Posted inଜାତୀୟ

ତେଜସ୍ବୀ ସୂର୍ଯ୍ୟା ଭୁଲ୍‌ରେ ଏମର୍ଜେନ୍ସି ଡୋର୍‌ ଖୋଲିଥିଲେ: ସିନ୍ଧିଆ

ନୂଆଦିଲ୍ଲୀ,୧୯।୧: ଚେନ୍ନାଇ ବିମାନ ବନ୍ଦରରେ ଇଣ୍ଡିଗୋ ବିମାନର ଜରୁରୀ ପ୍ରସ୍ଥାନ ଦ୍ୱାର ଭାଜପା ନେତା ତେଜସ୍ବୀ ସୂର୍ଯ୍ୟା ଖୋଲିଥିବା ବୁଧବାର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ସ୍ପଷ୍ଟ କରିଛନ୍ତି। ତେଜସ୍ବୀ ଭୁଲ୍‌ବଶତଃ ବିମାନ ଡୋର୍‌ ଖୋଲି ଦେଇଥିବାବେଳେ ଏ ନେଇ ସେ କ୍ଷମା ମାଗିଥିବା ସିନ୍ଧିଆ ଗଣମାଧ୍ୟମକୁ ନିଜ ପ୍ରତିକ୍ରିୟାରେ କହିଛନ୍ତି। ତେବେ ମନ୍ତ୍ରଣାଳୟ ପକ୍ଷରୁ ତେଜସ୍ବୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନ ନିଆଯିବାକୁ ନେଇ ପ୍ରଶ୍ନ ଉଠାଇଛି ବିରୋଧୀ କଂଗ୍ରେସ।

ଗତ ଡିସେମ୍ବର ୧୦ ତାରିଖରେ ଚେନ୍ନାଇରୁ ତିରୁଚିରାପଲ୍ଲୀ ଯାଉଥିବା ଇଣ୍ଡିଗୋ ବିମାନର ଜରୁରୀ ଦ୍ୱାରକୁ ଖୋଲିଦିଆଯିବାରୁ ଅନ୍ୟ ଯାତ୍ରୀମାନେ ଆତଙ୍କିତ ହୋଇପଡ଼ିଥିଲେ। ଘଟଣା ସାମ୍ନାକୁ ଆସିବା ପରେ ମଙ୍ଗଳବାର ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ଏହାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଡୋର ଖୋଲିଥିବା ଯାତ୍ରୀ ଜଣକ ବେଙ୍ଗାଲୁରୁ ଦକ୍ଷିଣ ନିର୍ବାଚନ ମଣ୍ଡଳୀର ଏମ୍‌ପି ତେଜସ୍ବୀ କି ନୁହନ୍ତି, ତାହା ଡିଜିସିଏ ଅଧିକାରୀମାନେ ସ୍ପଷ୍ଟ କରି ନ ଥିବାବେଳେ ତେଜସ୍ବୀ ଡୋର ଖୋଲିଥିଲେ ବୋଲି ପ୍ରତ୍ୟକ୍ଷଦର୍ଶୀ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଦ୍‌ରେ ଝିଅ ସୋଫିଆଙ୍କୁ ନେଇ ବଡ଼ କଥା କହିଦେଲେ ବାପା ମୋକିମ୍‌, ଭବିଷ୍ୟତରେ ଭାଜପା…

ଭୁବନେଶ୍ୱର,୨୧ା୩: ଆଜି ଇଦ୍‌ ପାଳନ ଅବସରରେ ମହମ୍ମଦ ମୋକିମ୍‌ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ମୁଁ ନୂଆ ପାର୍ଟି…

ବାସନ ମାଜିଲେନି ସ୍ବାମୀ, ସ୍ତ୍ରୀ ଡାକିଲେ ପୋଲିସ: ଆଉ ତା’ପରେ ଘଟିଲା…

ଲକ୍ଷ୍ନୌ,୨୧।୩: ଉତ୍ତର ପ୍ରଦେଶର ଏକ ବସ୍ତିରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ସାରେ ରାତ୍ରୀଭୋଜନ ପ୍ରସ୍ତୁତ କରିବାକୁ ତାଙ୍କ ରୋଷେଇ ଘରେ…

ଭାରତ ପାଖରେ ବଡ଼ ଆଟାକ୍‌ କଲା ଇରାନ, ବିଶ୍ୱରେ ଚହଳ! ଆଗକୁ ବଡ଼ଯୁଦ୍ଧ…

ନୂଆଦିଲ୍ଲୀ,୨୧।୩: ଏସିଆର ଉପସାଗରୀୟ ଅଞ୍ଚଳରେ ସଂଘର୍ଷ ଅହରହ ଜାରି ରହିଛି, ଉଭୟ ପାର୍ଶ୍ୱରୁ ଆକ୍ରମଣ କରାଯାଉଛି। ଇରାନ ମଧ୍ୟ ଏହାର ଆକ୍ରମଣ ସହିତ ତା’ର ଶତ୍ରୁମାନଙ୍କୁ ସତର୍କତାର…

ଯୁଦ୍ଧକୁ ଡେଇଁଲା ବ୍ରିଟେନ୍‌! କଲା ବଡ଼ ଘୋଷଣା, ଆମେରିକାକୁ…

ଲଣ୍ଡନ,୨୧।୩: ବ୍ରିଟିଶ ସରକାର ହର୍ମୁଜ ଷ୍ଟ୍ରେଟ୍‌ରେ ଆମେରିକା ଜାହାଜକୁ ଟାର୍ଗେଟ କରୁଥିବା ଇରାନୀ କ୍ଷେପଣାସ୍ତ୍ର ସ୍ଥାନଗୁଡ଼ିକ ଉପରେ ଆକ୍ରମଣ କରିବା ପାଇଁ ବ୍ରିଟିଶରେ ଅବସ୍ଥିତ ସାମରିକ ଘାଟି…

ଯୁଦ୍ଧ ମଧ୍ୟରେ ଭାରତ ପାଇଁ ଆଶ୍ୱସ୍ତି: ଆମେରିକାରୁ ଆସିଲା ବଡ଼ ଖବର

ଓ୍ବାଶିଂଟନ୍‌,୨୧।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରୁଥିବା ଖବର ସାମ୍ନାକୁ ଆସିଛି। ହଠାତ୍‌ ମତ…

ମା’ କନକ ଦୁର୍ଗାଙ୍କ ଚନ୍ଦ୍ରଘଣ୍ଟା ବେଶ: ଭକ୍ତଙ୍କ ଭିଡ଼

ଦେବଗଡ,୨୧।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ତୃତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶନିବାର ମା’ କନକ…

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ଖବର: ଏମାନଙ୍କୁ ଏପ୍ରିଲରେ ମିଳିବ ୩ ମାସର…

ନୂଆଦିଲ୍ଲୀ,୨୧।୩: ଦେଶରେ ଲକ୍ଷ ଲକ୍ଷ ରାଶନ କାର୍ଡଧାରୀ ଅଛନ୍ତି। ଯେଉଁମାନେ ପ୍ରତି ମାସରେ ରାଶନ କାର୍ଡ ମାଧ୍ୟମରେ ରାଶନ ପାଆନ୍ତି। କିନ୍ତୁ ଏହି ଏପ୍ରିଲ ମାସରେ ରାଶନ…

ବର୍ଷେ ହେଲା ପ୍ରେମିକାଙ୍କ ସହ ରଖୁଥିଲେ ଶାରିରୀକ ସମ୍ପର୍କ: ଗର୍ଭବତୀ ହେବାରୁ…

ନୀଳଗିରି,୨୧।୩(ପ୍ରଶାନ୍ତ ବିଶ୍ୱାଳ):ପ୍ରେମିକାଙ୍କୁ ଗର୍ଭବତୀ ପରେ ପ୍ରତାରଣା। ବିବାହର ମିଛ ପ୍ରତିଶ୍ରୁତି ଦେଇ ବର୍ଷେ ହେଲା ପ୍ରେମିକାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ପ୍ରେମିକା ଗର୍ଭବତୀ ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri