Posted inଜାତୀୟ

ତେଲଙ୍ଗାନା, ଆନ୍ଧ୍ର ପ୍ରଦେଶ, ଓଡ଼ିଶା. ପଶ୍ଚିମ ବଙ୍ଗରେ ଏମିତି ଫଳାଫଳ ଆସିବ ଯାହା କଳ୍ପନା କରାଯାଇ ନ ପାରେ : ମୋଦି

ପାଟନା,୧୨।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କହିଛନ୍ତି ଯେ ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ, ଓଡ଼ିଶା, ପଶ୍ଚିମବଙ୍ଗରେ ଏପରି ଫଳାଫଳ ଆସିବ ଯାହାକୁ ଆପଣ କଳ୍ପନା କରିପାରିବେ ନାହିଁ। ଉତ୍ତର, ଦକ୍ଷିଣ, ପୂର୍ବ ଏବଂ ପଶ୍ଚିମର ସବୁ ସ୍ଥାନରେ ପ୍ରବଳ ଝଡ଼ ସୃଷ୍ଟି ହୋଇଛି। ପାଟନାରେ ଏନଡିଟିଭି ସହ ଏକ ସ୍ବତନ୍ତ୍ର ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ ଏହା କହିଛନ୍ତି। ଏହା ସହିତ ସେ ଆତ୍ମବିଶ୍ୱାସ ବ୍ୟକ୍ତ କରିଥିଲେ ଯେ ଏଥର ଦେଶର ପୂର୍ବ ରାଜ୍ୟଗୁଡ଼ିକରେ ଲୋକ ସଭା ନିର୍ବାଚନରେ ଆଶ୍ଚର୍ଯ୍ୟଜନକ ଫଳାଫଳ ଆସିବ । ସେ କହିଛନ୍ତି ଯେ ଗତ ୧୦ବର୍ଷ ମଧ୍ୟରେ ତାଙ୍କ ସରକାର ଦେଶର ପୂର୍ବ ରାଜ୍ୟଗୁଡିକର ସାମଗ୍ରିକ ବିକାଶ ଉପରେ ଧ୍ୟାନ ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ଯଦି ଆମେ ଭାରତର ବିକାଶ କରିବାକୁ ଚାହୁଁଛୁ ତେବେ ଆମକୁ ପୂର୍ବ ଭାରତକୁ ମଜବୁତ କରିବାକୁ ପଡ଼ିବ। ପୂର୍ବ ଭାରତକୁ ବିକାଶର ଏକ ଇଞ୍ଜିନ ତିଆରି କରିବାକୁ ପଡ଼ିବ। ସେ କହିଛନ୍ତି, ରାଜନୀତିଠାରୁ ଦୂରରେ ରହି ମୁଁ ୨୦୧୩ରେ ମଧ୍ୟ କହିଥିଲି ଯେ ଭାରତର ବିକାଶ ପାଇଁ ଆମେ ପୂର୍ବ ରାଜ୍ୟଗୁଡ଼ିକର ବିକାଶ ଉପରେ ଧ୍ୟାନ ଦେବା ଉଚିତ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏଥର ପୂର୍ବ ଭାରତ, ପଶ୍ଚିମବଙ୍ଗ, ବିହାର, ଓଡ଼ିଶା, ତେଲଙ୍ଗାନା ରାଜ୍ୟରେ ଆଶ୍ଚର୍ଯ୍ୟଜନକ ଫଳାଫଳ ଦେଖାଯିବ। ସେ କହିଛନ୍ତି ଯେ ଗତ ୧୦ ବର୍ଷ ମଧ୍ୟରେ ଆମ ସରକାର ସ୍ବାସ୍ଥ୍ୟ, ଶିକ୍ଷା, ଇନଫ୍ରାଷ୍ଟ୍ରକଚର ସହିତ ପ୍ରତ୍ୟେକ କ୍ଷେତ୍ରକୁ ଧ୍ୟାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ଆସନ୍ତାକାଲି ସୂର୍ଯ୍ୟଗ୍ରହଣ: ଏମାନଙ୍କୁ ଲାଗିବ ଗ୍ରହଣ ଦୋଷ! ୧୨ ଅଗଷ୍ଟ ପୂର୍ବରୁ ଜାଣନ୍ତୁ ଶାସ୍ତ୍ରର ନିୟମ

୧୨ ଅଗଷ୍ଟ ୨୦୨୬ରେ ଶ୍ରାବଣ ଅମାବାସ୍ୟା ଦିନ ପୂର୍ଣ୍ଣ ସୂର୍ଯ୍ୟଗ୍ରହଣ ଲାଗିବାକୁ ଯାଉଛି। ଏହି ଗ୍ରହଣ ଗ୍ରୀନଲ୍ୟାଣ୍ଡ, ଆଇସଲ୍ୟାଣ୍ଡ ଏବଂ ସ୍ପେନ ସମେତ ବିଶ୍ୱର କିଛି ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri