Advertisement
Posted inଜାତୀୟ

୩ ମାସ ପରେ ଜେଲ୍‌ରୁ ମୁକୁଳିଲେ ସଞ୍ଜୟ

ମୁମ୍ବାଇ,୯।୧୧: ପାତ୍ରା ଚୌଲ ନବୀକରଣ ପ୍ରକଳ୍ପ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଶିବସେନାର ବରିଷ୍ଠ ନେତା ସଞ୍ଜୟ ରାଉତ ବୁଧବାର ୩ ମାସ୍‌ ପରେ ଜେଲରୁ ମୁକୁଳିଛନ୍ତି। ପ୍ରବର୍ତ୍ତନ ନର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ ହୋଇ ଜେଲରେ ରହିଥିବା ରାଉତଙ୍କୁ ୩ ମାସ ପରେ ମୁମ୍ବାଇ ସ୍ବତନ୍ତ୍ର କୋର୍ଟ ଆଜି ଜାମିନ ଦେଇଥିଲେ। ଜେଲ୍‌ରୁ ମୁକୁଳିବା ପରେ ସଞ୍ଜୟ ବେଶ୍‌ ଖୁସି ଜଣାପଡୁଥିଲେ। ଆର୍ଥର ରୋଡ ଜେଲ୍‌ରେ ବାହାରେ ସଞ୍ଜୟଙ୍କୁ ସ୍ବାଗତ ପାଇଁ ଶିବସେନା କାର୍ଯ୍ୟକର୍ତ୍ତାଙ୍କ ଭିଡ ଜମିଥିଲା।
ପାତ୍ରା ଚାୱାଲ ଦୁର୍ନୀତି ଘଟଣାର ମୁଖ୍ୟ ଅଭିଯୁକ୍ତ ତଥା ସଞ୍ଜୟ ରାଉତଙ୍କ ଘନିଷ୍ଠ ସହଯୋଗୀଙ୍କୁ ପ୍ରବୀଣ ରାଉତଙ୍କୁ ମଧ୍ୟ କୋର୍ଟରୁ ଜାମିନ ମିଳିଛି। ଅଗଷ୍ଟ ୧ ତାରିଖରେ ସଞ୍ଜୟ ରାଉତଙ୍କୁ ଇଡି ୧୦୩୪ କୋଟି ପାତ୍ରା ଚୌଲ ଦୁର୍ନୀତି ଘଟଣାରେ ପ୍ରାୟ ୬ ଘଣ୍ଟା ଜେରା କରିଥିଲା। ଏହାପରେ ତାଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅରୁନ୍ଧତୀ ରାୟଙ୍କ ପୁସ୍ତକକୁ ବିରୋଧ

ଚେନ୍ନାଇ,୧୩।୧୧:ଲେଖିକା ଅରୁନ୍ଧତୀ ରାୟଙ୍କ ପୁସ୍ତକ ‘ଓ୍ବାକିଂ ଓ୍ବିଥ୍‌ ଦ କମ୍‌ରେଡ୍ସ’କୁ ତାମିଲନାଡୁ ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରୁ ହଟାଇ ଦିଆଯାଇଛି। ଆର୍‌ଏସ୍‌ଏସ୍‌ର ଛାତ୍ର ଶାଖା ଏବିଭିପିର ବିରୋଧ ପରେ...

ଏସବୁ ଖାଇଲେ ହେବନି କରୋନା…

ନୂଆଦିଲ୍ଲୀ,୧୭।୪: କରୋନା ସଂକ୍ରମଣ ନେଇ ଆତଙ୍କ ଦେଖାଦେଇଛି। ତେବେ ଏଥିରୁ ଦୂରେଇ ରହିବା ପାଇଁ ନିଜର ନିତିଦିନିଆ ଜୀବନ ଶୈଳୀରେ କେତେକ ଖାଦ୍ୟାଭ୍ୟାସକୁ ସାମିଲ କଲେ...

ସଂସଦ ଭବନର ଶିଳାନ୍ୟାସ କଲେ ମୋଦି: ୨୦୨୨ ଅଗଷ୍ଟ ସୁଦ୍ଧା ଶେଷ ହେବ ନିର୍ମାଣ କାର୍ଯ୍ୟ

ନୂଆଦିଲ୍ଲୀ,୧୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ନୂଆ ସଂସଦ ଭବନର ଶିଳାନ୍ୟାସ କରିଛନ୍ତି। ଏହାର ନିର୍ମାଣ କାର୍ଯ୍ୟ ୨୦୨୨ ଅଗଷ୍ଟ ସୁଦ୍ଧା ଶେଷ ହେବ ବୋଲି...

ଖେଳାଳିଙ୍କୁ ଖରାପ ଖାଦ୍ୟ ଦେବା ପ୍ରସଙ୍ଗକୁ ଗମ୍ଭୀରତାର ସହ ବିଚାର କରୁ ଅଷ୍ଟ୍ରେଲିଆ: କ୍ରୀଡ଼ା ମନ୍ତ୍ରୀ

ନୂଆଦିଲ୍ଲୀ,୨୭।୧୦: ଭାରତୀୟ ଦଳ ଗୁରୁବାର ଟି-୨୦ ବିଶ୍ୱକପରେ ନେଦରଲ୍ୟାଣ୍ଡ ବିପକ୍ଷରେ ଖେଳିବାକୁ ପଡିବ। ଏହି ମ୍ୟାଚ ସିଡନୀରେ ଅନୁଷ୍ଠିତ ହେବ। ଏହାପୂର୍ବରୁ ବୁଧବାର ଖାଦ୍ୟକୁ ନେଇ...

ଘରେ ଚୋରି କରିବା ଜିନିଷ କିଛି ନ ମିଳିବାରୁ, ଚୋର କାନ୍ଥରେ ଲେଖିଲେ ଏମିତି

ଭୋପାଳ,୬।୧୨: ମଧ୍ୟପ୍ରଦେଶର ଶାଜାପୁରରେ ଏକ ସରକାରୀ ଇଞ୍ଜିନିୟଙ୍କ ଘରୁ ଚୋରି ଉଦ୍ୟମ ହୋଇଛି। କିନ୍ତୁ ଚୋରି କରିବା ଜିନିଷ ନ ମିଳିବାରୁ ଚୋରକୁ ଖାଲି ହାତରେ...

ଥରିବ ଉତ୍ତର ଭାରତ: ୪ ଦିନ ଜାରି ରହିବ ଶୀତ ଲହରୀ

ନୂଆଦିଲ୍ଲୀ,୨୨।୧୨: ରାଜଧାନୀ ଦିଲ୍ଲୀ ସମେତ ସମଗ୍ର ଉତ୍ତର ଭାରତରେ ଆଗାମୀ ୪ ଦିନ ଧରି ପ୍ରବଳ ଥଣ୍ଡା ଜାରି ରହିବାର ସମ୍ଭାବନା ରହିଛି। ଏନେଇ ପାଣିପାଗ...

ଗହଳି ନିୟନ୍ତ୍ରଣ କର

ନୂଆଦିଲ୍ଲୀ, ୧୫।୭: ହିଲ୍‌ ଷ୍ଟେଶନ ଏବଂ ବଜାରଗୁଡ଼ିକରେ ଅତ୍ୟଧିକ ଜନଗହଳିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ବେଗ ପ୍ରକାଶ କରିବାର ଦିନକ ପରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ...

ଜେଏନ୍‌ୟୁ ହିଂସା ପାଇଁ ନିଜକୁ ଦାୟୀ କଲା ହିନ୍ଦୁ ରକ୍ଷା ଦଳ: ପୋଲିସ ପକ୍ଷରୁ ତଦନ୍ତ ଜାରି

ନୂଆଦିଲ୍ଲୀ,୭।୧: ଜେଏନ୍‌ୟୁ ହିଂସାକୁ ନେଇ ଦେଶବ୍ୟାପି ଚର୍ଚ୍ଚା ଜାରି ରହିଥିବାବେଳେ ହିନ୍ଦୁ ରକ୍ଷା ଦଳ ପକ୍ଷରୁ ସୋସିଆଲ୍‌ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହୋଇଛି। ଜେଏନ୍‌ୟୁ...

Advertisement
Archives

Model This Week