Advertisement
Posted inଖେଳ

କୋହଲିଙ୍କୁ ଜନ୍ମଦିନରେ ଏହି ଉପହାର ଦେବ କି ଟିମ୍‌ ଇଣ୍ଡିଆ

ଆବୁଧାବି,୫।୧୧: ଟି୨୦ ବିଶ୍ୱକପ୍‌ର ଚତୁର୍ଥ ମୁକାବିଲାରେ ସ୍କଟଲ୍ୟାଣ୍ଡକୁ ଭେଟିବ ଟିମ୍‌ ଇଣ୍ଡିଆ। ଅଙ୍କ ତାଲିକା ଦେଖିଲେ ଏହି ମ୍ୟାଚ୍‌ ଭାରତ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ। ଗୋଟିଏ ପଟେ ବଡ଼ ବ୍ୟବଧାନରେ ବିଜୟ ଉପରେ ଭାରତର ସେମିଫାଇନାଲରେ ପ୍ରବେଶର ସୁଯୋଗ ନିର୍ଭର କରିବ। ଅନ୍ୟପକ୍ଷେ ଶୁକ୍ରବାର ଅଧିନାୟକ ବିରାଟ କୋହଲିଙ୍କ ଜନ୍ମଦିନ ଥିବାରୁ ଦଳ ତାଙ୍କୁ ବିଜୟର ଉପହାର ଦେବାକୁ ଚାହିଁବ।

କହିରଖୁଛୁ, ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳିଥିବା ଦୁଇଟି ମ୍ୟାଚ୍‌ରେ ଶୋଚନୀୟ ପରାଜୟ ହେତୁ ରନ୍‌ରେଟ୍‌ ଖରାପ ରହିଛି। ଏଣୁ ସ୍କଟଲ୍ୟାଣ୍ଡ ବିପକ୍ଷ ମ୍ୟାଚ୍‌ ଭାରତ ପାଇଁ କର ବା ମର ମ୍ୟାଚ୍‌। ପାକିସ୍ତାନ ଲଗାତାର ୪ଟି ମ୍ୟାଚ୍‌ ଜିତି ସେମିଫାଇନାଲରେ ପ୍ରବେଶ କରିଛି। ନ୍ୟୁଜିଲାଣ୍ଡ ମଧ୍ୟ ଗ୍ରୁପ୍‌ ୨ରୁ ପହଞ୍ଚିବାର ସମ୍ଭାବନା ରହିଛି। ଯଦି ଦଳ ନାମିବିଆ ଏବଂ ଆଫଗାନିସ୍ତାନ ମଧ୍ୟରୁ ଗୋଟିଏରେ ହାରିଯାଏ ତେବେ ଭାରତ ସେମିଫାଇନାଲ ଖେଳିବାର ଆଶା ସୃଷ୍ଟି ହେବ ବୋଲି କହିପାରିବା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜାଡେଜାଙ୍କ ଶୋ; ଶେଷ ଓଭରରେ ମାରିଲେ ୫ ଛକା

ମୁମ୍ବାଇ,୨୫।୪ :ଦେଖିବାକୁ ମିଳିଲା ରବୀନ୍ଦ୍ର ଜାଡେଜାଙ୍କ ଶୋ। ଶେଷ ଓଭରରେ ୫ ଛକା ସହ ଆଦାୟ କରିଥିଲେ ୩୭ ରନ୍‌। ଏହା ଆଇପିଏଲ ଇତିହାସର ସବୁଠୁ...

କ୍ୟାରିବିୟାନ ପ୍ରିମିୟର ଲିଗ୍‌: ତ୍ରିନିବାଗୋ ନାଇଟ୍‌ ରାଇଡର୍ସ ଚାମ୍ପିୟନ

ତାରୋଉବା,୧୨।୯(ପି.ଟି.): କିରନ ପୋଲାର୍ଡଙ୍କ ନେତୃତ୍ୱାଧୀନ ତ୍ରିନିବାଗୋ ନାଇଟ୍‌ ରାଇଡର୍ସ ଏଥର ମଧ୍ୟ କ୍ୟାରିବିୟାନ ପ୍ରିମିୟର ଲିଗ୍‌ (ସିପିଏଲ୍‌) ଟାଇଟଲ ହାସଲ କରିଛି। ଗୁରୁବାର ଅନୁଷ୍ଠିତ ଫାଇନାଲ...

ବାଂଲାଦେଶ ବିପକ୍ଷରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନେଲା ଭାରତ

ବର୍ମିଂହାମ, ୨।୭: ବିଶ୍ୱକପରେ ଏଜବାଷ୍ଟନରେ ଚାଲିଥିବା ଭାରତ ଓ ବାଂଲାଦେଶ ମ୍ୟାଚରେ ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଭାରତୀୟ ଦଳରେ ଦୁଇଟି...

୪ ବଲ୍‌ରେ ବଦଳିଗଲା ମ୍ୟାଚ୍‌: ଜିତିବା ମ୍ୟାଚ୍‌ ହାରିଗଲା ଓ୍ବେଷ୍ଟଇଣ୍ଡିଜ୍‌

ସେଣ୍ଟ ଲୁସିଆ,୧୫।୭: ଫାଇନାଲ ଓଭରରେ ଦ୍ରୁତ ବୋଲର ମିଚେଲ ଷ୍ଟାର୍କଙ୍କ ଜବରଦସ୍ତ ବୋଲିଂ ସହାୟତାରେ ଅଷ୍ଟ୍ରେଲିଆ ଚତୁର୍ଥ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିକୁ ପରାସ୍ତ...

କ୍ରିକେଟରୁ ବିଦାୟ ନେଲେ ୟର୍କର କିଙ୍ଗ୍‌

ନୂଆଦିଲ୍ଲୀ,୧୪।୯: ବିଶ୍ୱ କ୍ରିକେଟରେ ୟର୍କର କିଙ୍ଗ୍‌ ଭାବେ ଜଣାଶୁଣା ଲାସିଥ ମାଲିଙ୍ଗା ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ପୂର୍ବରୁ ଟେଷ୍ଟ(୨୦୧୧) ଓ ଦିନିକିଆ...

ବୋସଫୋରସ୍‌ ବକ୍ସିଂ: ବିପର୍ଯ୍ୟୟ ଘଟାଇଲେ ଜରିନ୍‌

ନୂଆଦିଲ୍ଳୀ,୧୯।୩(ପି.ଟି.): ତୁର୍କୀର ଇସ୍ତାନବୁଲ୍‌ଠାରେ ଚାଲିଥିବା ବୋସଫୋରସ୍‌ ବକ୍ସିଂ ଟୁର୍ନାମେଣ୍ଟରେ ଭାରତୀୟ ମହିଳା ବକ୍ସର ନିଖାତ ଜରିନ୍‌ ଏକ ବଡ଼ ବିପର୍ଯ୍ୟୟ ଘଟାଇଛନ୍ତି। ମହିଳା ୫୧ କେ.ଜି....

ବିଜୟରୁ ବଜରଙ୍ଗ, ଦୀପକଙ୍କ ଅଭିଯାନ ଆରମ୍ଭ

ବର୍ମିଂହାମ,୫।୮: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ କୁସ୍ତି ଇଭେଣ୍ଟ ଶୁକ୍ରବାର ଆରମ୍ଭ ହୋଇଛି। ଆରମ୍ଭରୁ ଭାରତର ଦୁଇ ଷ୍ଟାର ରେସ୍‌ଲର ବଜରଙ୍ଗ ପୁନିଆ ଏବଂ ଦୀପକ ପୁନିଆ ପ୍ରଥମ...

ଇଂଲଣ୍ଡ ‘ବି’ ଟିମ୍‌କୁ ହରାଇଥିବାରୁ ଭାରତକୁ ଅଭିନନ୍ଦନ: ପିଟରସନ

ଚେନ୍ନାଇ,୧୭।୨(ପି.ଟି): ବିଜୟୀ ଭାରତୀୟ ଦଳକୁ ଇଂଲଣ୍ଡର ପୂର୍ବତନ ଅଧିନାୟକ କେଭିନ ପିଟରସନ ଅଭିନନ୍ଦନ ଜଣାଇଛନ୍ତି। ତେବେ ଭାରତ ଦ୍ୱିତୀୟ ଟେଷ୍ଟରେ ଇଂଲଣ୍ଡର ‘ବି’ ଟିମ୍‌କୁ ହରାଇଛି...

Advertisement
Archives

Model This Week