ଭିଜିଲାନ୍ସ ଜାଲରେ ତହସିଲ

କଣ୍ଟାପଡ଼ା,୧୧।୩: ଭିଜିଲାନ୍ସ ଜାଲରେ କଟକ ଜିଲା କଣ୍ଟାପଡ଼ା ତହସିଲ୍‌ଦାର। ବୁଧବାର ସକାଳୁ ସକାଳୁ ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ଚାଲିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ ଚାଲିଛି। କଟକ, ଭୁବନେଶ୍ୱର, ପୁରୀ ଓ କେନ୍ଦ୍ରାପଡ଼ାରେ ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ ଚାଲିଛି।

 

ନିକଟରେ ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲା ଜଳ ସମ୍ପଦ ବିଭାଗ ଅଧୀନ ଛତା ସବ ଡିଭିଜନର ସହକାରୀ ଯନ୍ତ୍ରୀ ପ୍ରମୋଦ ରାୟଙ୍କ ପୈତୃକ ଘର ଓ ଅଫିସରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଶନିବାର ଚଢ଼ାଉ ହୋଇଥିଲା । ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜଙ୍କ ନିର୍ଦ୍ଦେଶ ଅନୁଯାୟୀ ଏହି ଚଢ଼ାଉ ହୋଇଥିଲା । ଏଥିରେ କେନ୍ଦ୍ରାପଡା, କଟକ, ଢେଙ୍କାନାଳ, ଭଦ୍ରକ ଓ ଭୁବନେଶ୍ୱର ଅଞ୍ଚଳର ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ ହେ।ଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହାଇଡ୍ରାମା: ରଜତ ପାଟିଦାରଙ୍କ ଆଉଟ୍‌କୁ ନେଇ ଅମ୍ପାୟାରଙ୍କ ସହ କୋହଲିଙ୍କ ଝଗଡ଼ା

ଅହମ୍ମଦାବାଦ,୩୦।୪: ଆଇପିଏଲ ୨୦୨୬ରେ ପୁଣି ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (RCB)ର ଅଧିନାୟକ ରଜତ ପାଟିଦାରଙ୍କ…

ଭୀଷଣ ବର୍ଷା, ବେଙ୍ଗାଲୁରୁ ସହର ଜଳାର୍ଣ୍ଣବ

ବେଙ୍ଗାଲୁରୁ,୩୦ା୪: ବେଙ୍ଗାଲୁରୁରେ ଅଚାନକ ଭାବେ ଆରମ୍ଭ ହୋଇଥିବା ବର୍ଷା ପରବର୍ତ୍ତୀ ସମୟରେ ଭୀଷଣ ରୂପ ନେବାରୁ ସାରା ସହର ଜଳାର୍ଣ୍ଣବ ହୋଇପଡ଼ିଛି। ସହରର ବିଭିନ୍ନ ଅଞ୍ଚଳ ଜଳବନ୍ଦୀ…

ପୁଅକୁ ଦୋକାନରେ ବସାଇ ଜଳଖିଆ ଖାଇବାକୁ ଯାଇଥିଲେ ବାପା, ଆସିଲା ବେଳକୁ…

ଅତାବିରା,୩୦।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ମୁଖ୍ୟ ବଜାର ସମ୍ମୁଖ ଏକ ପାନ ଦେକାନ ଫ୍ରିଜରେ ଲାଗିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗୁରୁବାର ସନ୍ଧ୍ୟାରେ…

‘କର୍ମ  ହିଁ ମାନବ ଜୀବନର ମାନଦଣ୍ଡ’: ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କୁ ଅବସରକାଳୀନ…

ଦିଗପହଣ୍ଡି,୩୦|୪ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ଚୁଡୁଙ୍ଗପୁର ଗ୍ରାମ ସ୍ଥିତ ପିଏମଶ୍ରୀ ସାନଖେମୁଣ୍ଡି ନୋଡାଲ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଗୁରୁବାର ସାନଖେମୁଣ୍ଡି…

ବରଗଡ଼ରେ ଜିଲା ନୋଡାଲ ଅଧିକାରୀ: ବିଭିନ୍ନ କାର୍ଯ୍ୟର କଲେ ସମୀକ୍ଷା

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ମାଇନିଂ କର୍ପୋରେସନ ଏବଂ ଇସ୍ପାତ ଓ ଖଣି ବିଭାଗର ପରିଚାଳନା ନିର୍ଦ୍ଦେଶକ ତଥା ବରଗଡ଼ ଜିଲା ନୋଡାଲ ଅଧିକାରୀ ସୁଧାଂଶୁ ମୋହନ ସାମଲ…

କାଳବୈଶାଖୀ ମାଡ଼ରେ ଯାତ୍ରା ଫିକା, ବିଧାୟକଙ୍କ ଦ୍ୱାରା ‘କବି ସମ୍ରାଟ ରଙ୍ଗମଞ୍ଚ’ ଉଦଘାଟିତ

ଭଞ୍ଜନଗର,୩୦/୪(ବାବୁଲା ପ୍ରଧାନ)-ପୂର୍ବ ଯାତ୍ରା ଅପେକ୍ଷା ଚଳିତ ଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ଅନେକ ପଦକ୍ଷେପ ନିଆଯାଇଛି।…

ଅବସର ନେଲେ କଳାହାଣ୍ଡି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ସାମାଜିକ ସୁରକ୍ଷା ଅଧିକାରୀଙ୍କୁ…

ଭବାନୀପାଟଣା,୩୦।୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ହଳଧର ନିଆଲ ଗୁରୁବାର ଚାକିରୀ ଜୀବନରୁ ଅବସର ନେଇଛନ୍ତି। ଏହାପୂର୍ବରୁ ଭବାନୀପାଟଣା ସ୍ଥିତ କାର୍ଯ୍ୟାଳୟରେ ଏହାର…

ମହଙ୍ଗା ପଡିଲା ନିଜ ପିଅନଙ୍କଠାରୁ ଲାଞ୍ଚ ନେବା, ତହସିଲର ବରିଷ୍ଠ କିରାଣୀ ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

ଭବାନୀପାଟଣା,୩୦।୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଏମ .ରାମପୁର ତହସିଲର ପୂର୍ବତନ ବରିଷ୍ଠ କିରାଣୀ ହିମାଦ୍ରୀ କୁମାର ପଣ୍ଡା ଗତ ୨୦୧୪ ମସିହାରେ ନିଜ ପିଅନଠୁ ଲାଞ୍ଚ ନେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri