ପ୍ରେମସମ୍ପର୍କକୁ ସୁଦୃଢ଼ କରେ ଟେଡି ଉପହାର, ଜାଣନ୍ତୁ ଏହି ରଙ୍ଗର ଟେଡି ଦେଲେ…

ପ୍ରେମୀଯୁଗଳଙ୍କ ପାଇଁ ବର୍ତ୍ତମାନ ଚାଲିଛି ଭାଲେଣ୍ଟାଇନ୍ସ ଓ୍ବିକ ବା ପ୍ରେମ ସପ୍ତାହ। ପ୍ରଥମ ଦିନଟି ରୋଜ ଡେ’ରୁ ଆରମ୍ଭ ହୋଇଥିବା ବେଳେ ଦ୍ୱିତୀୟ ଦିନଟି ହେଉଛି ପ୍ରପୋଜ ଡେ’ ବା ପ୍ରେମ ନିବେଦନ ଦିବସ। ସେହିପରି ତୃତୀୟ ଦିବସରେ ଚକୋଲେଟ ଦେଇ ପ୍ରେମୀଯୁଗଳ ମୁହଁ ମିଠା କରିସାରିଥିବା ବେଳେ ୪ର୍ଥ ଦିନଟି ସବୁଠୁ କ୍ୟୁଟ୍‌ ଦିନ। ଏହି ଦିନଟିକୁ ଖାସ୍‌ କରିବା ପାଇଁ ପ୍ରେମୀଯୁଗଳ ଟେଡି ଡେ’ ପାଳନ କରିଥାନ୍ତି। ଟେଡି ଜରିଆରେ ମନର ଭାବନା ପରିପ୍ରକାଶ କରିବା ସତେ ଯେମିତି ଏକ ମାଧ୍ୟମ ହୋଇଥାଏ। ପରସ୍ପରକୁ ଟେଡି ଉପହାର ଦେଇ ପ୍ରେମସମ୍ପର୍କକୁ ଆହୁରି ସୁଦୃଢ଼ କରିଥାନ୍ତି।

ଦିନଟିକୁ ସ୍ମରଣୀୟ ତଥା ଆହୁରି ରୋମାଞ୍ଚକର କରିବା ପାଇଁ ଟେଡି ଉପହାର ଦିଆଯାଇଥାଏ। କପଲଙ୍କ ଚାହିଦାକୁ ଦେଖି ଆଜିକାଲି ବଜାରରେ ମଧ୍ୟ ଭିନ୍ନ ଭିନ୍ନ ପ୍ରକାର ଟେଡି ବିକ୍ରି ହେଉଛି। ସାଥୀଙ୍କୁ ଆକର୍ଷିତ କଲା ପରି ଟେଡି ବିୟର, ହାର୍ଟ ଶେପ୍‌ ଟେଡି, ଫ୍ରି ଟେଡି ଷ୍ଟିକ୍‌, ଟେଡି ବ୍ଲାକ୍ସ, ଟେଡି ରୋଜ୍‌, ଟେଡି ବୁକେ ଆଦି ଉପଲବ୍ଧ। ଏହାକୁ କିଣି ଏଥିରେ କିଛି ସାଥୀଙ୍କ ମନକୁ ଛୁଇଁଲା ପରି ବାର୍ତ୍ତା ଲେଖି ପଠାଇ ଦେଖନ୍ତୁ ସମ୍ପର୍କର ଗାଡ଼ି ଆଗକୁ ଆଗକୁ ମାଡ଼ି ଚାଲିବ।

ସାଥୀଙ୍କୁ କେଉଁ ରଙ୍ଗର ଟେଡି ଦେଲେ ଏହା କ’ଣ ସୂଚାଇଥାଏ ତାହା ମଧ୍ୟ ଜାଣି ରଖନ୍ତୁ। ଲାଲ୍‌ ରଙ୍ଗ ହେଉଛି ପ୍ରେମର ପ୍ରତୀକ। ଲାଲ୍‌ ରଙ୍ଗର ଟେଡି ଦେଲେ ପ୍ରେମ ସମ୍ପର୍କ ମଜଭୁତ ହୋଇଥାଏ। ବ୍ଲୁ ରଙ୍ଗର ଟେଡି ଦେଲେ ଆପଣଙ୍କ ପ୍ରେମ ଆହୁରି ଗଭୀର ହୋଇଥାଏ। ଜଣଙ୍କ ବିନା ଅନ୍ୟ ଜଣଙ୍କ ଜୀବନ ଯେମିତି ଅଧୁରା ହୋଇଥାଏ। ଅରେଞ୍ଜ ରଙ୍ଗର ଟେଡି ଦେଲେ ସାଥୀଙ୍କୁ ଆପଣ ବହୁତ ଭଲ ପାଉଛନ୍ତି ବୋଲି ସୂଚାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri