Posted inଖେଳ

କାନ୍ଦି କାନ୍ଦି ବର୍ସିଲୋନାରୁ ବିଦାୟ ନେଲେ ମେସି

ବାର୍ସିଲୋନା,୮।୮: ଏଫ୍‌ସି ବର୍ସିଲୋନା କ୍ଲବ ଛାଡ଼ୁଥିବା ରବିବାର କୋହଭରା କଣ୍ଠରେ ସ୍ପଷ୍ଟ କରିଛନ୍ତି ଲିଓନେଲ ମେସି। ଆର୍ଜେଣ୍ଟିନାର ଷ୍ଟାରଙ୍କୁ ଦରମା ଦେବା ଲାଗି ସ୍ପାନିଶ କ୍ଲବ ବାର୍ସିଲୋନା ଅକ୍ଷମତା ପ୍ରକାଶ କରିବା ପରେ ବିଶ୍ୱର ଲୋକପ୍ରିୟ ଷ୍ଟାର ଏଭଳି ଘୋଷଣା କରିଛନ୍ତି। ଏବେ ପାରିସ ସେଣ୍ଟ ଜର୍ମେନ (ପିଏସ୍‌ଜି) ସହ ତାଙ୍କର ମୂଳଚାଳ ଚାଲିଛି। ତେବେ ଏ ସମ୍ପର୍କରେ ସେ କୌଣସି ପ୍ରକାର ସୂଚନା ଦେଇ ନାହାନ୍ତି। ଯଥା ସମ୍ଭବ ପ୍ରତିଦ୍ୱନ୍ଦ୍ୱିତାମୂଳକ ଖେଳ ଜାରି ରଖିବା ନେଇ କୋହଭରା କଣ୍ଠରେ ମେସି କହିଛନ୍ତି।

ହଜାର ହଜାର ପ୍ରଶଂସକ ମେସିଙ୍କ ୧୦ ନଂ ଜର୍ସି ପିନ୍ଧି କାମ୍ପ ନୋଆ ଷ୍ଟାଡିୟମ ବାହାରେ ମେସିଙ୍କୁ ବିଦାୟ ଦେଇଛନ୍ତି। ୩୪ ବର୍ଷୀୟ ଷ୍ଟାର ଗତ ୨୧ ବର୍ଷ ହେଲା କ୍ଲବ ସହ ଯୋଡ଼ି ହୋଇ ରହିଥିଲେ। କ୍ଲବ ପାଇଁ ସର୍ବାଧିକ ୬୮୨ ଗୋଲ କରିଥିବା ମେସିଙ୍କ ଭାଷଣ ଶେଷ ହେବା ପରେ ଉପସ୍ଥିତ ଖବରଦାତା, ସାଥୀ ଖେଳାଳି, ପୂର୍ବତନ ଖେଳାଳି ଓ କୋଚ୍‌ମାନେ ଛିଡ଼ାହୋଇ ଦୀର୍ଘ ସମୟ ଧରି ତାଳି ମାରିଥିଲେ। ପରେ ତାଙ୍କ ପ୍ରତିନିଧିତ୍ୱରେ ବର୍ସିଲୋନା ଜିତିଥିବା ସମସ୍ତ ୩୪ ଟ୍ରଫି ସହ ଫଟୋ ଉଠାଇଥିଲେ ମେସି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

ପ୍ରେମିକଙ୍କ ସହ ଅସଂଜତ ଅବସ୍ଥାରେ ସ୍ତ୍ରୀଙ୍କୁ ଦେଖିଦେଲେ ସ୍ବାମୀ, ତା’ପରେ ଯାହା ଘଟିଲା…

ଦିଗପହଣ୍ଡି,୨୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମରେ ଘଟିଯାଇଛି ଏକ ଚର୍ଚ୍ଚିତ ଘଟଣା। ଘରେ ସ୍ବାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ…

ଶାନ୍ତି ଦୂତ ସାଜିଥିବା ପାକିସ୍ତାନ ଏବେ ସାଜିବ ‘ଖଳନାୟକ’! ଟ୍ରମ୍ପଙ୍କ ଚକ୍ରବ୍ୟୂହରେ ଫସିଲେ ଶେହବାଜ

ନୂଆଦିଲ୍ଲୀ,୨୫।୫: ପାକିସ୍ତାନ ସମ୍ମୁଖରେ ଏଭଳି ଏକ ଦ୍ୱନ୍ଦ୍ୱ ଦେଖାଦେଇଛି, ଯେଉଁଥିରେ ଯଦି ସେ ସ୍ବୀକାର କରେ ତେବେ ବି ଫସିବ ଏବଂ ଯଦି ମନା କରେ ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri