Posted inଜାତୀୟ

ତେଲଙ୍ଗାନା ନିର୍ବାଚନ ପୂର୍ବରୁ କଂଗ୍ରେସ ପାଇଁ ଖୁସିଖବର, ବିଆରଏସ୍‌ର ବିଧାୟକ ଧରିବେ ହାତ

ହାଇଦ୍ରାବାଦ,୨୮।୯: ତେଲଙ୍ଗାନାରେ ବିଧାନସଭା ନିର୍ବାଚନ ପାଇଁ ଆଉ କିଛି ମାସ ବାକି ଅଛି। ଯାହାକୁ ନେଇ ରାଜନୀତି ତୀବ୍ର ହୋଇଛି। ଏହି ସମୟରେ ଏକ ବଡ ଖବର ସାମ୍ନାକୁ ଆସିଛି। ଖବର ଅନୁଯାୟୀ, ଭାରତ ରାଷ୍ଟ୍ର ସମିତି (ବିଆରଏସ୍‌) ବିଧାୟକ ଏମ. ହନୁମନ୍ତ ରାଓ ଏବଂ ପୂର୍ବତନ ବିଧାୟକ ବେମୁଲା ବିରେଶାମ ଗୁରୁବାର କଂଗ୍ରେସରେ ସାମିଲ ହେବେ।

ଗୁରୁବାର ସାରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଉଭୟ ନେତାଙ୍କୁ ଦଳରେ ସାମିଲ କରାଇବେ। ଚଳିତ ବର୍ଷ ନଭେମ୍ବର-ଡିସେମ୍ବରରେ ତେଲଙ୍ଗାନାରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଭଳି ପରିସ୍ଥିତିରେ ନିର୍ବାଚନ ପୂର୍ବରୁ ଶାସକ ଦଳରୁ ବିଧାୟକଙ୍କ ଆଗମନରୁ କଂଗ୍ରେସକୁ ଫାଇଦା ମିଳିପାରେ।


Enter your email to get our daily news in your inbox.

All Right Reserved By Dharitri.Com

‘ଏମ୍‌ଭି ଓସେନ ୱିନର୍‌’ ଜାହାଜ ବୁଡ଼ି ଘଟଣା, ପାରାଦୀପରେ ପହଞ୍ଚିଲେ ୨ ନାବିକ

ପାରାଦୀପ,୨୭।୮(ଶରତ ରାଉତ): ଗତ ୨୨ ତାରିଖରେ ବଙ୍ଗୋପସାଗର ପୋର୍ଟବ୍ଲେୟାର ସୀମାରେ ବୁଡି ଯାଇଥିବା ପଣ୍ୟବାହୀ ଜାହାଜ ଏମଭି ଓସେନ୍ ଓ୍ବିନରର ୨ ଜଣ ଉଦ୍ଧାର ନାବିକ ଗୁରୁବାର…

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri