ଭିଜିଲାନ୍ସ ଜାଲରେ ସର୍ବଶିକ୍ଷା ଅଭିଯାନ ଟେକ୍ନିକାଲ କନସଲଟାଣ୍ଟ

କେନ୍ଦୁଝର,୧୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ସର୍ବଶିକ୍ଷା ଅଭିଯାନ ଟେକ୍ନିକାଲ କନସଲଟାଣ୍ଟ କ୍ଷେତ୍ରବାସୀ ମହାନ୍ତ ଘରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଛି। ଏକକାଳୀନ ୪ଟି ସ୍ଥାନରେ ସକାଳୁ ସକାଳୁ ଚଢାଉ ଜାରି ରହିଛି।
ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଭିଜିଲାନ୍ସ ଅଧିକାରୀ କ୍ଷେତ୍ରବାସୀଙ୍କ କେନ୍ଦୁଝର ସହର ଶ୍ରୀ ବିହାରସ୍ଥିତ ବାସଭବନ, ସଦର ବ୍ଲକ ରଘୁନାଥପୁରସ୍ଥିତ ପୈତୃକ ଘର, ଜଜପଶିସ୍ଥିତ ସାନ ଭାଇଙ୍କ ଘର ଓ ଯୋଡ଼ା ଅଫିସରେ ଚଢ଼ାଉ ଚଢ଼ାଉ କରିଛନ୍ତି। ଭିଜିଲାନ୍ସ ଇନ୍ସପେକ୍ଟର ଦଇତାରୀ ଘଡ଼େଇ ଏ ନେଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରାକୋଟ ଅଙ୍ଗନୱାଡି କେନ୍ଦ୍ର ଶୋଚନୀୟ

ଧରାକୋଟ,୨୭।୮(ଡି.ଏନ୍‌.ଏ.): ଆଜିର ଶିଶୁ କାଲିର ନାଗରିକ। ସେମାନଙ୍କ ସୁରକ୍ଷା, ଶିକ୍ଷା,ଦାୟିତ୍ୱ ସୁଚାରୁ ରୂପେ ପାଳନ ପାଇଁ ସରକାରଙ୍କ ଶିଶୁ ବିକାଶ ବିଭାଗ ରହିଛି। ବିଭାଗ ତରଫରୁ...

‘କୋଭିଡ୍‌ ମୃତ୍ୟୁ ତଥ୍ୟ ଏପଟସେପଟ କରୁଛନ୍ତି ରାଜ୍ୟ ସରକାର’

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଜୁଲାଇ ପ୍ରଥମ ସପ୍ତାହରେ ରାଜ୍ୟ ସରକାର ବଳକା କୋଭିଡ୍‌ ମୃତ୍ୟୁର ଘୋଷଣା ଆରମ୍ଭ କଲେ। ଦୈନିକ ୩୦ରୁ ୪୦ ଭିତରେ ସୀମିତ ରହୁଥିବା କୋଭିଡ୍‌...

ରାଜ୍ୟପାଳଙ୍କୁ ଭେଟିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ)-କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ସାକ୍ଷାତ୍‌ କରିଛନ୍ତି। ଏଥିସହ ରାଜ୍ୟପାଳଙ୍କ ସହଧର୍ମିଣୀ ସୁଶୀଳା ଦେବୀଙ୍କ ପରଲୋକରେ ଗଭୀର...

ଡକାୟତି ଯୋଜନା ପଣ୍ଡ : ୪ ଅଭିଯୁକ୍ତ ଗିରଫ

ଯୋଡ଼ା,୧୦।୨(ଡି.ଏନ୍‌.ଏ.):କେନ୍ଦୁଝର ଜିଲା ବାମେବାରୀ ଥାନା ପୋଲିସ ବନ୍ଧୁଆବେଡା ଖେଳ ପଡିଆଠାରେ ରବିବାର ବିଳମ୍ବିତ ରାତିରେ ଚଢ଼ାଉ କରି ୪ ଜଣଙ୍କୁ ଗିରଫ କରିବା ସହିତ ଏକ...

ବୋଲେରୋ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ମୃତଦେହ ରଖି ରାସ୍ତାରୋକୋ

କୁଳିଅଣା,୧୧ା୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ୧୮ ନଂ. ଜାତୀୟ ରାଜପଥ ବାଇଗଣବାଡ଼ିଆ ଛକଠାରେ ଶୁକ୍ରବାର ପୂର୍ବାହ୍ନରେ ଏକ ବୋଲେରୋ ଧକ୍କାରେ ଜଣେ ବୃଦ୍ଧାଙ୍କ...

ଆଇପିଏଲ୍‌ ବେଟିଂ, ଜେଲଗଲେ ୬

ଦିଗପହଣ୍ଡି,୨୬ା୯(ଡି.ଏନ.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ଆଇପିଏଲ ବେଟିଂରେ ସମ୍ପୃକ୍ତ ଥିବା ୬ ଅଭିଯୁକ୍ତଙ୍କୁ ପୋଲିସ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି।...

ଘର ନିକଟରେ କବର ଖୋଳାକୁ ନେଇ ଉତ୍ତେଜନା

ପିପିଲି,୩୦।୫(ସ୍ବ.ପ୍ର.): ପିପିଲି ପୌରାଞ୍ଚଳ ୧୪ୱାର୍ଡ ସୁଲତାନନଗର ଗ୍ରାମର ଏକ ଘର ନିକଟରେ ଶନିବାର ମୃତଦେହ ପୋତିବା ନିମନ୍ତେ ଏକ କବର ଖୋଳିବାକୁ ନେଇ ଉତ୍ତେଜନା ଦେଖାଦେଇଛି।...

‘ନଦୀ ସୁରକ୍ଷିତ ରହିଲେ ଜୀବଜଗତ ବଞ୍ଚିରହିବ’

ଭୁବନ,୧୨।୧୨(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ଭୁବନ ବନାଞ୍ଚଳ ପକ୍ଷରୁ ଗୁରୁବାର ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଆୟୋଜିତ ସବୁଜ ମହାନଦୀ ମିଶନର ବ୍ରାହ୍ମଣୀ...

Advertisement
Archives

Model This Week