Posted inଖେଳ

‘ମିଡ୍‌ଲ ଅର୍ଡରରେ ଫିଟ୍‌ ହେଉ ନାହାନ୍ତି ଶ୍ରେୟାସ’

କୋଲକାତା,୧୮।୨: ଆଇପିଏଲ ଅକ୍‌ଶନରେ ୧୨.୨୫ କୋଟି ଟଙ୍କାରେ ବିକ୍ରି ହୋଇଥିବା ଶ୍ରେୟାସ ଆୟାର ଭାରତୀୟ ଟି୨୦ ଦଳରେ ଫିଟ୍‌ ହେଉ ନାହାନ୍ତି। ଟିମ୍‌ ଇଣ୍ଡିଆରେ ସ୍ଥାନ ପକ୍କା କରିବା ପାଇଁ ତାଙ୍କୁ ବୋଲିଂ ଦକ୍ଷତା ବୃଦ୍ଧି କରିବାକୁ ପଡ଼ିବ। କାରଣ ମିଡ୍‌ଲ ଅର୍ଡର ସ୍ଲଟରେ ବୋଲିଂ କରିପାରୁଥିବା ବ୍ୟାଟର ଦରକାର ବୋଲି ଅଧିନାୟକ ରୋହିତ ଶର୍ମା ସ୍ପଷ୍ଟ କରିଛନ୍ତି।

“ଶ୍ରେୟାସଙ୍କ ଭଳି ବ୍ୟାଟରଙ୍କୁ ବସିବାକୁ ପଡ଼ିଛି। କିନ୍ତୁ ଦଳର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏଭଳି କରାଯାଇଛି। ଆମକୁ ମିଡ୍‌ଲ ଅର୍ଡରରେ ବୋଲିଂ କରିପାରୁଥିବା ଅଲରାଉଣ୍ଡର ଦରକାର” ବୋଲି ରୋହିତ ପ୍ରଥମ ମ୍ୟାଚ୍‌ ପରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। କୋରାପୁଟ ଜିଲା ବଙ୍ଗଳାଗୁଡ଼ା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri