ଫେସ୍‌ବୁକ୍‌-ଇନଷ୍ଟାଗ୍ରାମ ଡାଉନ୍‌, ଆପଣାଛାଏଁ ଲଗ୍‌ଆଉଟ୍‌ ହେଉଛି ଆକାଉଣ୍ଟ; ଜାଣନ୍ତୁ…

ନୂଆଦିଲ୍ଲୀ,୫।୩: ଲୋକପ୍ରିୟ ସୋସିଆଲ ମିଡିଆ ପ୍ଲାଟଫର୍ମ ଫେସବୁକ୍‌ ଏବଂ ଇନଷ୍ଟାଗ୍ରାମ ହୋଇଛି ଡାଉନ୍‌। ମଙ୍ଗଳବାର ଉଭୟ ପ୍ଲାଟଫର୍ମ ବ୍ୟବହାରକାରୀଙ୍କୁ ଭିନ୍ନ ଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଥିବା ଜଣାପଡ଼ିଛି। କିଛି ଏହାକୁ ବ୍ୟବହାର କରିପାରୁ ନ ଥିବା ବେଳେ କିଛି ହଠାତ୍‌ ଲଗ୍‌ ଆଉଟ୍‌ ହେଉଥିବା ଦେଖାଯାଉଛି। ଏପରକି ଏହାର ପ୍ରଭାବ ମେସେଞ୍ଜର ଉପରେ ପଡ଼ିଥିବା ଦେଖିବାକୁ ମିଳୁଛି।
ଯଦି ଆପଣଙ୍କ ସହ ଏଭଳି କିଛି ହେଉଛି ତେବେ ଚିନ୍ତା କରନ୍ତୁ ନାହଁ। କାରଣ ଫେସବୁକ୍‌ ଏକ ଆଉଟେଜ୍‌ର ସାମ୍ନା କରୁଛି, ଯେଉଁଥିରେ ବ୍ୟବହାରକାରୀଙ୍କୁ ଲଗ୍‌ ଆଉଟ୍‌ କରିଦିଆଯାଇଛି। ଏଥିଲାଗି ପାସଓ୍ବାର୍ଡକୁ ଆକ୍ସେପ୍ଟ କରାଯାଇପାରୁନାହିଁ। ଏଣୁ ଆପଣ ଭୁଲ ପାସଓ୍ବାର୍ଡ ମାରୁଥିବା ଭାବନ୍ତୁ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ପ୍ରଥମଥର ପାଇଁ ବିଶ୍ୱ ଦେଖିବ ଭାରତର ହାଇ ସ୍ପିଡ୍‌ କ୍ଷେପଣାସ୍ତ୍ର, ଆଖି ପିଛୁଳାକେ କରିବ ଲକ୍ଷ୍ୟଭେଦ

ନୂଆଦିଲ୍ଲୀ,୨୧ା୧: ଜାନୁଆରୀ ୨୬ରେ ଭାରତର ପ୍ରତିରକ୍ଷା କ୍ଷମତାକୁ ଶୀର୍ଷରେ ପହଞ୍ଚାଇବ ବୋଲି ଏକ ପ୍ରମୁଖ ସଫଳତା ବିଶ୍ୱ ସମ୍ମୁଖରେ ପ୍ରକାଶିତ ହେବ। ପ୍ରତିରକ୍ଷା ଗବେଷଣା ଏବଂ...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

‘ଯଦି କିଛି ହେବ ତେବେ ସମ୍ପୂର୍ଣ୍ଣ ଇରାନକୁ ଉଡାଇଦେବି’, କାହିଁକି ଏମିତି ଧମକ ଦେଲେ ଟ୍ରମ୍ପ? ଜାଣନ୍ତୁ ଏହା ପଛର ବଡ଼ କାରଣ

ଓ୍ବାଶିଂଟନ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସରକାରୀ ଟେଲିଭିଜନରେ ପ୍ରସାରିତ ମୃତ୍ୟୁ ଧମକ ବିଷୟରେ ଉଲ୍ଲେଖ କରି କହିଛନ୍ତି ଯେ ‘ଯଦି କିଛି ହୁଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri