Posted inଜାତୀୟ

ବସ୍‌ ଭିତରକୁ ଘୋଷାଡ଼ି ନେଇ ନାବାଳିକାଙ୍କୁ ବଳାତ୍କାର

ଭଦୋଦରା,୧୩।୧: ୧୬ ବର୍ଷୀୟା ନାବାଳିକାଙ୍କୁ ଏକ ଖାଲି ବିଳାଶପୂର୍ଣ୍ଣ ବସ୍‌ ଭିତରକୁ ଘୋଷାଡ଼ି ନେଇ ବଳାତ୍କାର କରାଯାଇଛି। ଗୁଜରାଟର ଭଦୋଦରା ସହରରେ ଏଭଳି ଘଟଣା ଘଟିଥିବା ସ୍ପଷ୍ଟ କରିଛି ପୋଲିସ।

ଘଟଣା ଘଟିଥିଲା ଜାନୁୟାରୀ ୨ ତାରିଖ ରାତିରେ ନ୍ୟୁ ଭିଆଇପି ଅଞ୍ଚଳରେ। ଏହି ଘଟଣାରେ ଜଣେ ନାବାଳକଙ୍କୁ ଅଟକ ରଖାଯାଇଛି। ଅପରାଧରେ ତାଙ୍କୁ ସହଯୋଗ କରିଥିବା ଦୁଇ ଜଣଙ୍କୁ ଖୋଜା ଚାଲିଛି।

ଆଦିବାସୀ ସମ୍ପ୍ରଦାୟର ୧୬ ବର୍ଷୀୟା ପୀଡ଼ିତାଙ୍କୁ ୨ ତାରିଖ ରାତି ୮ଟାରେ ବସ୍‌ ଭିତରକୁ ଘୋଷାଡ଼ି ନେଇ ମୁଖ୍ୟ ଅଭିଯୁକ୍ତ ବଳାତ୍କାର କରିଥିଲେ। ଏହି ଅପରାଧରେ ତାଙ୍କୁ ସାହାଯ୍ୟ କରିଥିଲେ ଦୁଇ ସହଯୋଗୀଙ୍କୁ ଖୋଜା ଚାଲିଛି। ଉକ୍ତ ଦୁଇ ଅଭିଯୁକ୍ତ ନାବାଳିକାଙ୍କୁ ବଳପୂର୍ବକ ବସ୍‌ ଭିତରକୁ ଉଠାଇ ନେଇ ବାହାରୁ ବନ୍ଦ କରି ଦେଇଥିଲେ। ଘଟଣା ସମ୍ପର୍କରେ ବାହାରେ କିଛି ନ କହିବାକୁ ମୁଖ୍ୟ ଅଭିଯୁକ୍ତ ଧମକ ଦେଇଥିଲେ ବୋଲି ହାର୍ନି ଥାନା ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..

ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri