Posted inଜାତୀୟ

ବୃଦ୍ଧ ମହିଳାଙ୍କୁ ଚାପୁଡ଼ା ମାରିଲେ ଏମ୍‌ପି ପ୍ରାର୍ଥୀ, କହିଲେ ହାତକୁ ଦେବ, ଫୁଲକୁ ଦେଲେ ଏମିତି ହେବ

ହାଇଦ୍ରାବାଦ,୮।୫: ତେଲଙ୍ଗାନାରେ କଂଗ୍ରେସ ଏମ୍‌ପି ଜୀବନ ରେଡ୍ଡୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ରେଡ୍ଡୀ ନିର୍ବାଚନୀ ପ୍ରଚାର ଜଣେ ବୃଦ୍ଧ ମହିଳାଙ୍କୁ ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି।

ତେବେ ଏହାକୁ ନେଇ ନିଜାମାବାଦରୁ କଂଗ୍ରେସ ଏମ୍‌ପି ପ୍ରାର୍ଥୀ ତାଙ୍କ ସ୍ପଷ୍ଟୀକରଣ ଦେଇଛନ୍ତି। ସେ କହିଛନ୍ତି, ସେ ମହିଳାଙ୍କୁ ସ୍ନେହପୂର୍ଣ୍ଣ ଭାବରେ ବୁଝାଉଥିଲେ। ଏଥି ସହ ବୃଦ୍ଧ ମହିଳା ତାଙ୍କୁ ବଦନାମ କରୁଛନ୍ତି।

ଭାଇରାଲ ଭିଡିଓରେ ଦେଖାଯାଇଥିବା ବୃଦ୍ଧ ମହିଳା କହିଛନ୍ତି, ଗତ ନିର୍ବାଚନରେ ମୁଁ କଂଗ୍ରେସକୁ ଭୋଟ ଦେଇଥିଲି। ହେଲେ ମୋତେ ଘର କି ପେନସନ ମିଳିନାହିଁ। ମୁଁ ତାଙ୍କୁ ଏ କଥା ଜଣାଇଥିଲି। ହେଲେ ସେ ଶୁଣୁନାହାନ୍ତି। ତେଣୁ ମୁଁ ଏଥର ଭାଜପାକୁ ଭୋଟ୍‌ ଦେବି ବୋଲି ମହିଳା ଜଣଙ୍କ କହିଥିଲେ। ଯାହା ପରେ ଜୀବନ ରେଡ୍ଡୀ ତାଙ୍କୁ ଚାପୁଡ଼ା ମାରିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri