Posted inଖେଳ

୫ ମାସ ଘରକୁ ଫେରିବେନି ଟିମ୍‌ ଇଣ୍ଡିଆର ଷ୍ଟାର୍‌ କ୍ରିକେଟର…

ନୂଆଦିଲ୍ଲୀ,୧।୭: ଟିମ୍‌ ଇଣ୍ଡିଆର ଷ୍ଟାର୍‌ କ୍ରିକେଟର ଏବେ ବିଦେଶରେ ରହିଛନ୍ତି। ଆସନ୍ତା ୫ ମାସ ପର୍ଯ୍ୟନ୍ତ ଟିମ୍‌ ଇଣ୍ଡିଆ ସଦସ୍ୟ ଘରକୁ ଫେରିପାରିବେ ନାହିଁ। ନଭେମ୍ବର ପରେ ହିଁ ସେମାନେ ସ୍ବଦେଶ ବାହୁଡ଼ିବେ। ଇଂଲଣ୍ଡ ସହିତ ଅଧିନାୟକ ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ୫ଟି ଟେଷ୍ଟ୍‌ ମ୍ୟାଚ୍‌ ଖେଳିବ। ଏହି ସିରିଜ୍‌ ଅଗଷ୍ଟ ୪ରୁ ଆରମ୍ଭ ହୋଇ ସେପ୍ଟେମ୍ବର ପର୍ଯ୍ୟନ୍ତ ଚାଲିବ। ସେହିପରି ଆଇପିଏଲ୍‌ର ଅବଶିଷ୍ଟ ମା୍ୟଚ୍‌ଗୁଡ଼ିକ ୟୁଏଇରେ ସେପ୍ଟେମ୍ବରରୁ ଆରମ୍ଭ ବିରାଟଙ୍କ ସହିତ ରୋହିତ ଶର୍ମା ଆଦି କ୍ରିକେଟର ଇଂଲଣ୍ଡର ସିଧା ୟୁଏଇରେ ପହଞ୍ଚିବେ। ଆଇପିଏଲ୍‌ ମ୍ୟାଚ୍‌ ଅକ୍ଟୋବର ପର୍ଯ୍ୟନ୍ତ ଚାଲିବ। ଏହାପରେ ଟି-୨୦ ବିଶ୍ୱକପ୍‌ ମଧ୍ୟ ଆରମ୍ଭ ହୋଇଯିବ। ନଭେମ୍ବରରେ ଟି-୨୦ ବିଶ୍ୱକପ୍‌ ଶେଷ ହେବ। ଏହାପରେ ଟିମ୍‌ ଇଣ୍ଡିଆ ସ୍ବଦେଶ ଫେରିବ।

 


Enter your email to get our daily news in your inbox.

All Right Reserved By Dharitri.Com

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଡୋନାଲ୍ଡ ଟ୍ରମ୍ପଙ୍କ ଧମକର ଜବାବ କାହିଁକି ଦିଅନ୍ତି ଇରାନୀ ବାଚସ୍ପତି? ମୋଜତାବା ଖାମେନେଇ କିମ୍ବା ଆରାଘଚି କାହିଁକି ନୁହଁନ୍ତି? ଜାଣନ୍ତୁ…

ତେହରାନ,୯।୭: ଇରାନ-ଆମେରିକା ବିବାଦରେ ଏକ ସ୍ବତନ୍ତ୍ର ନମୁନା ଦେଖାଦେଇଛି: ଯେତେବେଳେ ବି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ବିରୁଦ୍ଧରେ ଏକ କଡ଼ା ବିବୃତ୍ତି ଦିଅନ୍ତି, ସେତେବେଳେ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଶାକର୍ମୀଙ୍କ ଆନ୍ଦୋଳନ

ଛତ୍ରପୁର,୯।୭(ଦିଲ୍ଲୀପି ସାମଲ): ଭାରତୀୟ ମଜଦୁର ସଂଘ ଅନୁମୋଦିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ୯ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri