Posted inଖେଳ

ଅଷ୍ଟ୍ରେଲୀୟ ସ୍ପିନରଙ୍କ ଦ୍ୱାରା ଟିମ ଇଣ୍ଡିଆ ବ୍ୟାଟିଂ ଲାଇନ ବିପର୍ଯ୍ୟସ୍ତ: ଲଞ୍ଚ୍‌ ସୁଦ୍ଧା ସ୍କୋର ୭ ଓ୍ବିକେଟରେ ୮୪…

ଇନ୍ଦୋର,୧।୩ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ ଆରମ୍ଭ ହୋଇଛି। ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଉ ଥିବା ଏହି ମ୍ୟାଚରେ ଆରମ୍ଭରୁ ଟିମ୍‌ ଇଣ୍ଡିଆ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଅଷ୍ଟ୍ରେଲୀୟ ସ୍ପିନରମାନେ ଆରମ୍ଭରୁ ମ୍ୟାଚ ଉପରେ ପ୍ରାଧାନ୍ୟ ବିସ୍ତାର କରିଛନ୍ତି। ଫଳରେ ଟିମ ଇଣ୍ଡିଆ ବ୍ୟାଟିଂ ଲାଇନ ବିପର୍ଯ୍ୟସ୍ତ ହୋଇ ଯାଇଛି।

ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ତେବେ ମ୍ୟାଚ ଆରମ୍ଭ ହେବାର ଏକ ଘଣ୍ଟା ମଧ୍ୟରେ ଭାରତ ପାଞ୍ଚଟି ୱିକେଟ ହରାଇଛି। ଭାରତର ସ୍କୋର ୪୫ ଥିବାବେଳେ ଅଧା ଖେଳାଳି ପାଭିଲିୟନ ଫେରିଛନ୍ତି। ମ୍ୟାଚ ପୂର୍ବାହ୍ନ ସାଢ଼େ ୯ଟା ରେ ଆରମ୍ଭ ହୋଇଥିଲା ଏବଂ ସାଢ଼େ ୧୦ ସୁଦ୍ଧା ରୋହିତ ଶର୍ମା (୧୨), ଶୁଭମାନ ଗିଲ (୨୧), ଚେତେଶ୍ୱର ପୂଜାରା (୧), ରବିନ୍ଦ୍ର ଜାଡେଜା (୪) ଏବଂ ଶ୍ରେୟାସ ଆୟର (୦) କରି ପାଭିଲିୟନକୁ ଫେରିଛନ୍ତି। ମାଥ୍ୟୁ କୁହେମାନ ରୋହିତ, ଶୁବମାନ ଏବଂ ଶ୍ରେୟାସଙ୍କୁ ଆଉଟ କରିଥିଲେ। ଏଥି ସହିତ ନାଥନ ଲିଅନ ଚେତେଶ୍ୱର ପୂଜାରା ଏବଂ ରବିନ୍ଦ୍ର ଜାଡେଜାଙ୍କୁ ପାଭିଲିୟନ ଫେରାଇ ଦେଇଥିଲେ।

୨୨ ରନ ସ୍କୋର କରିବା ପରେ ବିରାଟ କୋହଲି ଆଉଟ ହୋଇଥିଲେ। ତାଙ୍କୁ ଟଡ ମର୍ଫି ଏଲବିଡବ୍ଲୁ କରିଥିଲେ। ସେ ତାଙ୍କ ଇନିଂସରେ ଦୁଇଟି ଚୌକା ମାରିଥିଲେ। ଇନିଂସର ୨୫ ତମ ଓଭରରେ ଭାରତ ସପ୍ତମ ଝଟକା ପାଇଥିଲା। ୧୭ ରନର ଇନିଂସ ଖେଳିବା ପରେ ଶ୍ରୀକର ଭରତ ଏଲବିଡବ୍ଲୁ ହୋଇଥିଲେ। ଲିଅନ ତାଙ୍କୁ ପାଭିଲିୟନକୁ ଫେରାଇ ଦେଇଥିଲେ। ତାଙ୍କ ଇନିଂସରେ ଭରତ ଗୋଟିଏ ଚୌକା ଏବଂ ଗୋଟିଏ ଛକା ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ ଲାଲ ହେଲା ଭେନେଜୁଏଲାର ଆକାଶ, Video ଦେଖି ଚମକି ପଡ଼ିଲେ ଭୂକମ୍ପରୁ ଉଠିଥିବା ଲୋକେ

କାରାକାସ୍‌,୨।୭: ଭେନେଜୁଏଲାର ରାଜଧାନୀ କାରାକାସରେ ସମ୍ପ୍ରତି ଦେଖାଯାଇଥିବା ଏକ ଦୃଶ୍ୟ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଭୂମିକମ୍ପର ଧ୍ୱଂସଲୀଳାରେ ପୂର୍ବରୁ ସ୍ତବ୍ଧ ଥିବା ସହର ଉପରର ସମଗ୍ର ଆକାଶ…

ନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର? ଉପନିର୍ବାଚନ ଘୋଷଣା ପରେ ଜୋର ଧରିଛି ଚର୍ଚ୍ଚା

ପାଟନା,୨।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଛି। ଏହି ଆସନ ପାଇଁ ଭୋଟ ଜୁଲାଇ ୩୦ ରେ ହେବ ଏବଂ ଭୋଟ ଗଣତି…

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

ଇସ୍ରୋ ମୁଖ୍ୟାଳୟ ଉଡାଇ ଦେବାକୁ ଆସିଲା ଧମକ: ତଦନ୍ତ ଆରମ୍ଭ

ବେଙ୍ଗାଲୁରୁ,୨।୭: ବେଙ୍ଗାଲୁରୁରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ମୁଖ୍ୟାଳୟ ଉଡାଇଦେବାକୁ ଧମକ ମିଳିଛି। ଇସ୍ରୋ ମୁଖ୍ୟାଳୟକୁ ଇମେଲ ମାଧ୍ୟମରେ ଏହି ବୋମା ଧମକ ମିଳିଛି। ଏହାପରେ…

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

‘ଅଦୃଶ୍ୟ ସହ ବିପଜ୍ଜନକ’: ଆଇନଗତ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା(AI)ର ବ୍ୟବହାର ବିରୁଦ୍ଧରେ ଚେତାବନୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୭: ନ୍ୟାୟିକ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି। ନ୍ୟାୟାଳୟ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (NCLT) ଏବଂ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri