ଫେସ୍‌ବୁକ୍‌-ଇନଷ୍ଟାଗ୍ରାମ ଡାଉନ୍‌, ଆପଣାଛାଏଁ ଲଗ୍‌ଆଉଟ୍‌ ହେଉଛି ଆକାଉଣ୍ଟ; ଜାଣନ୍ତୁ…

ନୂଆଦିଲ୍ଲୀ,୫।୩: ଲୋକପ୍ରିୟ ସୋସିଆଲ ମିଡିଆ ପ୍ଲାଟଫର୍ମ ଫେସବୁକ୍‌ ଏବଂ ଇନଷ୍ଟାଗ୍ରାମ ହୋଇଛି ଡାଉନ୍‌। ମଙ୍ଗଳବାର ଉଭୟ ପ୍ଲାଟଫର୍ମ ବ୍ୟବହାରକାରୀଙ୍କୁ ଭିନ୍ନ ଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଥିବା ଜଣାପଡ଼ିଛି। କିଛି ଏହାକୁ ବ୍ୟବହାର କରିପାରୁ ନ ଥିବା ବେଳେ କିଛି ହଠାତ୍‌ ଲଗ୍‌ ଆଉଟ୍‌ ହେଉଥିବା ଦେଖାଯାଉଛି। ଏପରକି ଏହାର ପ୍ରଭାବ ମେସେଞ୍ଜର ଉପରେ ପଡ଼ିଥିବା ଦେଖିବାକୁ ମିଳୁଛି।
ଯଦି ଆପଣଙ୍କ ସହ ଏଭଳି କିଛି ହେଉଛି ତେବେ ଚିନ୍ତା କରନ୍ତୁ ନାହଁ। କାରଣ ଫେସବୁକ୍‌ ଏକ ଆଉଟେଜ୍‌ର ସାମ୍ନା କରୁଛି, ଯେଉଁଥିରେ ବ୍ୟବହାରକାରୀଙ୍କୁ ଲଗ୍‌ ଆଉଟ୍‌ କରିଦିଆଯାଇଛି। ଏଥିଲାଗି ପାସଓ୍ବାର୍ଡକୁ ଆକ୍ସେପ୍ଟ କରାଯାଇପାରୁନାହିଁ। ଏଣୁ ଆପଣ ଭୁଲ ପାସଓ୍ବାର୍ଡ ମାରୁଥିବା ଭାବନ୍ତୁ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।…

ଭକ୍ତିରେ ବୁଡିଲେ ବିରାଟ କୋହଲି, ଜନ୍ମାଷ୍ଟମୀରେ…

ନୂଆଦିଲ୍ଲୀ,୪।୯: ଜନ୍ମାଷ୍ଟମୀ ଅବସରରେ, ବିରାଟ କୋହଲିଙ୍କୁ ମଧ୍ୟ ଭକ୍ତିର ଭାବନାରେ ବୁଡ଼ ପକାଇଥିବାର ଦେଖାଯାଇଥିଲା। ସେ ପ୍ରଶଂସକମାନଙ୍କୁ ତାଙ୍କର ଶୁଭେଚ୍ଛା ଜଣାଇଥିଲେ। ଏହି ସମୟରେ, ‘କିଙ୍ଗ କୋହଲି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri