ଏତଲା ଦେଲେ ତହସିଲଦାର, ଜରିମାନା ଆଦାୟ କରୋନାରେ କ୍ରିକେଟ ଟୁର୍ନାମେଣ୍ଟ

ହିଞ୍ଜିଳିକାଟୁ, ୩୧ା୭(ଡ଼ି.ଏନ୍‌.ଏ.)- କୋଭିଡ୍‌ ନିୟମ ଉଲ୍ଲଂଘନ କରି ହିଞ୍ଜିଳିକାଟୁ ଥାନା ତଥା ପୁରୁଷୋତ୍ତମପୁର ବ୍ଲକ ଅନ୍ତରିଗାଁରେ ରବିବାର କ୍ରିକେଟ ଟୁର୍ନାମେଣ୍ଟ ଆୟୋଜନ ହୋଇଥିଲା। ଏଥିରେ ଅନ୍ତରିଗାଁ ସରପଞ୍ଚ ମୁଖ୍ୟ ଅତିଥି ହୋଇ ଟୁର୍ନାମେଣ୍ଟ ଉଦ୍‌ଘାଟନ କରିବା ଫଟୋ ଭାଇରାଲ ହୋଇଥିଲା। ସୋମବାର ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ ଅନ୍ତରିଗାଁରେ ପହଞ୍ଚି ଘଟଣାର ଅନୁସନ୍ଧାନ କରିଥିଲେ। ବୁଧବାର ତହସିଲଦାର ନାୟକ ହିଞ୍ଜିିଳି ଥାନାରେ ସରପଞ୍ଚ ରମେଶ ବେହେରାଙ୍କ ସମେତ ଅନ୍ୟମାନଙ୍କ ନାମରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ପୋଲିସ ଟୁର୍ନାମେଣ୍ଟ ଆୟୋଜନ କରିଥିବା ପ୍ରାୟ ୧୯ଜଣଙ୍କୁ ଥାନାକୁ ଆଣି ପଚରାଉଚୁରା କରିଛି। ସେମାନଙ୍କ ଠାରୁ ୨୧ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି। କାହାରିକୁ ଗିରଫ କରାଯାଇନାହିଁ। ଏ ନେଇ ନଂ.୨୬୩/୨୦ରେ ମାମଲା ରୁଜୁ ହୋଇଥିବା ଆଇଆଇସି ଅଭିମନ୍ୟୁ ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଜଙ୍ଗଲରେ ବୁଲୁଛି ବିରଳ କଲରା ପତରିଆ ବାଘ, କ୍ୟାମେରାରେ କଏଦ୍ ହେଲା ଦୃଶ୍ୟ

ଭୁବନେଶ୍ୱର,୨୯।୧୧: ଓଡିଶାରେ ଜଙ୍ଗଲରେ ବୁଲୁଛି ବିରଳ କଲରା ପତରିଆ ବାଘ। ରାଜ୍ୟରେ ଏବେ ବାଘ ଜନଗଣନା ଚାଲିଥିବା ବେଳେ କଲରା ପତରିଆ ବାଘର ରୋମାଞ୍ଚକର ଦୃଶ୍ୟ...

ସରକାରଙ୍କ ସହ ଆଲୋଚନା ସଫଳ, ବସ୍ ଧର୍ମଘଟ ପ୍ରତ୍ୟାହାର

ଭୁବନେଶ୍ୱର,୨୯।୧୧: ରାଜ୍ୟ ସରକାରଙ୍କ ସହ ଆଲୋଚନା ସଫଳ ହେବା ପରେ ବସ୍ ଧର୍ମଘଟ ପ୍ରତ୍ୟାହାର କରିଛନ୍ତି ଅଲ ଓଡିଶା ଘରୋଇ ବସ ସଂଘ। ବୁଧବାର ସନ୍ଧ୍ୟାରେ...

ବନ୍ଧୁକ ଦେଖାଇ ସୁନା ଦୋକାନୀଙ୍କ ଘରୁ ଲୁଟ

ହାଟଡିହୀ,୨୯।୧୧(ଶୁଭକାନ୍ତ ନାୟକ) କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ସୁନା ଦୋକାନୀ ଙ୍କ ଘରୁ ମଙ୍ଗଳବାର ବିଳମ୍ବିତ ରାତିରେ ଲୁଟପାଟ ହୋଇଛି। ଥାନା ଅଧୀନ...

ରସୁଲଗଡ଼ରେ ଦୁର୍ଘଟଣା: ଜଣେ ମୃତ

ଭୁବନେଶ୍ବର,୨୯।୧୧: ଭୁବନେଶ୍ୱରର ରସୁଲଗଡ଼ ଛକ ନିକଟରେ ବୁଧବାର ଦୁର୍ଘଟଣା ଘଟିଛି। ଟ୍ରକ୍‌ ଚଢ଼ିଯିବାରୁ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ।...

ସମ୍ଭାବ୍ୟ ବାତ୍ୟା ନେଇ ୭ ଜିଲାପାଳଙ୍କୁ ଏସ୍‌ଆରସିଙ୍କ ଚିଠି 

ଭୁବନେଶ୍ବର,୨୯।୧୧: ଆଣ୍ଡାମାନ ସାଗରର ଲଘୁଚାପ କ୍ଷେତ୍ର ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ମଙ୍ଗଳବାର...

ଦର ଅଧିକରୁ ମଟନ ବ୍ୟବସାୟ ମାନ୍ଦା

ବ୍ରହ୍ମପୁର,୨୯।୧୧(ତନୁଶ୍ରୀ ନାହାକ): ଧର୍ମ ମାସ କାର୍ତ୍ତିକ ସରିଛି। ମାସେ ହେଲା ରେଶମ ସହରର ଆମିଷ ବଜାର ମାନ୍ଦା ଥିବାବେଳେ ମଙ୍ଗଳବାର ଛାଡ଼ଖାଇ ପାଇଁ ଚଳଚଞ୍ଚଳ ହୋଇ...

ସୁଦୃଶ୍ୟ ହେଲା ଲଘୁଚାପ : ୧ରୁ ସମୁଦ୍ର ଅଶାନ୍ତ

ଭୁବନେଶ୍ୱର,୨୯।୯: ଆଣ୍ଡାମାନ ସାଗରର ଲଘୁଚାପ କ୍ଷେତ୍ର ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ତେବେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ...

ଡିଲେଶ୍ୱର ପାଇବେ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର’

ଭୁବନେଶ୍ୱର,୨୯।୧୧(ଶର୍ମିଷ୍ଠା ପାଣିଗ୍ରାହୀ) : ଯୁବ ଗାଳ୍ପିକ ଡିଲେଶ୍ବର ରଣା ପାଇବେ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର-୨୦୨୩’। କଳାହାଣ୍ଡି ମାଟିର ପୁଅ ଡିଲେଶ୍ବର ତାଙ୍କ ଲିଖିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri