ନୁଭୋକୋ ପକ୍ଷରୁ ଟେକ୍‌ ଏକ୍ସପ୍ରେସ୍‌ ଉଦ୍‌ଘାଟିତ

ନୂଆଦିଲ୍ଲୀ,୧।୨: ଦେଶର ପ୍ରମୁଖ ସିମେଣ୍ଟ କମ୍ପାନୀ ନୁଭୋକୋ ଭିସ୍ତାସ୍‌ କର୍ପୋରେଶନ ଲିଃ ପକ୍ଷରୁ ନିକଟରେ ୫୦ଟି ଟେକ୍‌ ଏକ୍ସପ୍ରେସ୍‌ ଯାନ (ଟେକ୍ନିକାଲ ମୋବାଇଲ ଭ୍ୟାନ୍‌) ର ଶୁଭାରମ୍ଭ କରାଯାଇଛି। ଏପରିକି ଟେକ୍‌ ଏକ୍ସପ୍ରେସ ହେଉଛି ଏକ ମାଗଣା ମୂଲ୍ୟ-ଯୋଗକାରୀ ସେବା, ଯାହାକୁ ନୁଭୋକୋ କଙ୍କ୍ରିଟ୍‌ ପ୍ଲେସ୍‌ମେଣ୍ଟ୍‌ ସମୟରେ ନିରନ୍ତର ଓ ଉଚ୍ଚମାନର କଙ୍କ୍ରିଟ୍‌ ସୁନିଶ୍ଚିତ କରିବା ପାଇଁ ବିନା କୌଣସି ଅତିରିକ୍ତ ଖର୍ଚ୍ଚରେ ପ୍ରଦାନ କରିଥାଏ। ଏହି ଯାନଗୁଡ଼ିକ ସାମଗ୍ରୀଗୁଡିକୁ ସାଇଟ୍‌ରେ ମୂଲ୍ୟାୟନ ବା ଯାଞ୍ଚ କରିବା ପାଇଁ ଆବଶ୍ୟକ ପରୀକ୍ଷଣ ସୁବିଧା ଓ ଉପକରଣ ସହ ସୁସଜ୍ଜିତ ରହିଛି ଏବଂ ଏହାକୁ କ୍ୟାପ୍ଟେନ ନୁଭୋକୋ ପରିଚାଳନା କରୁଛନ୍ତି। ଏ ସମ୍ପର୍କରେ ନୁଭୋକୋର ସିମେଣ୍ଟ ବିଭାଗର ମୁଖ୍ୟ ବିକ୍ରି ଓ ବ୍ୟବସାୟ ବିକାଶ ଅଧିକାରୀ ବିନିତ୍‌ କୁମାର ତିୱାରୀ କହିଛନ୍ତି, ଇଣ୍ଡିଭିଜୁଆଲ ହୋମ୍‌ ବିଲ୍ଡର (ଆଇଏଚ୍‌ବି) ମାନେ ଆମ ବଜାରର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟନ୍ତି ଏବଂ ସେମାନେ ନିର୍ମାଣ ପ୍ରକ୍ରିୟା ବେଳେ ବାରମ୍ବାର ଆନୁଷ୍ଠାନିକ ବୈଷୟିକ ସହଯୋଗରୁ ବଞ୍ଚିତ ରୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସିସ, ଷ୍ଟାଣ୍ଡାର୍ଡ ଚାର୍ଟାର୍ଡ ବ୍ୟାଙ୍କକୁ ଏନ୍‌ସିଏଲ୍‌ଟି ନୋଟିସ

ମୁମ୍ବାଇ,୨୭।୪: ପୂର୍ବତନ ଆଇଏଲ୍‌ଆଣ୍ଡଏଫ୍‌ଏସ୍‌ ଏକଜିକ୍ୟୁଟିଭ ରମେଶ ବାଓ୍ବାଙ୍କ ଆକାଉଣ୍ଟକୁ ନେଇ ନ୍ୟାଶନାଲ କମ୍ପାନୀ ଲ’ ଟ୍ରିବ୍ୟୁନାଲ(ଏନ୍‌ସିଏଲ୍‌ଟି)ର ମୁମ୍ବାଇ ଖଣ୍ଡପୀଠ ଆକ୍ସିସ ବ୍ୟାଙ୍କ ଏବଂ ଷ୍ଟାଣ୍ଡାର୍ଡ ଚାର୍ଟାର୍ଡ ବ୍ୟାଙ୍କର...

ତ୍ୱରିତ ହେବ ଚେକ୍‌ କ୍ଲିୟରାନ୍ସ ଧାରା

ନୂଆଦିଲ୍ଲୀ,୭-୨: ଚେକ୍‌ କ୍ଲିୟରାନ୍ସ ଧାରାକୁ ତ୍ୱରାନ୍ବିତ କରିବା ଲାଗି ରିଜର୍ଭ ବ୍ୟାଙ୍କ ନୂଆ ପଦକ୍ଷେପ ହାତକୁ ନେଇଛି। ଏହା ପଦକ୍ଷେପ ଅନ୍ତର୍ଗତ ସେପ୍ଟେମ୍ବରରୁ ଚେକ୍‌ ଟ୍ରଙ୍କେଶନ...

ଏସ୍‌ବିଆଇର ନୂଆ ଗ୍ରାହକ ସେବା ନମ୍ବର

ମୁମ୍ବାଇ,୧୦।୮: ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ) ପକ୍ଷରୁ ନୂଆ ଗ୍ରାହକ ସେବା ଟୋଲ ଫ୍ରି ନମ୍ବର ୧୮୦୦-୧୨୩୪ ଓ ୧୮୦୦-୨୧୦୦ ର ଜାରି କରାଯାଇଛି। ଏହାଦ୍ୱାରା...

ଟିକସ ବୃଦ୍ଧି ପ୍ରସଙ୍ଗରେ ୩ ଅଧିକାରୀଙ୍କୁ ଚାର୍ଜଶିଟ୍‌

ନୂଆଦିଲ୍ଲୀ,୨୯।୪: ଅତି ଧନୀଙ୍କ ଉପରେ ଟିକସ ବୃଦ୍ଧି କରିବା ନେଇ ସରକାରଙ୍କୁ ଭାରତୀୟ ରାଜସ୍ବ ସେବା(ଆଇଆର୍‌ଏସ୍‌)ର ୫୦ ଜଣ ଅଧିକାରୀ କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ(ସିବିଡିଟି)କୁ...

ବ୍ୟାଡ୍‌ ବ୍ୟାଙ୍କ ସ୍ଥାପନ ନେଇ ରାଜନଙ୍କ ପରାମର୍ଶ

ମୁମ୍ବାଇ: ଘରୋଇ ବଜାରରେ ଅନାଦାୟ ଋଣ (ଏନ୍‌ପିଏ) ବ୍ୟାଙ୍କଗୁଡିକ ଲାଗି ଏକ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି। ଏହି ସମସ୍ୟା ସହ ବ୍ୟାଙ୍କଗୁଡିକ ଜୁଝୁଥିବା...

ଏକ ଯୋଡ଼ା ବିଶେଷ ଟ୍ରେନ୍‌ର ଚଳାଚଳ ବାତିଲ

ଭୁବନେଶ୍ୱର,୧୭।୧୦: ରାଜ୍ୟରେ କୋଭିଡ୍‌ ସଂକ୍ରମଣର ସଂଖ୍ୟା ବୃଦ୍ଧି ସହ କେତେକ ଟ୍ରେନ୍‌ରେ ଖରାପ ପୃଷ୍ଠପୋଷକତାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପକ୍ଷରୁ ଏକ ଯୋଡ଼ା ବିଶେଷ...

ଭାରତର ବିକାଶ ଅନୁମାନ କମାଇଲା ଫିଚ୍‌

ନୂଆଦିଲ୍ଲୀ,୨୧-୩: ଫିଚ୍‌ ରେଟିଂ ଶୁକ୍ରବାର ଭାରତର ବିକାଶ ଅନୁମାନକୁ କମାଇଛି। ଆର୍ଥତ୍କ ବର୍ଷ ୨୦୨୦-୨୧ରେ ଭାରତର ବିକାଶ ହାର ୫.୧% ରହିବ ବୋଲି ଏହି ଏଜେନ୍ସି...

ଇ-କମର୍ସରେ ପାର୍ବଣ ବିକ୍ରି ୨୨ ହଜାର କୋଟି

ନୂଆଦିଲ୍ଲୀ: ପାର୍ବଣ ଉପଲକ୍ଷେ ବିଭିନ୍ନ ଇ-କମର୍ସ କମ୍ପାନୀରେ ସେଲ୍‌ ଜାରି ରହିଛି। ଗତ ୫ଦିନରେ କମ୍ପାନୀଗୁଡିକ ୨୨ ହଜାର କୋଟି ଟଙ୍କାର ସାମଗ୍ରୀ ବିକ୍ରି କରିଥିବା...

Advertisement
Archives

Model This Week