Posted inଜାତୀୟ

କଂଗ୍ରେସ ଛାଡ଼ିଲେ ଏମ୍‌.ଏ. ଖାନ୍‌

ହାଇଦ୍ରାବାଦ,୨୮।୮: ଜଣକ ପରେ ଜଣେ ବରିଷ୍ଠ ନେତା କଂଗ୍ରେସ ଛାଡ଼ିବାରେ ଲାଗିଛନ୍ତି। ତେଲଙ୍ଗାନାର ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ରାଜ୍ୟ ସଭା ସଦସ୍ୟ ଏମ୍‌.ଏ. ଖାନ୍‌ ଶନିବାର ଦଳରୁ ଇସ୍ତଫା ଦେଇଛନ୍ତି। ୪ ଦଶନ୍ଦି ଧରି ଦଳ ପାଇଁ କାର୍ଯ୍ୟ କରିଥିବା ଖାନ୍‌ ତାଙ୍କ ଇସ୍ତଫାପତ୍ରରେ ରାହୁଲ ଗାନ୍ଧୀଙ୍କୁ ସମାଲୋଚନା କରିଛନ୍ତି। ରାହୁଲ ଦଳର ଉପାଧ୍ୟକ୍ଷ ହେବା ଦିନଠାରୁ ଏହାର ପତନ ଆରମ୍ଭ ହୋଇଥିଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଠପଢ଼ାକୁ ନେଇ ଯୁକ୍ତିତର୍କ ପରେ ମା’ଙ୍କୁ ହତ୍ୟା କଲା ନାବାଳିକା ଝିଅ

ମୁମ୍ବାଇ,  ୧୦।୮: ପାଠପଢ଼ାକୁ ନେଇ ଯୁକ୍ତିତର୍କ ପରେ କରାଟେ ବେଲ୍ଟରେ ମା’ଙ୍କ ତଣ୍ଟି ଚିପି ହତ୍ୟା କରିଛି ୧୫ ବର୍ଷୀୟା ନାବଳିକା ଝିଅ। ନବି ମୁମ୍ବାଇରେ...

ମାର୍‌ପିଟ୍‌ କରି ସ୍ତ୍ରୀଙ୍କୁ ଶିକୁଳିରେ ବାନ୍ଧି ରଖିଥିଲେ ସ୍ବାମୀ: ମହିଳା ଆୟୋଗ ଟିମ୍‌ ପହଞ୍ଚିବା ପରେ…

ନୂଆଦିଲ୍ଲୀ,୨୫।୮: ତ୍ରିଲୋକପୁରୀ ଅଞ୍ଚଳରୁ ଦିଲ୍ଲୀ ମହିଳା ଆୟୋଗ ଜଣେ ୩୨ ବର୍ଷୀୟ ମହିଳାଙ୍କୁ ଉଦ୍ଧାର କରିଛନ୍ତି। ମହିଳାଜଣଙ୍କୁ ତାଙ୍କ ସ୍ବାମୀ ଲୁହା ଶିକୁଳିରେ ବାନ୍ଧି ଅତି...

ସୋନିଆଙ୍କ ପୋଷ୍ଟର ଭାଇରାଲ: ଲକ୍ଷ୍ମୀବାଇଙ୍କ ସହ ତୁଳନା କଲେ ସମର୍ଥକ

ନୂଆଦିଲ୍ଲୀ,୧୮।୬: କଂଗ୍ରେସ ଦଳ ନିଜ ରାଜନୈତିକ ଇତିହାସରେ ଲଗାତାର ଭାବେ ୨ଥର ଶୋଚନୀୟ ପରାଜୟର ସାମ୍‌ନା କରିଛି। ୨୦୧୪ ନିର୍ବାଚନରେ ୪୪ଆସନରେ ପଛରେ ରହିଥିବା ବେଳେ...

ଯୌତୁକ ଯୋଗୁ ବିବାହ ଭାଙ୍ଗିବାରୁ ଘର ଛାଡ଼ି ବିବାହ କଲେ ଯୁବତୀଯୁବକ

କୁଶୀନଗର, ୩୦ା୧: ସମାଜ ପାଇଁ ଘାତକ ସାଜିଥିବା ଯୌତୁକ ଭଳି କୁପ୍ରଥାର ପ୍ରଚଳନକୁ ବନ୍ଦ କରିବା ପାଇଁ ବର୍ତ୍ତମାନ ଲୋକେ ସ୍ବର ଉତ୍ତୋଳନ କରିବା ଆରମ୍ଭ...

ଲକ୍‌ଡାଉନ୍‌ -୫.୦: କଟକଣା ମୁକ୍ତ ହେଲା ଲୋକଙ୍କ ଯା’ଆସ

ନୂଆଦିଲ୍ଲୀ,୩୦।୫: ଲକ୍‌ଡାଉନ୍‌ ୫.୦ର ନୂତନ ଗାଇଡଲାଇନ୍‌ରେ ଲୋକଙ୍କ ଯା’ଆସକୁ କଟକଣା ମୁକ୍ତ କରିଛନ୍ତି କେନ୍ଦ୍ର ସରକାର। ଏଣୁ ରାଜ୍ୟ ଭିତରେ ବା ରାଜ୍ୟ ବାହାରକୁ ଲୋକେ...

ଫିଲ୍ମକୁ ଦେଖିବା ପାଇଁ ଆସାମରେ ସରକାରୀ କର୍ମଚାରୀ ନେଇପାରିବେ ଅଧା ଦିନ ଛୁଟି

ଦିସପୁର,୧୬।୩: ନିର୍ଦ୍ଦେଶକ ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’କୁ ନେଇ ସାରା ଦେଶରେ ବର୍ତ୍ତମାନ ଚର୍ଚ୍ଚା ଜୋର ଧରିଛି। ନିକଟରେ ଏହି ଫିଲ୍ମ ରିଲିଜ...

ଅଶ୍ୱଚାଳନାରେ ସ୍ବର୍ଣ୍ଣପଦକ ଜିତିଲେ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବୋହୂ

ନୂଆଦିଲ୍ଲୀ, ୧୪।୧୧: ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ସିଂ ହୁଡ୍ଡାଙ୍କ ବୋହୂ ତଥା ପୂର୍ବତନ ଏମ୍‌ପି ଦିପେନ୍ଦ୍ର ହୁଡ୍ଡାଙ୍କ ସ୍ତ୍ରୀ ଶ୍ୱେତା ଇତିହାସ ରଚିଛନ୍ତି। ସେ...

ସାଲାଇନ୍‌ ଗର୍ଗଲ ଆର୍‌ଟି-ପିସିଆର୍‌ ଟେଷ୍ଟ୍‌କୁ ଆଇସିଏମ୍‌ଆର୍‌ ମଞ୍ଜୁରୀ…

ନୂଆଦିଲ୍ଲୀ,୨୯।୫: କରୋନା ମହାମାରୀ ସଂକ୍ରମଣ ନେଇ ଦେଶରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କରୋନା ଟେଷ୍ଟ୍‌ ସଂଖ୍ୟା ବୃଦ୍ଧି କରିବା ଲାଗି ଆଇସିଏମ୍‌ଆର୍‌ ପକ୍ଷରୁ ବଡ଼ ନିଷ୍ପତ୍ତି...

Advertisement
Archives

Model This Week