କାଲିଠୁ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ଆସନ୍ତାକାଲିଠାରୁ ମେ’ ୨ ତାରିଖ ପର୍ଯ୍ୟନ୍ତ ଛୁଟି କରିବାକୁ ନିଷ୍ପତ୍ତି ନେଇଛନ୍ତି। କ୍ଲାସ ବନ୍ଦ ହେଲେ ମଧ୍ୟ ପରୀକ୍ଷା ଚାଲୁ ରହିବ ବୋଲି ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ଆଉ ଏକ ଝଟକା….ପୁଣି ଥରେ ବଢ଼ିଲା CNG ଦର, ୧୨ ଦିନ ମଧ୍ୟରେ ଚତୁର୍ଥ ଥର ପାଇଁ ବୃଦ୍ଧି

ନୂଆଦିଲ୍ଲୀ,୨୬।୫:  ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ସହିତ ଜଡ଼ିତ ସାଧାରଣ ଲୋକଙ୍କୁ ପୁଣି ମହଙ୍ଗା ମାଡ଼ । CNG ମଧ୍ୟ କ୍ରମଶଃ ମହଙ୍ଗା ହେଉଛି। ମଙ୍ଗଳବାର…

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି ।…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

ପୁରୀରେ ହେବ BRICS ସମ୍ମିଳନୀ: ଯୋଗଦେବେ ବିଭିନ୍ନ ରାଷ୍ଟ୍ରର…

ଭୁବନେଶ୍ୱର,୨୫।୫: ଓଡ଼ିଶାରେ ପୁଣି ଏକ ବିଶ୍ୱସ୍ତରୀୟ ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଆସନ୍ତା ଜୁନ ୩ରୁ ପୁରୀରେ ହେବ BRICS ଦ୍ୱିତୀୟ ବୈଷୟିକ ସମ୍ମିଳନୀ। ଏହି ସମ୍ମିଳନୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri