ଆଖିରେ ଲୁହ ମନରେ କୋହ: ମୋରୋକୋ ମୃତ୍ୟୁ ସଂଖ୍ୟା ଟପିଲା ୧୦୦୦, ଆହତଙ୍କ ସଂଖ୍ୟା ୧୨ ୦୦ ଉପରେ…

ରାବାତ,୯।୯ : ଶୁକ୍ରବାର ବିଳମ୍ବିତ ରାତିରେ ମୋରୋକୋରେ ଭୟଙ୍କର ଭୂକମ୍ପ ଅନୁଭୂତ ହୋଇଥିଲା। ଏହି ଭୂକମ୍ପର ତୀବ୍ରତା ରିଚ୍ଟର ସ୍କେଲରେ ୬.୮ଥିଲା। ମୋରୋକୋର ଆଭ୍ୟନ୍ତରୀଣ ମନ୍ତ୍ରୀ କହିଛନ୍ତି ଏହି ଭୂକମ୍ପରେ ମୃତ୍ୟୁସଂଖ୍ୟା ୧୦୦୦ ଟପିଛି। ସେହିପରି ଆହତଙ୍କ ସଂଖ୍ୟା ୧୨୦୦ ଟପିଛି।

ମୃତାହତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ରହିଛି। ମୃତକଙ୍କ ସଂଖ୍ୟା ୧,୦୩୪ ଛୁଇଁଛି। ସେହିପରି ଆହତଙ୍କ ସଂଖ୍ୟା ୧,୨୦୪ରେ ପହଞ୍ଚିଛି। ୧୨୦ ବର୍ଷ ମଧ୍ୟରେ ଏହା ହେଉଛି ବଡ଼ ଧରଣର ଭୂକମ୍ପ। ଲୋକେ ଆଖିରେ ଲୁହ ମନରେ କୋହ ପ୍ରିୟ ପରିଜନଙ୍କୁ ଭଙ୍ଗା କୋଠାର ଆବର୍ଜନା ତଳୁ ଖୋଜିବା ଆରମ୍ଭ କରିଛନ୍ତି। ଆହତଙ୍କ ମଧ୍ୟରେ ୭୦୦ରୁ ଅଧିକ ଗୁରୁତର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ପାଇଁ ବଡ଼ ବିପଦ! ଏଆଇକୁ ଅସ୍ତ୍ର କରୁଛି ଉତ୍ତର କୋରିଆ, ସାଇବର ଆକ୍ରମଣ ନେଇ ଆଲର୍ଟ!

ନୂଆଦିଲ୍ଲୀ,୧୧।୮:ବିଶ୍ୱ ସାଇବର ସୁରକ୍ଷା କ୍ଷେତ୍ରରେ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଉତ୍ତର କୋରିଆର ସରକାରୀ ସହାୟତା ପ୍ରାପ୍ତ ହ୍ୟାକରମାନେ ବର୍ତ୍ତମାନ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା…

ନୂଆ ଖଣି ଆଇନ: ରାଜ୍ୟ କ୍ଷମତା ଦୁର୍ବଳ

ନୂଆଦିଲ୍ଲୀ,୧୧।୮(ପି.ଟି.): ଖଣି ଓ ଖଣିଜ ନିୟମରେ ସଂଶୋଧନ ପାଇଁ କେନ୍ଦ୍ର ସରକାର ସୋମବାର ଲୋକ ସଭାରେ ଏକ ବିଲ୍‌ ଆଗତ କରିଛନ୍ତି, ଯାହାଦ୍ୱାରା ରାଜ୍ୟ ସରକାରମାନେ ଖଣିଜ…

ବିନା ଅଗ୍ନି ନିରାପତ୍ତା ପ୍ରମାଣପତ୍ରରେ ଚାଲିଛି ହୋଟେଲ, ପୁରୀରେ….

ଭୁବନେଶ୍ୱର,୧୧।୮(ରବିନାରାୟଣ ଜେନା): ପୁରୀ ହେଉଛି ବିଶ୍ୱ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର। ଏଠାକୁ ପ୍ରତିଦିନ ବହୁ ଶ୍ରଦ୍ଧାଳୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ଧାଇଁ ଆସନ୍ତି। ଏହାବ୍ୟତୀତ…

କଲମ୍ବିଆ ଭୂମିକମ୍ପରେ ଭୟଙ୍କର କ୍ଷତି; ଏପର୍ଯ୍ୟନ୍ତ ୧୩୨ ଜଣଙ୍କ ମୃତ୍ୟୁ, ୧୫୦୦ ରୁ ଅଧିକ ଘର ନଷ୍ଟ

ବୋଗୋଟା,୧୧।୮: ରିକ୍ଟର ସ୍କେଲରେ ୭.୪ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ କଲମ୍ବିଆରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏପର୍ଯ୍ୟନ୍ତ ୧୩୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୭୦ରୁ ଅଧିକ…

ବର୍ଷାରେ ଭାଙ୍ଗିଗଲା କୋଟିଏ ଟଙ୍କାର ଶେଡ୍, ଯାତ୍ରୀ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ

ରାଉରକେଲା,୧୧।୮(ସଙ୍ଗୀତା ଜେନା): ରାଉରକେଲା ରେଲଓ୍ବେ ଷ୍ଟେଶନର ମୁଖ୍ୟ ପ୍ରବେଶ ଦ୍ୱାରରେ ନିର୍ମାଣାଧୀନ ଶେଡ୍‌ ସୋମବାର ହୋଇଥିବା ପ୍ରବଳ ବର୍ଷାରେ ଭାଙ୍ଗିଯାଇଛି। ଫଳରେ ଶେଡ୍‌ ତଳେ ଥିବା ଏକ…

ଏଥର ସ୍ବାଧୀନତା ଦିବସରେ ଲାଲ୍‌କିଲ୍ଲାରେ ପ୍ରଥମଥର ଘଟିବ ଏମିତି: ଘୋଷଣା କଲେ ସରକାର

ନୂଆଦିଲ୍ଲୀ, ୧୦ା୮:ଆସନ୍ତା ୧୫ ତାରିଖ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭…

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ: ଜାଣନ୍ତୁ କିଏ କେଉଁଠି ଉତ୍ତୋଳନ କରିବେ ପତାକା

ଭୁବନେଶ୍ୱର,୧୦।୮:ସ୍ବାଧୀନତା ଦିବସରେ କିଏ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାରଙ୍କ ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ରାଜ୍ୟସ୍ତରୀୟ ସ୍ବାଧୀନତା…

୩ ନାବାଳିକାଙ୍କୁ ଆନ୍ଧ୍ରପ୍ରଦେଶ ନେଉଥିଲେ ଦଲାଲ: ମାଡ଼ିବସିଲା ଶିଶୁ ସୁରକ୍ଷା ବିଭାଗ

ଛତ୍ରପୁର,୧୦।୮(ଦିଲ୍ଲୀପସାମଲ/ଦ୍ୱାରିକା ପଟ୍ଟନାୟକ): ଆନ୍ଧ୍ରପ୍ରଦେଶର ଗୁଡ଼ିୱାଡା ଅଞ୍ଚଳର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କାମ କରିବା ପାଇଁ ଚାଲାଣ ହେଉଥିବା ୩ ଜଣ ନାବାଳିକାଙ୍କୁ ଛତ୍ରପୁର ରେଳ ଷ୍ଟେଶନରୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri