Posted inଜାତୀୟ

ନାଂଦେଡରେ ବିଆରଏସର ମେଗା ରାଲି, କେସିଆର କହିଲେ ଦେଶରେ କେବଳ ଭାଷଣ ଦିଆଯାଉଛି

ନାଂଦେଡ,୫ ।୨: ଭାରତୀୟ ରାଷ୍ଟ୍ର ସମିତି(ବିଆରଏସ) ରବିବାର ମହାରାଷ୍ଟ୍ରର ନାଂଦେଡରେ ଏକ ବଡ ରାଲି କରିଛି । ଦଳର ମୁଖ୍ୟ ତଥା ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ(କେସିଆର)ଜନସଭାକୁ ସମ୍ବୋଧିତ କରିବା ସମୟରେ କେନ୍ଦ୍ର ସରକାରଙ୍କ ଉପରେ ଖୁବ୍ ବର୍ଷିଛନ୍ତି । ସେ କହିଛନ୍ତି ଦେଶରେ ସ୍ୱାଧିନତାର ଏତେ ବର୍ଷ ପରେ ବି ଲୋକଙ୍କୁ ପାଣି ମିଳୁନାହିଁ, ନା ପିଇବା ପାଇଁ ନା ଚାଷ ପାଇଁ । ଏତେ ସରକାର ଆସିଲେ ଗଲେ ହେଲେ ସେମାନେ କଲେ କ’ଣ । ମୁଖ୍ୟମନ୍ତ୍ରୀ କହିଛନ୍ତି ମହାରାଷ୍ଟ୍ରରେ ଏତେ କୃଷକ ଆତ୍ମହତ୍ୟା କଲେ, ଏହା ମୋତେ ବହୁତ ଦୁଃଖ ଦେଇଛି ।

କେସିଆର କହିଛନ୍ତି ‘ଅବକି ବାର କିସାନ ସରକାର’, ଏବେ ଆମକୁ ରାଷ୍ଟ୍ରୀୟ ସ୍ତରକୁ ଯିବାକୁ ପଡିବ । ଏବେ ଏକ ବଡ ପରିବର୍ତ୍ତନ ଦରକାର, କେତେକ ଲୋକ ଆସୁଛନ୍ତି ଆଉ ଲମ୍ବା ଲମ୍ବା ଭାଷଣ ଦେଇ ଚାଲିଯାଉଛନ୍ତି, ମନର କଥା କହି ଚାଲିଯାଉଛନ୍ତି । ୭୫ ବର୍ଷ ପରେ ବି ଦେଶକୁ ପାଣି, ବିଜୁଳି ମିଳୁନାହିଁ । ଖାଲି ଦେଶରେ ଭାଷଣ ଚାଲୁଛି, କୃଷକଙ୍କ ଆଡେ କେହି ଧ୍ୟାନ ଦେଉନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ଶନି-ଚନ୍ଦ୍ରଙ୍କ ସଂଯୋଗରେ ବିଷ ଯୋଗ: ସଙ୍କଟରେ ୩ ରାଶି, ପାଖରୁ ପଳାଇବ ସବୁ ଟଙ୍କା, ଚାଲିଯିବ ଚାକିରି!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ର ଓ ଶନିଙ୍କ ଯୁତିରୁ ‘ବିଷ ଯୋଗ’ ଗଠନ ହୋଇଥାଏ। ଜ୍ୟୋତିଷବିଦ୍‌ଙ୍କ ମତରେ ଏହି ଯୋଗର ପ୍ରଭାବ କିଛି ରାଶି ଉପରେ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?