ତେଲଙ୍ଗାନାରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ ଅଜହରୁଦ୍ଦିନଙ୍କୁ ଟିକେଟ୍‌ ଦେଲା କଂଗ୍ରେସ

ନୂଆଦିଲ୍ଲୀ: ତେଲଙ୍ଗାନା ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଶୁକ୍ରବାର ଦ୍ୱିତୀୟ ତାଲିକା ପ୍ରକାଶ କରିଛି । ଏଥିରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ ଅଜହରୁଦ୍ଦିନଙ୍କ ସମେତ ୪୫ ଜଣଙ୍କୁ ଟିକେଟ ଦିଆଯାଇଛି । ମହମ୍ମଦ ଅଜହରୁଦ୍ଦିନଙ୍କୁ ହାଇଦ୍ରାବାଦ ସହରର ଜୁବୁଲି ହିଲ୍ସ ଆସନରୁ ଦଳ ପ୍ରାର୍ଥୀ କରିଛି । ପୂର୍ବତନ ସାଂସଦ ମଧୁ ଗୌଡ ୟାକ୍ଷୀଙ୍କୁ ଲାଲ ବାହାଦୂର ନଗର ଆସନରୁ ଟିକେଟ ଦିଆଯାଇଛି । ଏଥିସହ ପୂଜାଲା ହରିକୃଷ୍ଣଙ୍କୁ
ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ (କେସିଆର)ଙ୍କ ପ୍ରତିଦ୍ୱନ୍ଦୀ ଭାବେ ଟିକେଟ ଦିଆଯାଇଛି।

ଦଳ ତେଲେଙ୍ଗାନାର ୧୧୯ ଟି ସିଟ ମଧ୍ୟରୁ ୧୦୦ଟିରେ ପ୍ରାର୍ଥୀ ଦେଇ ସାରିଛି । ନଭେମ୍ବର ୩୦ରେ ରାଜ୍ୟର ସମସ୍ତ ଆସନ ପାଇଁ ଭୋଟ ଗୋଟିଏ ପର୍ଯ୍ୟାୟରେ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ହତ୍ୟା ଧମକ

ଇନ୍ଦୋର,୨୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସେତେବେଳେ ଆତଙ୍କ ଖେଳିଗଲା ଯେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ହତ୍ୟା କରିବାର ଧମକ ମିଳିଲା। ଏହି ଘଟଣା ପୋଲିସ ଏବଂ ରାଜନୈତିକ…

ବିଧାୟକଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼; ଟିଏମସି ନେତା କହିଲେ ଚାଲିଛି ‘ଜଙ୍ଗଲ ରାଜ’

କୋଲକାତା,୨୬।୯: ପଶ୍ଚିମବଙ୍ଗରେ ପୁଣିଥରେ ଜଣେ ଟିଏମସି (TMC) ନେତା ଜନସାଧାରଣଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ଟିଏମସି ବିଧାୟକ କୁନାଲ ଘୋଷ ଅଭିଯୋଗ କରିଛନ୍ତି ଯେ ତାଙ୍କ ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?