Posted inଜାତୀୟ

ସିବିଆଇ ସମ୍ମୁଖରେ ଶନିବାର ବି ହାଜର ହେବେନି ତେଜସ୍ବୀ

ନୂଆଦିଲ୍ଲୀ,୧୧।୩: ଜମି ବଦଳରେ ଚାକିରି ଦେବା ଦୁର୍ନୀତି ମାମଲାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ ଓ ତାଙ୍କ ପରିବାରର ଅଡୁଆ ବେଳକୁ ବେଳ ବଢ଼ିବାରେ ଲାଗିଛି। ଇତିମଧ୍ୟରେ କେନ୍ଦ୍ରୀୟ ଯାଞ୍ଚ ବ୍ୟୁରୋ (ସିବିଆଇ) ବିହାରର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କୁ ମଧ୍ୟ ଏହି ମାମଲାରେ ପଚରାଉଚରା କରିବା ପାଇଁ ଶନିବାର ସମନ ଜାରି କରିଥିଲା। କିନ୍ତୁ ଆଜି ବି ସେ ସିବିଆଇ କାର୍ଯ୍ୟାଳୟରେ ହାଜର ହୋଇପାରିବେ ନାହିଁ। ସୂଚନା ମୁତାବକ, ତେଜସ୍ବୀ ଯାଦବଙ୍କ ସ୍ତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ୍‌ ଥିବାରୁ ସେ ସିବିଆଇ ସମ୍ମୁଖରେ ହାଜର ହୋଇପାରିବେ ନାହିଁ ବୋଲି ଜଣାପଡ଼ିଛି। ଇଡିର ଚଢ଼ାଉ ପରେ ତାଙ୍କ ଗର୍ଭବତୀ ସ୍ତ୍ରୀଙ୍କୁ ଶୁକ୍ରବାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଦୀର୍ଘ ୧୨ଘଣ୍ଟା ଧରି ପଚରାଉଚରା କରିବାରୁ ତାଙ୍କର ରକ୍ତଚାପ ସମସ୍ୟା ଦେଖାଦେଇଥିଲା। ଏହପରେ ସେ ଅଚେତ୍‌ ହୋଇପଡ଼ିଥିଲେ। ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ସେଠାରେ ତାଙ୍କର ଚିକିତ୍ସା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ଭାରତ ଉପରୁ ଟାରିଫ୍‌ ହଟାଯାଉ

ଓ୍ବାଶିଂଟନ,୧୪ା୧୨: ଭାରତରୁ ଆମଦାନୀ ସାମଗ୍ରୀ ଉପରେ ୫୦ ପ୍ରତିଶତ ଟାରିଫ୍‌ ଲଗାଯିବାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଜାତୀୟ ଏମର୍ଜେନ୍ସି ଘୋଷଣା ବୋଲି ଆମେରିକା ହଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌ର...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri