Posted inଜାତୀୟ

ହସନପୁରରେ ତେଜପ୍ରତାପ ପଛୁଆ

ପାଟନା,୧୦।୧୧: ବିହାର ବିଧାନସଭା ନିର୍ବାଚନରେ ସମସ୍ତିପୁର ଜିଲାର ହସନପୁର ଆସନରେ ଲାଲୁଙ୍କ ବଡ଼ ପୁଅ ତେଜପ୍ରତାପ ଯାଦବ ପଛୁଆ ରହିଛନ୍ତି। ଜେଡ଼ିୟୁର ରାଜ କୁମାର ରାୟଙ୍କଠାରୁ ତେଜପ୍ରତାପ ପଛରେ ଅଛନ୍ତି। ସେହିପରି ଏଲଜେପି ପ୍ରାର୍ଥୀ ମନୀଷ କୁମାର ତୃତୀୟ ସ୍ଥାନରେ ରହିଛନ୍ତି। ଜନ ଅଧିକାର ପାର୍ଟିର ଅରୁଣ ପ୍ରସାଦ ଯାଦବ ଚତୁର୍ଥ ସ୍ଥାନରେ ରହିଛନ୍ତି। ସୂଚନାଯୋଗ୍ୟ, ୨୦୧୦ରେ ଏବଂ ୨୦୧୫ରେ ଏହି ଆସନରେ ଜେଡ଼ିୟୁ ପ୍ରାର୍ଥୀ ବିଜୟୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ନଦାତାଙ୍କ ଆନ୍ଦୋଳନ ତବଲିଘ୍‌ ଜମାତ୍‌ ଭଳି ସ୍ଥିତି ସୃଷ୍ଟି ନ କରୁ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୭।୧: ସିଙ୍ଘୁ ସୀମାରେ ଜାରି ରହିଥିବା ଅନ୍ନଦାତାଙ୍କ ଆନ୍ଦୋଳନ ନେଇ ସୁପ୍ରିମ୍‌କୋର୍ଟ ଚିନ୍ତା ପ୍ରକଟ କରିଛନ୍ତି। ଆନ୍ଦୋଳନ ତବଲିଘ୍‌ ଜମାତ୍‌ ଭଳି ସ୍ଥିତି ସୃଷ୍ଟି ନ...

୧୪ ଦିନିଆ ରିମାଣ୍ଡରେ ଅଲ୍‌କାଏଦାର ୨ ଆତଙ୍କବାଦୀ

ଲକ୍ଷ୍ନୌ,୧୨।୭: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ରବିବାର ଗିରଫ ହୋଇଥିବା ଅଲ୍‌କାଏଦା ସଂଗଠନର ୨ଜଣ ଆତଙ୍କବାଦୀଙ୍କୁ ସୋମବାର କୋର୍ଟରେ ହାଜର କରାଯାଇଥିଲା। କଡ଼ା ସୁରକ୍ଷା ବଳୟ ମଧ୍ୟରେ...

ଭାଇଚାରାର ବାର୍ତ୍ତା ନେଇ କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଦୌଡ଼ିଲେ

ଅଜମେର,୧୯।୧: ଦେଶରେ ସାମ୍ପ୍ରଦାୟିକ ସଦ୍‌ଭାବ ଏବଂ ଭାଇଚାରା ଜାରି ରଖିବା ପାଇଁ ଅଜମେରର ସୁଫିଆ ଖାଁ କଶ୍ମୀରରୁ କନ୍ୟାକୁମାରୀ ପର୍ଯ୍ୟନ୍ତ ଦୌଡ଼ିଛନ୍ତି। ସୁଫିଆ ୧୦୦ ଦିନରେ...

ସପ୍‌ନାଙ୍କୁ ନେଇ ଚିନ୍ତାରେ ଭାଜପା

ନୂଆଦିଲ୍ଲୀ,୨୦।୧୦: ନିକଟରେ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଥିବା ହରିୟାଣାର ଡ୍ୟାନ୍ସର ସପ୍‌ନା ଚୌଧୁରୀଙ୍କୁ ନେଇ ଏବେ ଭାଜପା ଚିନ୍ତାରେ ପଡିଯାଇଛି। ମଙ୍ଗଳବାର ହରିୟାଣା ବିଧାନସଭାର...

ଏଣିକି କେବଳ ପ୍ରଧାନମନ୍ତ୍ରୀଙ୍କୁ ମିଳିପାରେ ଏସ୍‌ପିଜି ସୁରକ୍ଷା

ନୂଆଦିଲ୍ଲୀ,୨୨।୧୧: ଏବେ ଆଉ ପୂର୍ବତନ ପ୍ରଧାନମନ୍ତ୍ରୀ ଅବା ତାଙ୍କ ପରିବାର ସଦସ୍ୟଙ୍କୁ ଏସ୍‌ପିଜି ସୁବିଧା ମିଳିବ ନାହିଁ। ଆଗକୁ କେବଳ ପ୍ରଧାନମନ୍ତ୍ରୀଙ୍କୁ ଏହି ସୁରକ୍ଷା ମିଳିବ...

ମେ ପୂର୍ବରୁ ହୋଇପାରେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ

କୋଲକୋତା,୧୪।୧: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ସରକାରଙ୍କ କାର୍ଯ୍ୟକାଳ ମେ ୩୦ରେ ଶେଷ ହେବାକୁ ଯାଉଛି। ଏ ନେଇ ସମସ୍ତ ରାଜନୈତିକ ଦଳ ଖୁବ ଜୋରରେ ପ୍ରସ୍ତୁତି...

ନାଗପୁରରେ କରୋନାର ତୃତୀୟ ଲହର, ପୁଣି ହେବ କଟକଣା ଜାରି…

ନାଗପୁର,୭।୯: ପୁଣି ବିପଦ ମାଡ଼ି ଆସୁଛି। ମହାରାଷ୍ଟ୍ରର ନାଗପୁରରେ କରୋନାର ତୃତୀୟ ଲହର ଆରମ୍ଭ ହୋଇଛି। ରାଜ୍ୟ କ୍ୟାବିନେଟ୍‌ ମନ୍ତ୍ରୀ ନୀତିନ ରାଉତ ଏନେଇ ସୂଚନା...

କେଜ୍‌ରିଓ୍ବାଲ-ଦିଲ୍ଲୀ ପୋଲିସ ମୁହାଁମୁହିଁ

ନୂଆଦିଲ୍ଲୀ,୨୪ା୬: ରାଜଧାନୀ ଦିଲ୍ଲୀରେ ଅପରାଧ ବଢ଼ିଚାଲିଛି। ବସନ୍ତ ବିହାର ଅଞ୍ଚଳରେ ବୃଦ୍ଧ ଦମ୍ପତି ଓ ସେମାନଙ୍କ ଚାକରଙ୍କୁ ହତ୍ୟା ସମେତ ଗତ ୨୪ ଘଣ୍ଟାରେ ୯...

Advertisement


Archives

Model This Week