍ୟରୁ ୪ ଟି ଟିମ୍‌ ଇଣ୍ଡିଆ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି…

ବ୍ରିକ୍ସ: ସାମର୍ଥ୍ୟ ଅଛି ଶକ୍ତି ନାହିଁ

ବ୍ରିକ୍ସ କ୍ରମଶଃ ପ୍ରତିଷ୍ଠା ଲାଭ କଲେ ମଧ୍ୟ ଅନ୍ତର୍ଜାତୀୟ ଆହ୍ବାନଗୁଡିକୁ ମୁକାବିଲା କରିବାରେ ସଫଳ ହୋଇପାରୁନାହିଁ। ସେଥିପାଇଁ ଚଳିତ ମାସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବ୍ରିକ୍ସ ବୈଦେଶିକ ମନ୍ତ୍ରୀଙ୍କ…

ନକଲି ଆଇନଜୀବୀ

ଦେଶରେ ଥିବା ଆଇନଜୀବୀଙ୍କ ଶିକ୍ଷାଗତ ଯୋଗ୍ୟତା ଯାଞ୍ଚ ଲାଗି ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ) ପକ୍ଷରୁ ୨୦୨୫ ଜାନୁଆରୀରେ ଏକ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥିରେ…

ବୋମା ତିଆରି ପାଇଁ ଏଆଇ ପ୍ଲାଟ୍‌ଫର୍ମ ବ୍ୟବହାର କରିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୫ା୫(ପି.ଟି.):ଦିଲ୍ଲୀ ଲାଲ୍‌କିଲ୍ଲା ବିସ୍ଫୋରଣ ମାମଲାରେ ଚାର୍ଜଶିଟ୍‌ ହୋଇଥିବା ଅଭିଯୁକ୍ତଙ୍କର ବୈଶ୍ୱିକ ଆତଙ୍କବାଦୀ ସଂଗଠନ ଅଲ୍‌କାଏଦା ସହ ସମ୍ପୃକ୍ତି ରହିଛି ଓ ସେ ବୋମା ପ୍ରସ୍ତୁତି ପାଇଁ ଆର୍ଟିଫିସିଆଲ…

ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ୍‌

ନୂଆଦିଲ୍ଲୀ,୨୫ା୫: ଭାରତ ଗସ୍ତରେ ଆସିଥିବା ଆମେରିକା ପରରାଷ୍ଟ୍ର ସଚିବ ମାର୍କୋ ରୁବିଓ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା କରୁଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ହଠାତ୍‌…

ଭାରତକୁ ଟାର୍ଗେଟ କରାଯାଇନି: ରୁବିଓ

ନୂଆଦିଲ୍ଲୀ,୨୫ା୫(ପି.ଟି.): ଭାରତ ଓ ଆମେରିକା ମଧ୍ୟରେ ବହୁପ୍ରତୀକ୍ଷିତ ବାଣିଜ୍ୟ ଚୁକ୍ତିନାମା ଖୁବ୍‌ଶୀଘ୍ର ଚୂଡ଼ାନ୍ତ ହେବାକୁ ଯାଉଛି, ଯାହା ଉଭୟ ଦେଶ ପାଇଁ ଲାଭଦାୟକ ଏବଂ ସ୍ଥାୟୀ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri