Posted inଜାତୀୟ

ତେଜସ୍ବୀ-ତେଜପ୍ରତାପ ଅଟକ

ପାଟନା,୨୩।୩: ବିହାରରେ ବୃଦ୍ଧି ପାଉଥିବା ବେରୋଜଗାର ସମସ୍ୟା, ଦରଦାମ ତଥା ଆଇନ ଶୃଙ୍ଖଳା ସ୍ଥିତିକୁ ନେଇ ଆରଜେଡି ପକ୍ଷରୁ ବିଧାନସଭା ଘେରାଉ ଉଦ୍ୟମ ହୋଇଛି। ଏଥିରେ ପୋଲିସ ପକ୍ଷରୁ ବାଧା ଦିଆଯିବା ସହିତ ଆରଜେଡି ସମର୍ଥକଙ୍କ ଉପରେ ପାଣି ବର୍ଷା କରାଯାଇଥିଲା। ତେବେ ଆରଜେଡି ସଦସ୍ୟମାନେ ପୋଲିସ ସହିତ ଧସ୍ତାଧସ୍ତି ଆରମ୍ଭ କରିଥିଲେ। ବାଧ୍ୟ ହୋଇ ପୋଲିସ ଆନ୍ଦୋଳନର ନେତୃତ୍ୱ ନେଉଥିବା ତେଜସ୍ବୀ ଯାଦବ ଏବଂ ତେଜପ୍ରତାପ ଯାଦବଙ୍କୁ ପାଟନାର ଗାନ୍ଧୀ ମୈଦାନ ଥାନାରେ ଅଟକ ରଖିଛି। ଜିଲା ପ୍ରଶାସନର ବିନା ଅନୁମତିରେ ବିଧାନସଭା ଘେରାଉ ଉଦ୍ୟମ କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଧସ୍ତାଧସ୍ତିରେ କେତେକ ପୋଲିସ ଏବଂ ଆରଜେଡି ସମର୍ଥକ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁବାର ଭାଜପାରେ ସାମିଲ୍‌ ହେବେ ୧୭ ଅଯୋଗ୍ୟ ଘୋଷିତ ବିଧାୟକ

ବେଙ୍ଗାଲୁରୁ,୧୩।୧୧: ଗୁରୁବାର ଭାଜପାରେ କର୍ନାଟକ ବିଧାନସଭାର ଅଯୋଗ୍ୟ ଘୋଷିତ ୧୭ ବିଧାୟକ ସାମିଲ୍‌ ହେବେ। ସେମାନେ ଡିସେମ୍ବର ୫ରେ ହେବାକୁଥିବା ଉପନିର୍ବାଚନରେ ଲଢ଼ିପାରିବା ନେଇ ବୁଧବାର...

ଅମୃତସରରେ ଗର୍ଜିଲେ କୃଷକ

ଅମୃତସର,୧୯ ।୯: ପଞ୍ଜାବର ଅମୃତସରରେ ଶନିବାର କୃଷି ବିଲ୍‌କୁ ବିରୋଧ କରି ସରକାରଙ୍କ ବିରୋଧରେ ରାଜରାସ୍ତାକୁ ଓହ୍ଲାଇଛନ୍ତି କୃଷକ । ଏମାନେ କୌଣସି ପରିସ୍ଥିତିରେ କୃଷି...

ଚିନ୍ତା ବଢ଼ାଇଲା ନୂଆ ଷ୍ଟ୍ରେନ୍‌: ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଛୁଇଁଲା

ନୂଆଦିଲ୍ଲୀ,୩୧।୧୨: ଦେଶରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କୁ ନେଇ ଏବେ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି...

ଉଗ୍ରରୂପ ନେଲା ମହାରାଷ୍ଟ୍ର-କର୍ନାଟକ ସୀମା ବିବାଦ: ଟ୍ରକ ରୋକିବା ସହ ପଥର ମାଡ଼ କଲେ ଲୋକେ…

ମୁମ୍ବାଇ/ବେଙ୍ଗାଲୁରୁ,୬।୧୨ : କର୍ନାଟକ ଏବଂ ମହାରାଷ୍ଟ୍ର ମଧ୍ୟରେ ସୀମା ବିବାଦ ଉଗ୍ରରୂପ ନେବା ଆରମ୍ଭ କରିଛି। ମଙ୍ଗଳବାର କର୍ନାଟକର ବେଲଗାଭିର ବାଗେୱାଡି ଠାରେ ବିକ୍ଷୋଭ ପ୍ରଦର୍ଶନ...

୪୦ ଦିନିଆ ସଂସଦୀୟ ଅଧିବଶେନରେ କେହି ମନ୍ତ୍ରୀ ବିଦେଶ ଯାତ୍ରା କରିପାରିବେ ନାହିଁ

ନୂଆଦିଲ୍ଲୀ,୧୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କି ସମସ୍ତେ ସାଢେ ୯ଟା ପୂର୍ବରୁ କାର୍ଯ୍ୟାଳୟ ପହଞ୍ଚିବା ଦରକାର। ଏହାସହ ମୋଦି ତାଙ୍କ...

୨୦୨୫ ସୁଦ୍ଧା ବାୟୁସେନାରୁ ହଟିବ ମିଗ୍‌-୨୧

ନୂଆଦିଲ୍ଲୀ,୩୦।୭: ରୁଷିଆ ନିର୍ମିତ ମିଗ୍‌-୨୧ ଯୁଦ୍ଧବିମାନ ଏକାଧିକ ଦୁର୍ଘଟଣାର ସମ୍ମୁଖୀନ ହେବା ପରେ ଭାରତୀୟ ବାୟୁସେନା ଆଗାମୀ ସେପ୍ଟେମ୍ବର ୩୦ ସୁଦ୍ଧା ଏହାର ଆଉ ଏକ...

ପ୍ରଶାନ୍ତଙ୍କୁ ଜେଡିୟୁର ଟାର୍ଗେଟ: ପାଣ୍ଠି ଆସୁଛି କେଉଁଠୁ

ପାଟନା,୪।୧୦: ନିର୍ବାଚନ ରଣନୀତିକାର ତଥା ଜେଡିୟୁର ପୂର୍ବତନ ରାଷ୍ଟ୍ରୀୟ ଉପସଭାପତି ପ୍ରଶାନ୍ତ କିଶୋର ଭାଜପା ପକ୍ଷରୁ କାମ କରୁଥିବା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳ...

ଗାଁରେ ଅନୁଷ୍ଠିତ ହେବ ମହିଳା ଅଦାଲତ…

ନୂଆଦିଲ୍ଲୀ,୧୭।୭ : ମହିଳା ସୁରକ୍ଷା ଏବଂ ଅଧିକାର ସହ ଜଡିତ ସମସ୍ୟାର ସମାଧାନ ପାଇଁ ଗ୍ରାମ ପଞ୍ଚାୟତରେ ମହିଳା ଅଦାଲତ ଅନୁଷ୍ଠିତ ହେବ। ସାତରୁ ୧୧...

Advertisement
Archives

Model This Week