Posted inଜାତୀୟ

ଫୁସ୍‌ଫୁସ୍‌ରୁ ବାହାରିଲା ଦାନ୍ତ

ମୁମ୍ବାଇ, ୧୨ା୪: ମୁମ୍ବାଇର ଏକ ହସ୍ପିଟାଲରେ ଡାକ୍ତର ଅସ୍ତ୍ରୋପଚାର କରି ଜଣେ ୬ ବର୍ଷୀୟ ବାଳକଙ୍କ ଫୁସ୍‌ଫୁସ୍‌ରୁ ଦାନ୍ତ ବାହାର କରିଛନ୍ତି। ବାଳକ ଜଣକ ଭୁଲ୍‌ରେ ଦାନ୍ତକୁ ଗିଳି ଦେଇଥିଲେ। ପରେ ସେ ଖାଦ୍ୟ ଖାଇବାରେ କଷ୍ଟ ଅନୁଭବ କରିବା ସହ ନିଶ୍ୱାସ ପ୍ରଶ୍ୱାସ ନେଇ ପାରି ନ ଥିଲେ। ପରିବାର ଲୋକେ ତାଙ୍କୁ ଓ୍ବକ୍‌ହାର୍ଦତ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ରେଡିଓଲୋଜି ପରେ ତାଙ୍କ ଡାହାଣ ବ୍ରୋଙ୍କସ୍‌ରେ ଦାନ୍ତ ଫସିଥିବା ଜଣାପଡ଼ିଥିଲା। ଫଳରେ ତୁରନ୍ତ ତାଙ୍କ ଅସ୍ତ୍ରୋପଚାର କରାଯାଇ ଦାନ୍ତକୁ ବାହାର କରାଯାଇଥିଲା। ଗତ ମାର୍ଚ୍ଚରେ ତାମିଲନାଡୁରେ ଜଣେ ମହିଳାଙ୍କ ବ୍ରଶ୍‌ କରୁଥିବା ସମୟରେ ବାଥ୍‌ରୁମ୍‌ରେ ଖସିପଡ଼ିଥିଲେ। ଫଳରେ ତାଙ୍କ ପାଟିରେ ଟୁଥ୍‌ବ୍ରଶ ଲାଖି ଯାଇଥିଲା। ଡାକ୍ତରଖାନାକୁ ଯିବାପରେ ମହିଳାଙ୍କ କ୍ୟାଭିଟିରେ ବ୍ରଶ୍‌ଟି ଗଳି ଯାଇଥିବା ଡାକ୍ତର ଦେଖିବାକୁ ପାଇଥିଲେ। ପରେ ତାହାକୁ ସର୍ଜରୀ ମାଧ୍ୟମରେ କଢ଼ା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ସାଥ୍‌ ଦେବନାହିଁ କଂଗ୍ରେସ-ସିପିଏମ୍‌

କୋଲକାତା, ୨୭।୬: ପଶ୍ଚିମବଙ୍ଗରେ ଭାଜପାକୁ ମାତ୍‌ ଦେବା ପାଇଁ ମମତା ବିପକ୍ଷ ଦଳର ସହଯୋଗ ଲୋଡିଛନ୍ତି। କିନ୍ତୁ କଂଗ୍ରେସ ଏବଂ ସିପିଏମ୍‌ ଏଥିରେ ମମତାଙ୍କୁ ସହଯୋଗ...

ତ୍ରିପୁରା କଂଗ୍ରେସ ଅଧ୍ୟକ୍ଷଙ୍କ ଉପରେ ଆକ୍ରମଣ: ଟାର୍ଗେଟରେ ଭାଜପା

ଅଗରତାଲା,୧୭ ।୧: ତ୍ରିପୁରାର ପ୍ରଦେଶ କଂଗ୍ରେସ ଅଧ୍ୟକ୍ଷ ପିୟୁସ କାନ୍ତି ବିଶ୍ୱାସଙ୍କ ଉପରେ ରବିବାର ସିପାହିଜାଲା ଜିଲାରେ ଆକ୍ରମଣ ହୋଇଛି । ଏଥିରେ ତାଙ୍କର କାର୍...

ଲାଲୁଙ୍କ ପରିବାରରେ ଜନ୍ମାଷ୍ଟମୀ ବିବାଦ, ପୋଷ୍ଟରରେ ଅଛନ୍ତି କୃଷ୍ଣ ନାହାନ୍ତି ଅର୍ଜୁନ…

ପାଟନା,୩୦।୮: ବିହାରରେ ଲାଲୁ ପ୍ରସାଦ ଯାଦବଙ୍କ ଘରେ ଜନ୍ମାଷ୍ଟମୀ ବିବାଦ ଦେଖାଦେଇଛି। ଜନ୍ମାଷ୍ଟମୀ ଅବସରେ ପାଟନା ସହରରେ ପୋଷ୍ଟର ଲଗାଯାଇଛି। ପୋଷ୍ଟରରେ ଲାଲୁଙ୍କ ସହିତ ରାବ୍ରି...

ଆଦିତ୍ୟନାଥଙ୍କ ଦୀପାବଳି ରାଜନୀତି: ମୁଲାୟମ୍‌ଙ୍କୁ ଭେଟି ୨୫ ମିନିଟ୍‌ କଲେ ଆଲୋଚନା

ଲକ୍ଷ୍ନୌ,୩୦।୧୦: ସମାଜବାଦୀ ନେତା ମୁଲାୟମ୍‌ ସିଂ ଯାଦବଙ୍କୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ଭେଟିଛନ୍ତି। ସେ ମୁଲାୟମ୍‌ଙ୍କୁ ତାଙ୍କ ବାସଭବନରେ ଭେଟି ଦୀପାବଳି ଶୁଭକାମନା...

ମୁଖ୍ୟମନ୍ତ୍ରୀ ଆସନ ଉପରେ ଶିବସେନାର ନଜର: ଅଢେଇ ବର୍ଷ ପାଇଁ ମାଗିପାରେ ଗାଦି

ମୁମ୍ବାଇ,୨୬।୧୦: ମହାରାଷ୍ଟ୍ରରେ ରାଜନୀତି ଏବେ ସରଗରମ। କାରଣ ବିଧାନସଭା ନିର୍ବାଚନ ପରେ ଏବେ ରାଜ୍ୟରେ ଭାଜପା-ଶିବସେନା ମେଣ୍ଟ ସରକାର ଗଠନ ହେବାକୁ ଯାଉଛି। ପୂର୍ବରୁ ୫୦-୫୦...

ବନ୍ଦ ହେବ ସରକାରୀ ମଦ ଦୋକାନ

ନୂଆଦିଲ୍ଲୀ,୧୬ ।୧୧: ରାଜଧାନୀ ଦିଲ୍ଲୀରେ ଔପଚାରିକ ଭାବେ ଏବେ ସରକାରୀ ମଦ ଦୋକାନ ବନ୍ଦ ହେବାକୁ ଯାଉଛି । ଏବେ ଏହା କେବଳ ଘରୋଇ ଦୋକାନରେ...

ରାତାରାତି ରାଜସ୍ଥାନରେ ଛିଡ଼ା ହେଲା କୋଭିଡ୍‌ କେୟାର ସେଣ୍ଟର

ଜୟପୁର, ୯ା୫ : ଦେଶରେ କରୋନା ଯୋଗୁ ହା ହା କାର ସ୍ଥିତି ସୃଷ୍ଟି ହୋଇଥିବାବେଳେ ରାଜସ୍ଥାନରୁ ଆସିଛି ଏକ ଭଲ ଖବର। ରାଜ୍ୟର ବାରମେର...

କୋଭିଶିଲ୍ଡ ଡୋଜ୍‌ ମଧ୍ୟରେ ବ୍ୟବଧାନ ହ୍ରାସ

ନୂଆଦିଲ୍ଲୀ,୨୧।୩ : ଭାରତର ଜାତୀୟ କୋଭିଡ୍‌ ଟିକାକରଣ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା କୋଭିଶିଲ୍ଡର ଦୁଇ ଡୋଜ୍‌ ମଧ୍ୟରେ ବ୍ୟବଧାନ ହ୍ରାସ କରିବା ଲାଗି ଏନ୍‌ଟିଏଜିଆଇ (ନ୍ୟାଶନାଲ...

Advertisement
Archives

Model This Week