Posted inଖେଳ

ଆଖିରେ ଆଖିଏ ଲୁହ, ଛାତି ତଳେ ମେଞ୍ଚାଏ କୋହ, କନ୍ଦାଇ ଦେଲେ ଭିନେଶ

ନୂଆଦିଲ୍ଲୀ,୧୭।୮: ଭାରତୀୟ ମହିଳା ରେସଲର ଭିନେଶ ଫୋଗଟ ଶନିବାର ସକାଳେ ସ୍ବଦେଶ ଫେରିଛନ୍ତି। ପ୍ୟାରିସରୁ ଫେରିଥିବା ଭିନେଶଙ୍କୁ ଦିଲ୍ଲୀ ବିମାନବନ୍ଦରରେ ଉତ୍ସାହର ସହିତ ସ୍ବାଗତ କରାଯାଇଥିଲା। ତାଙ୍କୁ ସମର୍ଥନ କରିବାକୁ ପ୍ରଶଂସକମାନେ ବହୁ ସଂଖ୍ୟାରେ ଆସିଥିଲେ। ଏହି ସମୟରେ ସାକ୍ଷୀ ମଲିକ ମଧ୍ୟ ତାଙ୍କୁ ସ୍ବାଗତ କରିଥିଲେ। ନିଜ ପ୍ରିୟଜନଙ୍କ ପାଖକୁ ଫେରିବା ପରେ ଭିନେଶ ତାଙ୍କ ଲୁହକୁ ନିୟନ୍ତ୍ରଣ କରିପାରିନଥିଲେ ଏବଂ ଭାବପ୍ରବଣ ହୋଇଥିଲେ। ଭିନେଶ ବର୍ତ୍ତମାନ ଦିଲ୍ଲୀରୁ ସିଧାସଳଖ ତାଙ୍କ ଗାଁ ବାଲାଲି ଯିବେ। ଦିଲ୍ଲୀର ଇନ୍ଦିରା ଗାନ୍ଧୀ ବିମାନବନ୍ଦରରୁ ତାଙ୍କ ଗାଁ ବାଲାଲିକୁ ଫେରିବା ନେଇ ଉତ୍ସବ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି ଚାଲିଛି।
ଏହି ସମୟରେ, ଭିନେଶଙ୍କର ଅନେକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ସ୍ପଷ୍ଟ ଭାବରେ ଦେଖିପାରିବେ ଯେ ସେ ଏହି ମୁହୂର୍ତ୍ତରେ ବହୁତ ଭାବପ୍ରବଣ ହୋଇଥିଲେ। ସେ ସାକ୍ଷି ମଲିକଙ୍କୁ ଆଲିଙ୍ଗନ କରିବା ସମୟରେ କାନ୍ଦିବା ଆରମ୍ଭ କରିଥିଲେ।
ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଭିନେଶ ଏକ ଖୋଲା କାରରେ ଅଛନ୍ତି, ଯେଉଁଠାରେ ସେ ଲୁହ ପୋଛିଥିବାର ନଜର ଆସିଛନ୍ତି। ସାକ୍ଷୀ ଏବଂ ବଜରଙ୍ଗ ମଧ୍ୟ ଭିନେଶଙ୍କୁ ସମର୍ଥନ କରିବା ପାଇଁ ସେଠାରେ ଠିଆ ହୋଇଥିଲେ। ଫେରିବା ପରେ ଭିନେଶ କହିଛନ୍ତି, ସମଗ୍ର ଦେଶବାସୀଙ୍କୁ ଅନେକ ଧନ୍ୟବାଦ। ମୁଁ ବହୁତ ଭାଗ୍ୟବାନ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅରିଜିତଙ୍କୁ ନେଇ ବଡ଼ ଖବର! ରାଜନୈତିକ ଦଳ କରିବାକୁ ଅବସର…ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ… 

ମୁମ୍ବାଇ: ଆଜିକାଲି ଅଭିନୟ ଜୀବନ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ଖ୍ୟାତନାମା ଗାୟକ ଅରିଜିତ ସିଂ। ଦିନକ ପୂର୍ବେ ସେ ହଠାତ…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri