Posted inଜାତୀୟ

ତେଜସ୍ବୀ-ତେଜପ୍ରତାପ ଅଟକ

ପାଟନା,୨୩।୩: ବିହାରରେ ବୃଦ୍ଧି ପାଉଥିବା ବେରୋଜଗାର ସମସ୍ୟା, ଦରଦାମ ତଥା ଆଇନ ଶୃଙ୍ଖଳା ସ୍ଥିତିକୁ ନେଇ ଆରଜେଡି ପକ୍ଷରୁ ବିଧାନସଭା ଘେରାଉ ଉଦ୍ୟମ ହୋଇଛି। ଏଥିରେ ପୋଲିସ ପକ୍ଷରୁ ବାଧା ଦିଆଯିବା ସହିତ ଆରଜେଡି ସମର୍ଥକଙ୍କ ଉପରେ ପାଣି ବର୍ଷା କରାଯାଇଥିଲା। ତେବେ ଆରଜେଡି ସଦସ୍ୟମାନେ ପୋଲିସ ସହିତ ଧସ୍ତାଧସ୍ତି ଆରମ୍ଭ କରିଥିଲେ। ବାଧ୍ୟ ହୋଇ ପୋଲିସ ଆନ୍ଦୋଳନର ନେତୃତ୍ୱ ନେଉଥିବା ତେଜସ୍ବୀ ଯାଦବ ଏବଂ ତେଜପ୍ରତାପ ଯାଦବଙ୍କୁ ପାଟନାର ଗାନ୍ଧୀ ମୈଦାନ ଥାନାରେ ଅଟକ ରଖିଛି। ଜିଲା ପ୍ରଶାସନର ବିନା ଅନୁମତିରେ ବିଧାନସଭା ଘେରାଉ ଉଦ୍ୟମ କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଧସ୍ତାଧସ୍ତିରେ କେତେକ ପୋଲିସ ଏବଂ ଆରଜେଡି ସମର୍ଥକ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫୦ ଲକ୍ଷ ଟଙ୍କାର ଚାକିରି ଛାଡିଲେ, ଏବେ ମୋମୋ ବିକ୍ରି କରି ରୋଜଗାର କରୁଛନ୍ତି ୫ କୋଟି, ଏହି ବ୍ୟକ୍ତିଙ୍କ କାହାଣୀ…

ନୂଆଦିଲ୍ଲୀ,୧୦।୨: ଗୁରଗାଓଁର ଜଣେ ଯୁବ ଉଦ୍ୟୋଗୀ ସାକେତ ସୌରଭଙ୍କ କାହାଣୀ ଆଜିକାଲି ସୋସିଆଲ ମିଡିଆରେ ର୍ଚ୍ଚାରେ ଅଛି। ସାକେତ ୨୦୨୩ରେ ତାଙ୍କର ବାର୍ଷିକ ୫୨ ଲକ୍ଷ ଲାଭଜନକ…

ପ୍ରେମକୁ ମଜଭୁତ କରିବ ଟେଡି ଡେ’

ଭୁବନେଶ୍ୱର,୧୦ା୨(ସୌମ୍ୟରଞ୍ଜନ ରାଉତ):ଭାଲେଣ୍ଟାଇନ୍ସ ସପ୍ତାହର ତୃତୀୟ ଦିବସ ସୋମବାର ଚକୋଲେଟ୍‌ ଡେ’ରେ ପ୍ରେମୀଯୁଗଳ ପରସ୍ପରକୁ ଚକୋଲେଟ ଦେଇ ସମ୍ପର୍କରେ ମଧୁରତା ବୃଦ୍ଧି କରିଥିଲେ। ମଙ୍ଗଳବାର ଚତୁର୍ଥ ଦିବସକୁ ଟେଡି…

ରାତିରେ ବିଷମିଶା କ୍ଷୀର ପିଇ ଶୋଇପଡ଼ିଲେ ପୁରା ପରିବାର, ସକାଳୁ ୫ଜଣଙ୍କ…

ଲକ୍ଷ୍ନୌ,୧୦।୨: ଉତ୍ତର ପ୍ରଦେଶର ମଥୁରାରେ ଗୋଟିଏ ପରିବାରର ପାଞ୍ଚ ଜଣଙ୍କ ଦୁଃଖଦ ମୃତ୍ୟୁ ହୋଇଛି । ଏହା ସମଗ୍ର ଅଞ୍ଚଳକୁ ଚକିତ କରିଦେଇଛି । ଜିଲାର ମହାବନ…

ତୈଳ ସଙ୍କଟ ଦେଖାଦେଲେ କେତେ ଦିନ ପର୍ଯ୍ୟନ୍ତ ରହିପାରିବ ଭାରତ? ଜାଣନ୍ତୁ ଦେଶରେ କେତେ ତେଲ ଗଚ୍ଛିତ ଅଛି

ନୂଆଦିଲ୍ଲୀ,୧୦।୨: ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ ସୋମବାର (୯ ଫେବୃଆରୀ, ୨୦୨୬) ରାଜ୍ୟ ସଭାରେ ସୂଚନା ଦେଇଛନ୍ତି ଯେ ଭାରତରେ ୭୪ ଦିନ ପାଇଁ ତୈଳ…

ନିଜ ଦଳର ମନ୍ତ୍ରୀଙ୍କୁ ଘେରିଲେ ମୈଥିଳୀ ଠାକୁର: ଗୃହରେ ସମସ୍ତେ ଆଶ୍ଚର୍ଯ୍ୟ

ପାଟନା,୧୦।୧: ବିହାର ବିଧାନସଭାର ବଜେଟ ଅଧିବେଶନରେ ସରକାରୀ ହସ୍ପିଟାଲଗୁଡ଼ିକର ଶୋଚନୀୟ ଅବସ୍ଥା ପୁଣି ଥରେ ଆଲୋଚନାର କେନ୍ଦ୍ରବିନ୍ଦୁ ପାଲଟିଛି। ଏଥର ଯୁବ ବିଧାୟକ ଏବଂ ପ୍ରସିଦ୍ଧ ଲୋକ…

‘ୟେ ଦୋସ୍ତି ହମ୍‌ ନେହିଁ ତୋଡେଙ୍ଗେ’, ଭାରତକୁ ନେଇ ରୁଷିଆର ବଡ଼ ବୟାନ, ପାକିସ୍ତାନ ଶୁଣିଲେ…

ନୂଆଦିଲ୍ଲୀ,୧୦।୨: “ୟେ ଦୋସ୍ତି ହମ୍‌ ନେହିଁ ତୋଡେଙ୍ଗେ” ଶୋଲେର ଜୟ ଏବଂ ବୀରୁଙ୍କ ବନ୍ଧୁତା ଉପରେ ଆଧାରିତ ଏହି ଗୀତଟି ରୁଷିଆ ଏବଂ ଭାରତ ପାଇଁ ଉପଯୁକ୍ତ।…

ପାକିସ୍ତାନର ନାହିଁ ଦମ୍‌! ପୂର୍ବରୁ ଭାରତ କରି ସାରିଛି ମ୍ୟାଚ ବୟକଟ

ନୂଆଦିଲ୍ଲୀ,୧୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ICC T20 ବିଶ୍ୱକପ ମ୍ୟାଚ ନେଇ ବିବାଦର ଅନ୍ତ ଘଟିଛି। ICC ବୈଠକ ପରେ ସୋମବାର PCB ଏବଂ ପାକିସ୍ତାନ…

ଘରର ଛାତ ଉପରେ ରଖନ୍ତୁନି ଏପରି ଜିନିଷ: ହୋଇପାରେ ବଡ଼ କ୍ଷତି

ବାସ୍ତୁଶାସ୍ତ୍ର ଅନୁଯାୟୀ ଘରର ଛାତ ଉପରେ କିଛି ଜିନିଷ ରଖିବା ବର୍ଜିତ। କାହିଁକି ନା ଏହାଦ୍ୱାରା ବାସ୍ତୁଦୋଷ ଲାଗିଥାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ ଅନାବଶ୍ୟକ ସାମଗ୍ରୀ ରଖିବା ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri