ଭିଜିଲାନ୍ସ ଜାଲରେ ତହସିଲ କିରାଣି

ଅମ୍ବାଭୋନା,୨୯ା୭(ଡି.ଏନ୍‌.ଏ.): ବରଗଡ଼ ଜିଲା ଅମ୍ବାଭୋନା ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ କିରାଣି ବଳରାମ କଲାରୀ ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ମ୍ୟୁଟେସନ ଜମିପଟ୍ଟା ପ୍ରସ୍ତୁତ କରିବା ପାଇଁ ସେ ଡୁଙ୍ଗୁରୀର ନିତେଶ ପ୍ରଧାନଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ଅତର୍କିତ ଚଢ଼ାଉ କରି ତାଙ୍କୁ ଧରିବା ସହିତ ବ୍ୟବହୃତ ଟଙ୍କା ଜବତ କରିଛି। ଭିଜିଲାନ୍ସ ଇନ୍ସପେକ୍ଟର ବିଜୟ ପ୍ରଧାନଙ୍କ ନେତୃତ୍ୱରେ ଚଢ଼ାଉ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ ଅଭିଯୋଗ, ଯୁବକ ଗିରଫ

ଶଙ୍କରାଖୋଲ,୨୪ା୬(ଡି.ଏନ୍‌.ଏ.)- ଟିକାବାଲି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଛି। ସେ ହେଲେ ସଲପଗଁାର...

ବୈତରଣୀରେ ବନ୍ୟା

ଭଦ୍ରକ ଅଫିସ,୨୮ା୫: ୟାସ୍‌ ପ୍ରଭାବରେ ଭଦ୍ରକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପବନ ପରେ ଏବେ ବିପତ୍ତି ଆଣିଛି ବନ୍ୟା। ବୈତରଣୀରେ ବନ୍ୟା ଆସିବା ଯୋଗୁ ଧାମନଗର...

ସିସିଟିଭି ନଜରରେ ବଡ଼ଦାଣ୍ଡ

ପୁରୀ ଅଫିସ,୧୧।୭: ଆଉ ୨ଦିନ ପରେ ମହାପ୍ରଭୁଙ୍କ ରଥଯାତ୍ରା। ଶୃଙ୍ଖଳିତ ରଥଯାତ୍ରା କରିବା ଉଦ୍ଦେଶ୍ୟରେ ଶନିବାର ଆଇନ ଶୃଙ୍ଖଳା ବିଭାଗର ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ(ଏଡିଜି) ଆର୍‌....

ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେଲେ ଜଷ୍ଟିସ୍‌ ରଫିକ୍‌

କଟକ ଅଫିସ,୨୭ା୪: ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ସୋମବାର ଶପଥ ଗ୍ରହଣ କରିଛନ୍ତି। ଲୋକସେବା ଭବନରେ ପୂର୍ବାହ୍ନ ୯ଟାରେ ଆୟୋଜିତ ସ୍ବତନ୍ତ୍ର...

ନବଗଠିତ ଜିଲା ଉଦ୍‌ଘାଟନ କଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ

ପଟ୍ଟାଙ୍ଗୀ,୫ା୪(ଡି.ଏନ୍‌.ଏ.):ପଡ଼ୋଶୀ ଆନ୍ଧ୍ରପ୍ରଦେଶ ପକ୍ଷରୁ ନବଗଠିତ ୧୩ ଜିଲାକୁ ସୋମବାର ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ. ଜଗନମୋହନ ରେଡ୍ଡୀ ଉଦ୍‌ଘାଟନ କରିଛନ୍ତି। ପୂର୍ବରୁ ଆନ୍ଧ୍ର ଅଧୀନରେ ଥିବା ୧୩ଟି ଜିଲାକୁ...

ନିମ୍ନମାନର ରାସ୍ତା କାମ ବନ୍ଦ କଲେ ଗ୍ରାମବାସୀ

କୋକସରା, ୨୧।୫ (ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ପୂର୍ତ୍ତ ବିଭାଗ ଅଧୀନ ସାନପୋଡ଼ାଗୁଡାଠାରୁ ଗୋତମୁଣ୍ଡା ରାସ୍ତାର ଏବେ ଦୋହରୀକରଣ ଚାଲିଛି। ଏଥିଲାଗି ସୂଚନା ଫଳକ ଲଗା...

ନୂତନ ମଡେଲ ବସ୍‌ଷ୍ଟାଣ୍ଡ ନିର୍ମାଣ ନେଇ କାର୍ଯ୍ୟ ଆରମ୍ଭ

କୋରାପୁଟ,୧୦ା୬(ସ୍ବ.ପ୍ର.): କୋରାପୁଟ ମ୍ୟୁନିସିପାଲିଟି ପକ୍ଷରୁ ସହରରେ ଏକ ନୂତନ ମଡେଲ ବସ୍‌ଷ୍ଟାଣ୍ଡ ନିର୍ମାଣ ହେବ। ଏନେଇ ହକି ପଡ଼ିଆଠାରେ ପ୍ରାରମ୍ଭିକ କର୍ଯ୍ୟ ଆରମ୍ଭ ହେଇଥିବା ପୌରାଧ୍ୟକ୍ଷ...

ସ୍ଥିତି ଅନୁଧ୍ୟାନ କଲା ସ୍ବତନ୍ତ୍ର ବୈଷୟିକ ଟିମ୍‌

ପୁରୀ ଅଫିସ,୩୦।୧୦:  ଦୀର୍ଘଦିନର ବ୍ୟବଧାନ ପରେ ଶ୍ରୀକ୍ଷେତ୍ରରେ ଶ୍ରୀମନ୍ଦିର ମରାମତି କାର୍ଯ୍ୟକୁ ନେଇ ବିବାଦ ଉଠିଛି। ଗତ କିଛିମାସ ତଳେ ଶ୍ରୀମନ୍ଦିର ରତ୍ନବେଦିରୁ ଚୂନ ଖସିଥିବା...

Advertisement
Archives

Model This Week