Posted inଜାତୀୟ

ତେଜସ୍ବୀଙ୍କ ବାଜିବ ସାହାନାଇ

ପାଟନା,୮।୧୨: ଆରଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କ ସାନପୁଅ ତଥା ବିହାର ବିଧାନସଭାରେ ବିରୋଧୀ ଦଳର ନେତା ତେଜସ୍ବୀ ଯାଦବ ଖୁବଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ତାଙ୍କ ନିର୍ବନ୍ଧ ଗୁରୁବାର ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଯାଉଛି। ତେବେ ସେ କାହାକୁ ବିବାହ କରିବେ ଜଣାପଡିନାହିଁ। ତେଜସ୍ବୀ ଯାଦବଙ୍କ ବିବାହରେ ପିତା ଲାଲୁ ପ୍ରସାଦ ଯାଦବ, ମାତା ରାବ୍ରି ଦେବୀ, ମିସା ଭାରତୀଙ୍କ ସମେତ ତାଙ୍କ ପରିବାରର ସମସ୍ତ ସଦସ୍ୟ ଯୋଗ ଦେବେ।
ଗତ ବର୍ଷ ଠାରୁ ତେଜସ୍ବୀ ଯାଦବଙ୍କ ବିବାହକୁ ନେଇ କଳ୍ପନାଜଳ୍ପନା ଚାଲିଥିଲା। ଅନେକ ଥର ସେ ତାଙ୍କ ବିବାହ ବିଷୟରେ ଖବରଦାତାମାନଙ୍କୁ ମଧ୍ୟ କୌତୁହଳପୂର୍ଣ୍ଣ ଉତ୍ତର ଦେଇଛନ୍ତି। ତେବେ ଅନେକ ଥର ସେ କହିଥିଲେ ଯେ ୨୦୨୦ ନିର୍ବାଚନ ପରେ ଏବଂ ପିତା ଜାମିନ ପାଇବା ପରେ ସେ ବିବାହ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବନ୍ଦବେଳେ ପଶ୍ଚିମବଙ୍ଗରେ ହିଂସା: ପୋଲିସ ଗାଡ଼ି ପୋଡ଼ିଲେ: ୫୫ ଗିରଫ

କୋଲକାତା,୯ା୧: ଟ୍ରେଡ୍‌ ୟୁନିୟନ ପକ୍ଷରୁ ଦେଶବ୍ୟାପୀ ବନ୍ଦ ଡ଼ାକରା ଦିଆଯାଇଥିବାବେଳେ ବିଭିନ୍ନ ସ୍ଥାନରେ ଏହାର ପ୍ରଭାବ ଅନୁଭୂତ ହୋଇଥିଲା। ତେବେ ବୁଧବାର ପଶ୍ଚିିମବଙ୍ଗରେ ଏହାକୁ ନେଇ...

ସିକିମ୍‌ରେ ସରକାର ଗଠନ ଲାଗି ଏସ୍‌କେଏମ୍‌ର ଦାବି

ଗାଙ୍ଗଟକ୍‌,୨୬ା୫(ପି.ଟି.): ସିକିମ୍‌ କ୍ରାନ୍ତିକାରୀ ମୋର୍ଚ୍ଚା (ଏସ୍‌କେଏମ୍‌)ର ଏକ ପ୍ରତିନିଧି ଦଳ ଏହାର ଅଧ୍ୟକ୍ଷ ପି.ଏସ୍‌. ଗୋଲେଙ୍କ ନେତୃତ୍ୱରେ ଶନିବାର ରାଜ୍ୟପାଳ ଗଙ୍ଗାପ୍ରସାଦଙ୍କୁ ଭେଟି ପରବର୍ତ୍ତୀ ସରକାର...

ଫେବୃଆରୀ-ମାର୍ଚ୍ଚରେ ୧୨ ରୁ ୧୪ ବର୍ଷର ଶିଶୁଙ୍କୁ ଟିକା…

ନୂଆଦିଲ୍ଲୀ, ୧୭।୧ : ଦେଶରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଇତିମଧ୍ୟରେ ଜାନୁୟାରୀ ୩ରୁ ୧୫ରୁ ୧୮ ବୟସ୍କ ପିଲାଙ୍କୁ ଟିକାଦାନ ଅଭିଯାନ...

କଂଗ୍ରେସକୁ ପୂରିଲା ୧୩୫ ବର୍ଷ: ଦେଶବ୍ୟାପି ‘ସମ୍ବିଧାନ ବଚାଓ, ଭାରତ ବଚାଓ’ ରାଲି

ନୂଆଦିଲ୍ଲୀ, ୨୮।୧୨: କଂଗ୍ରେସ ଶନିବାର ୧୩୫ ତମ ପ୍ରତିଷ୍ଠା ଦିବସ ପାଳନ କରୁଛି। ଏହି ଅବସରରେ ଦିଲ୍ଲୀସ୍ଥିତ ଦଳୀୟ କାର୍ଯ୍ୟାଳୟରେ କଂଗ୍ରେସ ପକ୍ଷରୁ ଜାତୀୟ ପତାକା...

ବାଲ ଠାକରେଙ୍କୁ ମନେପକାଇଲେ ଫଡନବିସ

ମୁମ୍ବାଇ,୨୩।୧: ଶିବସେନାର ପ୍ରତିଷ୍ଠାତା ବାଲ ଠାକରେଙ୍କ ୯୪ତମ ଜନ୍ମ ଜୟନ୍ତିରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ ଟୁଟଇ୍‌ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।...

୪୧୨ ଜଣଙ୍କୁ ଦିଆଯିବ ବୀରତା ପୁରସ୍କାର

ନୂଆଦିଲ୍ଲୀ,୨୫।୧: ୭୪ତମ ସାଧାରଣତନ୍ତ୍ର ଦିବସ ଅବସରରେ ବୁଧବାର ବୀରତା ପୁରସ୍କାର ଘୋଷଣା କରାଯାଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି, ରାଷ୍ଟ୍ରପତି ସାଧାରଣତନ୍ତ୍ର ଦିବସ ଅବସରରେ ୪୧୨ ଜଣଙ୍କୁ...

ଡାକ୍ତରଙ୍କ ଘରୁ ମିଳିଲା ହଜାର ହଜାର ସଂଖ୍ୟାରେ ନକଲି ଇଞ୍ଜେକଶନ

ନୂଆଦିଲ୍ଲୀ,୨୦।୬: ବ୍ଲାକ ଫଙ୍ଗ୍‌ସରେ ପୀଡ଼ିତ ରୋଗୀଙ୍କୁ ଦିଆଯାଉଥିବା ଲିପୋସୋମାଲ ଆମ୍ଫୋଟେରିକିନ-ବି’ର ନକଲି ଇଞ୍ଜେକଶନ ଉତ୍ପାଦନ ଓ ବିକ୍ରି ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି ଦିଲ୍ଲୀ...

ସ୍ନାକ୍‌ସ ଖାଉଥିଲେ, ହୋଇଯାନ୍ତୁ ସାବଧାନ

ଅଧିକାଂଶ ଲୋକ ସକାଳେ ହେଉ କି ସନ୍ଧ୍ୟାବେଳେ ଚା ସହିତ ସ୍ନାକ୍‌ସ ଭାବରେ ଗରମ ଗରମ ପକୁଡି,  ସିଙ୍ଗଡା ଇତ୍ୟାଦି ଖାଇବାକୁ ପସନ୍ଦ କରିଥାନ୍ତି। ବଡ...

Advertisement
Archives

Model This Week