Posted inଖେଳ

କାନ୍ଦି କାନ୍ଦି ବର୍ସିଲୋନାରୁ ବିଦାୟ ନେଲେ ମେସି

ବାର୍ସିଲୋନା,୮।୮: ଏଫ୍‌ସି ବର୍ସିଲୋନା କ୍ଲବ ଛାଡ଼ୁଥିବା ରବିବାର କୋହଭରା କଣ୍ଠରେ ସ୍ପଷ୍ଟ କରିଛନ୍ତି ଲିଓନେଲ ମେସି। ଆର୍ଜେଣ୍ଟିନାର ଷ୍ଟାରଙ୍କୁ ଦରମା ଦେବା ଲାଗି ସ୍ପାନିଶ କ୍ଲବ ବାର୍ସିଲୋନା ଅକ୍ଷମତା ପ୍ରକାଶ କରିବା ପରେ ବିଶ୍ୱର ଲୋକପ୍ରିୟ ଷ୍ଟାର ଏଭଳି ଘୋଷଣା କରିଛନ୍ତି। ଏବେ ପାରିସ ସେଣ୍ଟ ଜର୍ମେନ (ପିଏସ୍‌ଜି) ସହ ତାଙ୍କର ମୂଳଚାଳ ଚାଲିଛି। ତେବେ ଏ ସମ୍ପର୍କରେ ସେ କୌଣସି ପ୍ରକାର ସୂଚନା ଦେଇ ନାହାନ୍ତି। ଯଥା ସମ୍ଭବ ପ୍ରତିଦ୍ୱନ୍ଦ୍ୱିତାମୂଳକ ଖେଳ ଜାରି ରଖିବା ନେଇ କୋହଭରା କଣ୍ଠରେ ମେସି କହିଛନ୍ତି।

ହଜାର ହଜାର ପ୍ରଶଂସକ ମେସିଙ୍କ ୧୦ ନଂ ଜର୍ସି ପିନ୍ଧି କାମ୍ପ ନୋଆ ଷ୍ଟାଡିୟମ ବାହାରେ ମେସିଙ୍କୁ ବିଦାୟ ଦେଇଛନ୍ତି। ୩୪ ବର୍ଷୀୟ ଷ୍ଟାର ଗତ ୨୧ ବର୍ଷ ହେଲା କ୍ଲବ ସହ ଯୋଡ଼ି ହୋଇ ରହିଥିଲେ। କ୍ଲବ ପାଇଁ ସର୍ବାଧିକ ୬୮୨ ଗୋଲ କରିଥିବା ମେସିଙ୍କ ଭାଷଣ ଶେଷ ହେବା ପରେ ଉପସ୍ଥିତ ଖବରଦାତା, ସାଥୀ ଖେଳାଳି, ପୂର୍ବତନ ଖେଳାଳି ଓ କୋଚ୍‌ମାନେ ଛିଡ଼ାହୋଇ ଦୀର୍ଘ ସମୟ ଧରି ତାଳି ମାରିଥିଲେ। ପରେ ତାଙ୍କ ପ୍ରତିନିଧିତ୍ୱରେ ବର୍ସିଲୋନା ଜିତିଥିବା ସମସ୍ତ ୩୪ ଟ୍ରଫି ସହ ଫଟୋ ଉଠାଇଥିଲେ ମେସି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri