Posted inଜାତୀୟ

ଲାଲୁଙ୍କ ପରିବାରରେ ଫାଟ! ସାନ ଭାଇ ଭାଷଣ ଦେବାରୁ ଉଠି ଚାଲିଗଲେ ବଡ ଭାଇ

ପାଟନା,୧୧।୨: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ପରିବାରରେ ପୁଣି ପାଟ ଦେଖାଯାଇଛି। ଜାତୀୟ କାର୍ଯ୍ୟନିର୍ବାହୀ ବୈଠକରେ ତେଜସ୍ବୀ ଯାଦବ ଏବଂ ତେଜ ପ୍ରତାପ ଯାଦବଙ୍କ ମଧ୍ୟରେ ବିଭେଦ ଥିବା ଦେଖାଯାଇଛି। ତେଜସ୍ବୀ ସଭାରେ କହିବା ଆରମ୍ଭ କରିବା ମାତ୍ରେ ତେଜ ପ୍ରତାପ ମଞ୍ଚରୁ ଉଠି ଚାଲିଯାଇଥିଲେ।
କାର୍ଯ୍ୟନିର୍ବାହୀ ବୈଠକରେ ତେଜସ୍ବୀ ଯାଦବ ତାଙ୍କ ଭାଷଣ ଦେଉଥିବାବେଳେ ତାଙ୍କ ବଡ଼ ଭାଇ ତେଜ ପ୍ରତାପ ମଧ୍ୟ ଲାଲୁଙ୍କ ସହ ମଞ୍ଚରେ ଉପସ୍ଥିତ ଥିଲେ। କିନ୍ତୁ ତେଜସ୍ବୀ କହିବା ଆରମ୍ଭ କରିବା ମାତ୍ରେ ତେଜ ପ୍ରତାପ ହଠାତ୍‌ ତାଙ୍କ ଚେୟାରରୁ ଉଠି ସଭା ଛାଡି ଚାଲିଯାଇଥିଲେ। ତେଲୁ ପ୍ରତାପ ଯାଦବ ମଞ୍ଚରୁ ଉଠୁଥିବା ଦେଖି ଲାଲୁ ପ୍ରସାଦ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ।
ସୂଚନାଯୋଗ୍ୟ,ଲାଲୁ ପ୍ରସାଦ ଯାଦବ ତେଜସ୍ବୀଙ୍କୁ ଦଳର ଦାୟିତ୍ୱ ହସ୍ତାନ୍ତର କରିବାକୁ ଚାହୁଁଛନ୍ତି। ଏହାସହ ତାଙ୍କୁ ଖୁବଶୀଘ୍ର ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ର ଜାତୀୟ ସଭାପତି କରିବେ। ଏହି କାରଣରୁ ଉଭୟ ତେଜସ୍ବୀ ଏବଂ ତେଜପ୍ରତାପଙ୍କୁ ମଧ୍ୟରେ କଳହ ସୃଷ୍ଟି ହୋଇଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ସମ୍ପତ୍ତି ବଢ଼ିଛି, ଶାହାଙ୍କର କମିଛି

ନୂଆଦିଲ୍ଲୀ, ୧୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ନିଜ ନିଜର ସମ୍ପତ୍ତିର ସୂଚନାକୁ ସାର୍ବଜନୀକ କରିଛନ୍ତି। ଏହି ସୂଚନା www.pmindia.gov.inରେ ଉପଲବ୍ଧ ହେଉଛି।...

ରିଭଲଭର ଧରି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମସ୍ଥଳକୁ ପଶିଲେ ଜଣେ ବ୍ୟକ୍ତି

ଲକ୍ଷ୍ନୌ,୨୨।୧୦: ଉତ୍ତରପ୍ରଦେଶର ବସ୍ତି ଜିଲାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସୁରକ୍ଷା କ୍ଷେତ୍ରରେ ଏକ ବଡ଼ଧରଣର ଅବହେଳା ଦେଖିବାକୁ ମିଳିଛି। ଯୋଗୀଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଜଣେ ବ୍ୟକ୍ତି...

ବିଧାନ ପରିଷଦ ନିର୍ବାଚନ: ଗୋରଖପୁରରେ ମତଦାନ କଲେ ଯୋଗୀ

ଲକ୍ଷ୍ନୌ,୯।୪: ବିହାର ପରେ ଏବେ ଉତ୍ତରପ୍ରଦେଶରେ ବିଧାନ ପରିଷଦ ନିର୍ବାଚନ ଉପରେ ସମସ୍ତଙ୍କ ନଜର ରହିଛି। ରାଜ୍ୟର ୩୭ଏମ୍‌ଏଲ୍‌ସି ଆସନରୁ ୯ଟି ଆସନରେ ଭାଜପା ନିର୍ଦ୍ୱନ୍ଦରେ...

ପାଣି ନଷ୍ଟ କଲେ ଏଣିକି ୫ ବର୍ଷ ଜେଲ ସହ ଦେବାକୁ ପଡିବ ଏକ ଲକ୍ଷ ଟଙ୍କା ଜରିମାନା

ନୂଆଦିଲ୍ଲୀ,୨୪ ।୧୦: ପାଣି ନଷ୍ଟ କରିବା ଲୋକେ ଏବେ ସାବଧାନ । କାରଣ କୌଣସି ବ୍ୟକ୍ତି ଅଥବା ସରକାରୀ ସଂସ୍ଥା ଯଦି ଭୂତଳରୁ ମିଳୁଥିବା ଜଳ...

କନ୍ୟା ଦିବସ: ଦେଶରେ ୨ କୋଟି ୧୦ ଲକ୍ଷ ଅନାକାଂକ୍ଷିତ ଶିଶୁ କନ୍ୟା

ନୂଆଦିଲ୍ଲୀ, ୨୨।୯: ପ୍ରତି ବର୍ଷ ସେପ୍ଟେମ୍ବର ଚତୁର୍ଥ ରବିବାରକୁ ଭାରତରେ କନ୍ୟା ଦିବସ ପାଳନ କରାଯାଇଥାଏ। କନ୍ୟା ଶିଶୁଙ୍କୁ ନେଇ ସଚେତନତା ସୃଷ୍ଟି ଲାଗି ଏହି...

ପିଲା ଚୋର କହି ସାଧୁଙ୍କୁ ନିସ୍ତୁକ ପିଟିଲେ…

ମୁମ୍ବାଇ,୧୪।୯ : ମହାରାଷ୍ଟ୍ରରେ ସାଧୁଙ୍କ ଉପରେ ଆକ୍ରମଣର ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିଛି। ସାଂଗଲିର ଏକ ସଦ୍ୟତମ ଘଟଣାରେ ଗ୍ରାମବାସୀମାନେ ଚାରିଜଣ ସାଧୁଙ୍କୁ ପିଲା...

ମୁଖ ଦୁର୍ଗନ୍ଧ ବି ହୋଇପାରେ ଡାଏବେଟିସ୍‌ର ଲକ୍ଷଣ

ପାଟି ଦୁର୍ଗନ୍ଧ ହେବା ସମସ୍ୟା ଡାଏବେଟିସ୍‌ର ଅନ୍ୟ ଏକ ଲକ୍ଷଣ ହୋଇପାରେ। କୌଣସି ବ୍ୟକ୍ତିଙ୍କୁ ଡାଏବିଟିସ୍‌ ଗ୍ରାସ କଲେ ପ୍ରଥମେ ରକ୍ତଶର୍କରା ସ୍ତର ଅନିୟନ୍ତ୍ରିତ ହୋଇଥାଏ।...

ପଶ୍ଚିମବଙ୍ଗରେ ପ୍ରତି ସପ୍ତାହରେ ୨ଦିନ ହେବ ପୂର୍ଣ୍ଣ ଲକ୍‌ଡାଉନ

କୋଲକାତା,୨୦।୭: କରୋନା ଭାଇରସ୍‌ ସଂକ୍ରମଣ ସାରା ଦେଶରେ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ପଶ୍ଚିମବଙ୍ଗରେ ମହାମାରୀ କରୋନା ଭୟାବହ ରୂପ ନେବାରେ ଲାଗିଛି। ଏଭଳି ସ୍ଥିତିରେ...

Advertisement
Archives

Model This Week