ଫିଲିପ୍ସର ଚିକିତ୍ସା ଉପକରଣରେ ତ୍ରୁଟି ଯୋଗୁ ଆମେରିକାରେ ୨୬୦ ଜଣଙ୍କ ମୃତ୍ୟୁ

ଆମଷ୍ଟର୍ଡମ,୨୪ ।୧୧: ଆମେରିକାରେ ଫିଲିପ୍ସର ସ୍ଲିପ ଆପନିଆ ଓ ଭେଣ୍ଟିଲେଟର ଚିକିତ୍ସା ଉପକରଣରେ ଯାନ୍ତ୍ରୀକ ତ୍ରୁଟି ଯୋଗୁ ଏପ୍ରିଲ ୨୦୨୧ରୁ ଏବେ ପର୍ଯ୍ୟନ୍ତ ୨୬୦ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସେଠାକାର ଖାଦ୍ୟ ଓ ଔଷଧ ପ୍ରଶାସନ କହିଛି ତ୍ରୁଟିର ୯୦ ହଜାର ଅଭିଯୋଗ ମିଳିଛି । ଜୁନ୍ ୨୦୨୧ରୁ ଫିଲିପ୍ସ ୫୫ ଲକ୍ଷ ଉପକରଣ ଫେରାଇ ନେବାକୁ କହିଛି । ଯାଞ୍ଚରୁ ଜଣାପଡିଛି କି ଉପକରଣ ଗୁଡିକୁ ସାଉଣ୍ଡ ପ୍ରୁଫ କରିବାକୁ ପ୍ରୟୋଗ କରାଯାଇଥିବା ଫୋମ ତରଳିବା ଓ କ୍ଷୟ ହେବା କାରଣରୁ ଏହା ରୋଗୀଙ୍କ ଶରୀରରେ ନିଶ୍ୱାସ ପ୍ରଶ୍ୱାସରେ ପହଞ୍ଚୁଛି । ଏହି କାରଣରୁ କେବଳ ସ୍ୱାସ୍ଥ୍ୟ ବିଗିଡିନାହିଁ ବରଂ ୨୬୦ ଜଣଙ୍କ ମୃତ୍ୟୁ ହୋଇଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ବିମାନ ଦୁର୍ଘଟଣା; ଦୁଇ ବରିଷ୍ଠ ସାମରିକ ଅଧିକାରୀଙ୍କ ସମେତ ୧୪ ମୃତ

କିନଶାସା,୨୬।୯: ଆଫ୍ରିକୀୟ ଦେଶ ‘ଡେମୋକ୍ରାଟିକ ରିପବ୍ଲିକ ଅଫ ଦ କଙ୍ଗୋ’ (DRC) ରେ ଏକ ବିମାନ ଦୁର୍ଘଟଣାରେ ୧୪ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଦେଶର…

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

ହୀରାକୁଦରେ ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ: ଜାରି ରହିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର, ୨୬।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସୁପରିଚାଳନା ଏବଂ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?