ଇସ୍ରାଏଲରେ ଗୁଳିକାଣ୍ଡ, ୩ ଆହତ ପୋଲିସ ଗୁଳିରେ ଆକ୍ରମଣକାରୀ ନିହତ

ଜେରୁଜେଲମ,୧୦ ।୩: ଇସ୍ରାଏଲର ତେଲ ଆଭିବ ସହରରେ ଗୁରୁବାର ଏକ ଗୁଳିକାଣ୍ଡ ଘଟଣା ଘଟିଛି । ଏହି ସନ୍ଦିଗ୍ଧ ଆତଙ୍କବାଦୀ ଆକ୍ରମଣରେ ୩ ଜଣ ଆହତ ହୋଇଛନ୍ତି । ଗୁଳିକାଣ୍ଡର କିଛି ସମୟ ମଧ୍ୟରେ ଇସ୍ରାଏଲ ପୋଲିସ ଆକ୍ରମଣକାରୀଙ୍କୁ ଗୁଳି କରିବାରୁ ତାଙ୍କର ମୃତ୍ୟୁ ହୋଇଛି । ପୋଲିସ କହିଛି ଏହି ଘଟଣା ସହରର ମଧ୍ୟଭାଗରେ ଥିବା ମୁଖ୍ୟ ମାର୍ଗରେ ହୋଇଛି । ଏହାପରେ ବହୁ ସଂଖ୍ୟାରେ ପୋଲିସ ଓ ଚିକିତ୍ସାକର୍ମୀ ଘଟଣାସ୍ଥଳରେ ପହଞ୍ଚିଥିଲେ ।
ଇସ୍ରାଏଲ ପେଲିସ ଏକ ବୟାନରେ କହିଛି, ପୋଲିସ ଅଧିକାରୀମାନେ ସନ୍ଦିଗ୍ଧଙ୍କୁ ଗୁଳି କରିଦେଇଛନ୍ତି । ଗୁଳିକାଣ୍ଡରେ ୩ ଜଣ ଆହତ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ଜଣେ ଗୁରୁତର ଅଛନ୍ତି । ପୋଲିସ କହିଛି ପ୍ରାଥମିକ ତଦନ୍ତରୁ ଜଣାପଡିଛି ଏହା ଏକ ଆତଙ୍କବାଦୀ ଆକ୍ରମଣ ।


Enter your email to get our daily news in your inbox.

All Right Reserved By Dharitri.Com

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ବଦଳିଲା ଭାରତ-ଇଂଲଣ୍ଡ ଟି-୨୦ ମ୍ୟାଚର ସମୟ, ଜାଣନ୍ତୁ କେତେବେଳେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨।୭: ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଟିମ ଇଣ୍ଡିଆ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳୁଛି। ବର୍ଷା ଯୋଗୁ…

ବରଗଡ଼ ମଣ୍ଡିରୁ ଆସିଲା ଚିନ୍ତାଜନକ ଚିତ୍ର: ବିକ୍ରି ଧାନରୁ ବାହାରିଲାଣି ଗଜା, ଚାଷୀଙ୍କୁ ମିଳିନି ପ୍ରାପ୍ୟ; କଟନୀ-ଛଟନୀ…

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତମାସ ୩୦ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। କିନ୍ତୁ ବିଭାଗୀୟ ଅବ୍ୟବସ୍ଥା ଯୋଗୁ ଏପର୍ଯ୍ୟନ୍ତ ଧାନ କିଣାବିକାରେ ଚାଷୀଙ୍କ ଦୁଃଖ…

ସିଂହ ରାଶିରେ ଶୁକ୍ରଙ୍କ ଗୋଚର: ଜୁଲାଇ ୪ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ଧନଲାଭ ସହ ମିଳିବ ସୁଖ-ସମୃଦ୍ଧି

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହଙ୍କୁ ସୁଖ, ସମୃଦ୍ଧି, ପ୍ରେମ, ସୌନ୍ଦର୍ଯ୍ୟ ଓ ଭୌତିକ ସୁଖ-ସୁବିଧାର କାରକ ବୋଲି କୁହାଯାଏ। ଯେତେବେଳେ ବି ଶୁକ୍ର ନିଜର ରାଶି ପରିବର୍ତ୍ତନ…

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri