Posted inଜାତୀୟ

ସମସ୍ତ ମହିଳା ତଥା ମୋ ମାଆଙ୍କର ଅପମାନ କରିଛନ୍ତି ନୀତୀଶ, ମୋଦିଙ୍କର ଅଛନ୍ତି ୬ ଭାଇ-ଭଉଣୀ: ତେଜସ୍ୱୀ

ପାଟନା,୨୭ ।୧୦: ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ପାଇଁ କାଉଣ୍ଟ ଡାଉନ ଆରମ୍ଭ ହୋଇଯାଇଛି । ହେଲେ ଏହାରି ଭିତରେ ରାଜନୈତିକ ବୟାନବାଜି ଜାରି ରହିଛି । ବିଭିନ୍ନ ଦଳ କଥା ମାଧ୍ୟମରେ ପରସ୍ପରକୁ ଟାର୍ଗେଟ କରିଛନ୍ତି । ପ୍ରଥମେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ହାଜିପୁରରେ ଏକ ରାଲିରେ ସମ୍ବୋଧନ କରିବା ଅବସରରେ କହିଛନ୍ତି, ଯେଉଁ ବ୍ୟକ୍ତି ଅର୍ଥାତ୍ ଲାଲୁ ପ୍ରସାଦ ଯାଦବଙ୍କ ଉଦ୍ଦେଶ୍ୟରେ ନୀତିଶ କହିଛନ୍ତି ୮-୯ ସନ୍ତାନ ପ୍ରସବ କରିଥିବା ବ୍ୟକ୍ତି ବିକାଶର କଥା କେମିତି ଚିନ୍ତା କରିପାରିବେ । ଏବେ ଏହାର ଜବାବ ରଖିଛନ୍ତି ରାଷ୍ଟ୍ରୀୟ ଜନତା ଦଳ ନେତା ତେଜସ୍ୱୀ ଯାଦବ । ତେଜସ୍ୱୀ କହିଛନ୍ତି କେଉଁଠି ନା କେଉଁଠି ନୀତୀଶ କୁମାର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି କାରଣ ମୋଦି ହେଉଛନ୍ତି ୬ ଭାଇ-ଭଉଣୀ । ତେବେ ନୀତୀଶ କୁମାରଙ୍କ ଏଭଳି ବୟାନ ସମସ୍ତ ମହିଳା ତଥା ମୋ ମାଆଙ୍କ ଭାବନାକୁ ଆଘାତ ଦେଇଛି ବୋଲି ତେଜସ୍ୱୀ କହିଛନ୍ତି । ମୁଖ୍ୟମନ୍ତ୍ରୀ ରୋଜଗାର ଓ ଗରିବି ଭଳି କଥାରୁ ଲୋକଙ୍କ ନଜର ହଟାଇବାକୁ ଏଭଳି ବୟାନ ଦେଇଥିବା ତେଜସ୍ୱୀ କହିଛନ୍ତି । ଏହାପରେ ବି ସେ ନୀତୀଶଙ୍କ କଥାକୁ ଆଶୀର୍ବାଦ ଭଳି ଗ୍ରହଣ କରିଥିବା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?