Posted inଜାତୀୟ

ହାଇକୋର୍ଟ ଗଲେ ତେଜସ୍ବୀ

ପାଟନା,୧୫।୩: ବିହାରର ଉପମୁଖ୍ୟମନ୍ତ୍ରୀ ତେଜସ୍ବି ଯାଦବ ଜମି ବଦଳରେ ଚାକିରି ଦେବା ଦୁର୍ନୀତି ମାମଲାରେ ସିବିଆଇ ସମନ ବିରୋଧରେ ଦିଲ୍ଲୀ ହାଇକୋର୍ଟ ଯାଇଛନ୍ତି। ସିବିଆଇ ସମନ ଉପରେ ରୋକ ଲଗାଇବାକୁ ସେ ହାଇକୋର୍ଟ ଯାଇଥିବା ଜଣାପଡିଛି। ଏହି ସ୍କାମ ମାମଲାରେ ପଚରାଉଚରା ପାଇଁ ସିବିଆଇ ତେଜସ୍ବୀଙ୍କୁ ସମନ ଜାରି କରିଛି।
ଚଳିତ ମାସରେ ତେଜସ୍ବୀ ଯାଦବଙ୍କୁ ପଚରାଉଚରା ପାଇଁ ସିବିଆଇ ନୋଟିସ ଦେଇଛି। ଜମି ବଦଳରେ ଚାକିରି ଦେବା ମାମଲାରେ ତେଜସ୍ବୀ ମାର୍ଚ୍ଚ ୧୪ରେ ତୃତୀୟ ଥର ପାଇଁ ସିବିଆଇର ପଚରାଉଚରାକୁ ଆସିନାହାଁନ୍ତି। ଏହାପୂର୍ବରୁ ମାର୍ଚ୍ଚ ୪ ଏବଂ ମାର୍ଚ୍ଚ ୧୧ରେ ତେଜସ୍ବୀ ପଚରାଉଚରା ପାଇଁ ଅଧିକାରୀଙ୍କ ନିକଟରେ ହାଜର ହୋଇ ନ ଥିଲେ, ଯାହା ପରେ ତାଙ୍କୁ ମାର୍ଚ୍ଚ ୧୪ ରେ ଡକାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

ଛେଚିବ ବର୍ଷା: ଏହିସବୁ ଜିଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର,୩ା୭ (ସୌମ୍ୟରଞ୍ଜନ ରାଉତ):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ସକ୍ରିୟ…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ହରଦୀପ ସିଂ ପୁରୀଙ୍କ ବଡ଼ ଘୋଷଣା, ଏବେ କମିବନି ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୩।୭(ଆଇଏଏନ୍‌ଏସ୍‌): ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା ରଖିଥିବା ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଚଳିତ ସମୟରେ ଖୁଚୁରା ମୂଲ୍ୟ ହ୍ରାସ କରିବାର କୌଣସି…

ନାସାର ଘୋଷଣା, ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩।୭: ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି।…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri