ସୁଶାନ୍ତଙ୍କୁ ଅବହେଳା କଲେ ଦଳ କ୍ଷତି ସହିବ: ପ୍ରଦ୍ୟୁମ୍ନ

ବରଗଡ଼ ଅଫିସ୍‌,୨୩।୫: ରାଜ୍ୟ ମନ୍ତ୍ରିମଣ୍ଡଳ ପୁନର୍ଗଠନରେ ବରଗଡ଼ ଜିଲା ଭଟଲି ବିଧାୟକ ସୁଶାନ୍ତ ସିଂଙ୍କୁ ମନ୍ତ୍ରୀପଦ ନ ମିଳିବାରୁ ତାଙ୍କ ସମର୍ଥକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଏ ନେଇ ଜିଲା ଯୁବ ବିଜେଡି ସଭାପତି ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ ନିଜ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଦଳ ପାଇଁ ସୁଶାନ୍ତ ଦିନରାତି ପରିଶ୍ରମ କରୁଛନ୍ତି। ପ୍ରତ୍ୟେକ ଉପନିର୍ବାଚନରେ ସେ ତାଙ୍କ ଦକ୍ଷତା ପ୍ରତିପାଦିତ କରି ସାରିଛନ୍ତି। ମନ୍ତ୍ରିମଣ୍ଡଳ ପୁନର୍ଗଠନରେ ସୁଶାନ୍ତଙ୍କୁ ମନ୍ତ୍ରୀପଦ ମିଳିବ ବୋଲି ବରଗଡ଼ ଜିଲାରେ ଦଳର ସମସ୍ତ ଯୁବ, ଛାତ୍ର, ମହିଳା କର୍ମୀଙ୍କଠାରୁ ସାଧାରଣ ଲୋକେ ଆଶା ରଖିଥିଲେ। ମାତ୍ର ତାହା ନ ହେବାରୁ ସମସ୍ତଙ୍କ ମନ ଖରାପ ଅଛି। ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀଙ୍କ ତାହା ବ୍ୟକ୍ତିଗତ ନିଷ୍ପତ୍ତି। ତାକୁ ସମସ୍ତେ ସ୍ବୀକାର କରିବା ସହିତ ସମ୍ମାନ ଦେବାକୁ ପଡ଼ିବ। କିନ୍ତୁ ସୁଶାନ୍ତ ସିଂଙ୍କ ଭଳି ନେତାଙ୍କୁ ଅବହେଳା କରା ନ ଯାଉ, ତାଙ୍କୁ ଅବହେଳା କରାଗଲେ ତାହା ଦଳ ପାଇଁ ହିଁ କ୍ଷତି ହେବ ବୋଲି ତ୍ରିପାଠୀ କହିଛନ୍ତି। ତେବେ ସୁଶାନ୍ତଙ୍କ ପ୍ରତି ଦଳରେ ଅବହେଳା କରାଯାଇଛି କି ବୋଲି ପଚାରିବାରୁ ଅବହେଳା ନା ଚକ୍ରାନ୍ତ, ସେ ନେଇ ସମସ୍ତେ ଦ୍ୱନ୍ଦ୍ୱରେ ଅଛନ୍ତି। କାରଣ ମୁଖ୍ୟମନ୍ତ୍ରୀଙ୍କ ଗୁଡ୍‌ ଲିଷ୍ଟରେ ସୁଶାନ୍ତ ଅଛନ୍ତି। ସେହିପରି ମନ୍ତ୍ରିମଣ୍ଡଳ ପୁନର୍ଗଠନ ପୂର୍ବରୁ ଗଣମାଧ୍ୟମ ସମ୍ଭାବ୍ୟ ତାଲିକାରେ ମଧ୍ୟ ସୁଶାନ୍ତଙ୍କ ନାମ ଆସିଥିଲା ବୋଲି ତ୍ରିପାଠୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଆରା ଢଙ୍ଗରେ କଳାକାର କଲେ ପ୍ରତିବାଦ: ମୃଦଙ୍ଗ, ଝାଞ୍ଜରେ କମ୍ପିଉଠିଲା ବ୍ଲକ ପରିସର

ହାଟଡିହୀ/ଛେନାପଦୀ, ୧୮।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲାର ହାଟଡିହୀ ବ୍ଲକ ବିଡ଼ିଓ କାର୍ଯ୍ୟାଳୟ ସମ୍ମୁଖରେ କଳାକାରମାନେ ଦେଇଥିବା ଧାରଣା ସୋମବାର ପ୍ରତ୍ୟାହୃତ ହୋଇଛି। ଉପଯୁକ୍ତ ପଦକ୍ଷେପ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

SBIରେ ବାହାରିଲା ୮୦୦ରୁ ଅଧିକ ପଦବୀ ପାଇଁ ନିଯୁକ୍ତି: ଦରମା ୮୦,୦୦୦ ପର୍ଯ୍ୟନ୍ତ, ଜାଣନ୍ତୁ କେଉଁମାନେ କରିପାରିବେ ଆବେଦନ

ନୂଆଦିଲ୍ଲୀ,୧୮।୫: ବ୍ୟାଙ୍କିଂ କ୍ଷେତ୍ରରେ ଚାକିରି ଖୋଜୁଥିବା ଲୋକଙ୍କ ପାଇଁ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI) ଏକ ପ୍ରମୁଖ ନିଯୁକ୍ତି ବିଜ୍ଞପ୍ତି ଜାରି କରିଛି। SBI ୮୨୧ଟି ଖାଲି…

ଭାରସାମ୍ୟ ହରାଇ ରାସ୍ତା କଡ ରେଲିଂରେ ଘୋଷାଡିହେଲା ସ୍କୁଟି , ଜୀବନ ଶଙ୍କଟରେ

ନନ୍ଦପୁର, ୧୮।୫ (ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାର ସେମିଳିଗୁଡା–ହାଣ୍ଡିପୁଟ ସଂଯୋଗୀ ଏମଡିଆର–୫୫ ରାସ୍ତାର ମାରଡ଼ା ବ୍ରିଜ୍ ନିକଟରେ ଥିବା ମୋଡ଼ରେ ଏକ ସ୍କୁଟି ଦୁର୍ଘଟଣାଗ୍ରସ୍ତ ହୋଇ…

ପ୍ରେମାନନ୍ଦ ମହାରାଜଙ୍କ ବିଗିଡିଲା ସ୍ବାସ୍ଥ୍ୟାବସ୍ଥା: ଅନିର୍ଦ୍ଦିଷ୍ଟ କାଳ ପାଇଁ ପଦଯାତ୍ରା ସ୍ଥଗିତ, ଖେଳିଗଲା…

ଲକ୍ଷ୍ନୌ,୧୮।୫: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହୋଇଯାଇଛି ପ୍ରେମାନନ୍ଦ ମହାରାଜଙ୍କ ଅସୁସ୍ଥତା ଯୋଗୁ ତାଙ୍କର ରାତ୍ରିକାଳୀନ ପଦଯାତ୍ରା (ପଦଯାତ୍ରା) ଅନିର୍ଦ୍ଦିଷ୍ଟ କାଳ ପାଇଁ…

ଆଜି ଶେଷଥର ପାଇଁ IPL ଖେଳିବେ ଧୋନୀ! ଅବସର ନେଇ ବଢୁଛି ଚର୍ଚ୍ଚା

ଚେନ୍ନାଇ,୧୮।୫:  ଆଜି ଚେନ୍ନାଇ ସୁପର କିଙ୍ଗ୍ସ IPL ୨୦୨୬ର ୬୩ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ଭେଟିବ । ଏହି ମ୍ୟାଚ୍ ଚେନ୍ନାଇର ଘରୋଇ ଷ୍ଟାଡିୟମ, ଏମ.ଏ. ଚିଦାମ୍ବରମ…

ରଙ୍ଗମଞ୍ଚରେ ପପୁ ପମପମଙ୍କୁ ଦେଖିବା ପାଇଁ ଜମିବ ଭିଡ: ଆଜି ଠାକୁରାଣୀ ଯାତ୍ରାର ଶେଷ ପଟୁଆର

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରାର ସୋମବାର ହେଉଛି ଶେଷ ପଟୁଆର। ଆଜି ଜଳସମ୍ପଦ ବିଭାଗ ପକ୍ଷରୁ ବିରାଟ ଶୋଭାଯାତ୍ରା ବାହାରୁଛି। ତେଣୁ ବିଭାଗ ପକ୍ଷରୁ…

ଏହି କାମ କରି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଥଲାପତି ବିଜୟ: କହୁ କହୁ କହିଦେଲେ ଷ୍ଟାଲିନ୍‌

ନୂଆଦିଲ୍ଲୀ,୧୮।୫: ଦ୍ରାବିଡ଼ ମୁନେତ୍ର କାଝାଗମ (ଡିଏମକେ) ସଭାପତି ଏମକେ ଷ୍ଟାଲିନ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଯୋସେଫ ବିଜୟଙ୍କୁ କଟାକ୍ଷ କରିଛନ୍ତି। ବିଜୟ ଇନଷ୍ଟାଗ୍ରାମ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri