Posted inଜାତୀୟ

ବଡ଼ ଘୋଷଣା କଲେ ଅସଦୁଦ୍ଦିନ ଓୱେସି, ତେଲେଙ୍ଗାନାରେ ମାତ୍ର ୯ ବିଧାନସଭା ଆସନରେ ଲଢ଼ିବ AIMIM

ନୂଆଦିଲ୍ଲୀ,୩/୧୧: ତେଲେଙ୍ଗାନା ନିର୍ବାଚନକୁ ନେଇ ବଡ଼ ଘୋଷଣା କରିଛନ୍ତି ଅସଦୁଦ୍ଦିନ ଓୱେସି। ନିଜ ରାଜ୍ୟରେ ମାତ୍ର ୯ ବିଧାନସଭା ଆସନରେ ଏଆଇଏମଆଇଏମ ଲଢ଼ିବାକୁ ଓୱେସି ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନିର୍ବାଚନ ଆୟୋଗଙ୍କ ସୂଚନା ମୁତାବକ ୨୦୧୮ରେ ଦଳ ରାଜ୍ୟରେ ୮ ଆସନରେ ଲଢ଼ି ୭ ଆସନରେ ବିଜୟୀ ହୋଇଥିଲା।

ହାଇଦ୍ରାବାଦ ଏମପି ଓୱେସି ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ଏବଂ ବିଜେପି ଉପରେ ବର୍ଷିଥିଲେ। ସେ କହିଥିଲେ କି ପ୍ରଧାନମନ୍ତ୍ରୀ ରାହୁଲ ଗାନ୍ଧୀଙ୍କୁ ରାମ ମନ୍ଦିରକୁ ନେଇଯିବା ଉଚିତ, କାରଣ କଂଗ୍ରେସ ହେଉଛି ଆରଏସଏସର ମା’ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନରେ ଶସ୍ତା ରାତିରେ ମହଙ୍ଗା ହେବ ବିଜୁଳି, ଇଲେକ୍ଟ୍ରି ସପ୍ଲାଏକୁ ନେଇ ଆସିଲା ନୂଆ ନିୟମ

ପାଟନା,୨୫।୩: ରାଜ୍ୟବାସୀ ଧ୍ୟାନ ଦିଅନ୍ତୁ! ବିଦ୍ୟୁତ ବିଲ ସମ୍ପର୍କରେ ଏକ ନୂଆ ଅପଡେଟ ଆସିଛି। ସାରା ରାଜ୍ୟରେ ବିଦ୍ୟୁତ ସମ୍ୱନ୍ଧୀୟ ନୂତନ ନିୟମ ଜାରି କରାଯାଇଛି। ଏବେଠାରୁ,…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ଏଲପିଜି ବୁକିଂ ନିୟମରେ ହୋଇନି ପରିବର୍ତ୍ତନ

ନୂଆଦିଲ୍ଲୀ,୨୫।୩: ବିଭିନ୍ନ ମହଲରେ ରିପୋର୍ଟ ଆସିଛି ଯେ ସରକାର ଏଲପିଜି ବୁକିଂ ପାଇଁ ନିୟମ ପରିବର୍ତ୍ତନ କରିଛନ୍ତି। ଦୁଇଟି ସିଲିଣ୍ଡର କିମ୍ୱା ଡବଲ କନେକ୍ସନ ଥିବା ଗ୍ରାହକମାନଙ୍କୁ…

LPG ଅଭାବ ମଧ୍ୟରେ ଆହୁରି କଡ଼ାକଡ଼ି ହେଲା ନିୟମ: ବୁକିଂ ସମୟସୀମା ବଢିଲା, ଏଣିକି ଏତେ ଦିନ କରିବାକୁ ପଡିବ ଅପେକ୍ଷା

ନୂଆଦିଲ୍ଲୀ,୨୫।୩: ଏଲପିଜି ସିଲିଣ୍ଡରର ଅଭାବ ମଧ୍ୟରେ, ଗ୍ୟାସ କମ୍ପାନୀଗୁଡ଼ିକ ସେମାନଙ୍କର ବୁକିଂ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛନ୍ତି। ଗ୍ରାହକମାନଙ୍କୁ ସେମାନଙ୍କର ପରବର୍ତ୍ତୀ ସିଲିଣ୍ଡର ବୁକ୍‌ କରିବା ପାଇଁ…

ଦେଶବାସୀଙ୍କ ପାଇଁ ଖୁସିଖବର: ଯୁଦ୍ଧ ମଧ୍ୟରେ ଏହି ୫ ବଡ଼ ନିଷ୍ପତ୍ତି ନେଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ,୨୫।୩: ପଶ୍ଚିମ ଏସିଆରେ ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଭାରତ ସରକାର ଦେଶର ଅର୍ଥନୀତି ଏବଂ ସାଧାରଣ ଜନତାଙ୍କୁ ଏହାର ପ୍ରତିକୂଳ…

ଯୁଦ୍ଧ ପ୍ରଭାବ: ବଢ଼ିପାରେ ମଦ, ବିୟର ମୂଲ୍ୟ

ନୂଆଦିଲ୍ଲୀ,୨୫ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ତୈଳ ଓ ଗ୍ୟାସ୍‌ ଆମଦାନୀ ବାଧାପ୍ରାପ୍ତ ହୋଇଥିବାରୁ ଭାରତରେ ଖାଉଟିଙ୍କ ଠାରୁ ଆରମ୍ଭ କରି ଶିଳ୍ପକ୍ଷେତ୍ର ପର୍ଯ୍ୟନ୍ତ ସମସ୍ୟା ବଢିବାରେ ଲାଗିଛି।…

ଯୁଦ୍ଧ ଭିତରେ ହରମୁଜରେ ଫସିଲା ୯୨ହଜାର ଟନ୍‌ LPG ଥିବା ଜାହାଜ, ଭାରତୀୟ ଜାହାଜକୁ ଘେରିଗଲେ…

ନୂଆଦିଲ୍ଲୀ,୨୪।୩: ଭାରତୀୟ ନୌସେନା ଦୁଇଟି ଭାରତୀୟ ଏଲପିଜି ଜାହାଜକୁ ସୁରକ୍ଷିତ ଭାବରେ ଜଗ ବସନ୍ତ ଏବଂ ପାଇନ ଗ୍ୟାସ ହରମୁଜ ପ୍ରଣାଳୀ ଦେଇ ଗତି କରିଛି ଏବଂ…

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ନୂଆ ଗ୍ୟାସ କନେକ୍ସନ ନେଉଥିଲେ ବଡ଼ ଘୋଷଣା, ଏପ୍ରିଲ ୩୦ ଯାଏ ମାଗଣା ମିଳିବ ଗ୍ୟାସ…

ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ତରଳ ପେଟ୍ରୋଲିୟମ ଗ୍ୟାସ (LPG) ବ୍ୟବହାରକାରୀମାନେ ସମ୍ମୁଖୀନ ହେଉଥିବା ଅସୁବିଧା ମଧ୍ୟରେ, ପାଇପଲାଇନ ମାଧ୍ୟମରେ ପ୍ରାକୃତିକ ଗ୍ୟାସ ଯୋଗାଣ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri