ଏତଲା ଦେଲେ ତହସିଲଦାର, ଜରିମାନା ଆଦାୟ କରୋନାରେ କ୍ରିକେଟ ଟୁର୍ନାମେଣ୍ଟ

ହିଞ୍ଜିଳିକାଟୁ, ୩୧ା୭(ଡ଼ି.ଏନ୍‌.ଏ.)- କୋଭିଡ୍‌ ନିୟମ ଉଲ୍ଲଂଘନ କରି ହିଞ୍ଜିଳିକାଟୁ ଥାନା ତଥା ପୁରୁଷୋତ୍ତମପୁର ବ୍ଲକ ଅନ୍ତରିଗାଁରେ ରବିବାର କ୍ରିକେଟ ଟୁର୍ନାମେଣ୍ଟ ଆୟୋଜନ ହୋଇଥିଲା। ଏଥିରେ ଅନ୍ତରିଗାଁ ସରପଞ୍ଚ ମୁଖ୍ୟ ଅତିଥି ହୋଇ ଟୁର୍ନାମେଣ୍ଟ ଉଦ୍‌ଘାଟନ କରିବା ଫଟୋ ଭାଇରାଲ ହୋଇଥିଲା। ସୋମବାର ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ ଅନ୍ତରିଗାଁରେ ପହଞ୍ଚି ଘଟଣାର ଅନୁସନ୍ଧାନ କରିଥିଲେ। ବୁଧବାର ତହସିଲଦାର ନାୟକ ହିଞ୍ଜିିଳି ଥାନାରେ ସରପଞ୍ଚ ରମେଶ ବେହେରାଙ୍କ ସମେତ ଅନ୍ୟମାନଙ୍କ ନାମରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ପୋଲିସ ଟୁର୍ନାମେଣ୍ଟ ଆୟୋଜନ କରିଥିବା ପ୍ରାୟ ୧୯ଜଣଙ୍କୁ ଥାନାକୁ ଆଣି ପଚରାଉଚୁରା କରିଛି। ସେମାନଙ୍କ ଠାରୁ ୨୧ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। କାହାରିକୁ ଗିରଫ କରାଯାଇନାହିଁ। ଏ ନେଇ ନଂ.୨୬୩/୨୦ରେ ମାମଲା ରୁଜୁ ହୋଇଥିବା ଆଇଆଇସି ଅଭିମନ୍ୟୁ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri