Odisha Elections 2024
Posted inଜାତୀୟ

ବଡ଼ ଘୋଷଣା କଲେ ଅସଦୁଦ୍ଦିନ ଓୱେସି, ତେଲେଙ୍ଗାନାରେ ମାତ୍ର ୯ ବିଧାନସଭା ଆସନରେ ଲଢ଼ିବ AIMIM

ନୂଆଦିଲ୍ଲୀ,୩/୧୧: ତେଲେଙ୍ଗାନା ନିର୍ବାଚନକୁ ନେଇ ବଡ଼ ଘୋଷଣା କରିଛନ୍ତି ଅସଦୁଦ୍ଦିନ ଓୱେସି। ନିଜ ରାଜ୍ୟରେ ମାତ୍ର ୯ ବିଧାନସଭା ଆସନରେ ଏଆଇଏମଆଇଏମ ଲଢ଼ିବାକୁ ଓୱେସି ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ନିର୍ବାଚନ ଆୟୋଗଙ୍କ ସୂଚନା ମୁତାବକ ୨୦୧୮ରେ ଦଳ ରାଜ୍ୟରେ ୮ ଆସନରେ ଲଢ଼ି ୭ ଆସନରେ ବିଜୟୀ ହୋଇଥିଲା।

ହାଇଦ୍ରାବାଦ ଏମପି ଓୱେସି ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ଏବଂ ବିଜେପି ଉପରେ ବର୍ଷିଥିଲେ। ସେ କହିଥିଲେ କି ପ୍ରଧାନମନ୍ତ୍ରୀ ରାହୁଲ ଗାନ୍ଧୀଙ୍କୁ ରାମ ମନ୍ଦିରକୁ ନେଇଯିବା ଉଚିତ, କାରଣ କଂଗ୍ରେସ ହେଉଛି ଆରଏସଏସର ମା’ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଟଳି ପଡ଼ିଲେ ୭ ମାଓବାଦୀ

ରାୟପୁର,୨୩।୫: ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। ଗୁରୁବାର ଛତିଶଗଡର ବିଜାପୁର ଜିଲା ନାରାୟଣପୁର ସୀମାରେ ଏନକାଉଣ୍ଟରରେ ୭ ମାଓବାଦୀ ନିହତ ହୋଇଛନ୍ତି। ଏହି ଏନକାଉଣ୍ଟରରେ ଅଧିକ ମୃତାହତ...

ପତ୍ନୀ-ସନ୍ତାନଙ୍କଠାରୁ ଆରମ୍ଭ କରି ମା’ବାପାଙ୍କ ଯାଏ…୭ ପ୍ରକାର ପେନସନ ଦେଇଥାଏ EPFO, ଜାଣନ୍ତୁ କିଭଳି ମିଳିବ ଲାଭ 

ନୂଆଦିଲ୍ଲୀ,୨୩।୫: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ(ଇପିଏଫ୍‌ଓ) ନିଜର ସଦସ୍ୟଙ୍କ ପାଇଁ ପେନସନ ସୁବିଧା ଦେଇଥାଏ, ଏହା ଅବସର ନେବା ପରେ ଆପଣଙ୍କ ନିୟମିତ ଦରମା ପାଲଟିଥାଏ।...

ବାକି ଟଙ୍କା ନ ଶୁଝି ଚା’ ସିଗାରେଟ କିଣୁଥିଲେ ଯୁବକ, ଦୋକାନୀ ବିରୋଧ କରିବାରୁ କରିଦେଲେ ହତ୍ୟା

ଅଗରତାଲା,୨୩।୫: ତ୍ରିପୁରାର ଅଗରତାଲାରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକ ଜଣେ ଚା ’ଦୋକାନୀଙ୍କୁ ଏକ ଇଟା ଦ୍ୱାରା ଅତି...

କଂଗ୍ରେସକୁ ମିଳିବ ଏତିକି ଆସନ: ଶାହା କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୩।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ନିର୍ବାଚନ ସମାବେଶକୁ ସମ୍ବୋଧିତ କରୁଥିବାବେଳେ ବିରୋଧୀ ଦଳକୁ ଟାର୍ଗେଟ୍‌ କରିଛନ୍ତି। ଏଥର ନିର୍ବାଚନରେ କଂଗ୍ରେସ ଏବଂ...

ଭାରତ ନିଜର ସୁନା ଇଂଲଣ୍ଡରେ କାହିଁକି ରଖିଥାଏ? ଦେଶର ରାଜକୋଷରେ ଅଛି ଏତିକି ଟନ୍‌ ସୁନା…

ନୂଆଦିଲ୍ଲୀ,୨୩।୫: ଦେଶକୁ ସଙ୍କଟରୁ ମୁକ୍ତ କରିବାର ସବୁଠାରୁ ବଡ ମାଧ୍ୟମ ହେଉଛି ସୁନା। ଏଥିପାଇଁ ଗୋଲ୍ଡ ରିଜର୍ଭ(ସୁନା ସଂରକ୍ଷଣ) ପ୍ରସ୍ତୁତ କରାଯାଇଥାଏ। ଭାରତରେ ମଧ୍ୟ ସୁନା...

ପ୍ରଥମ ସାକ୍ଷାତକାରରେ ଭାବପ୍ରବଣ ହେଲେ ସ୍ବାତୀ, କହିଲେ ମୁଁ ଯେତେବେଳେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲି…

ନୂଆଦିଲ୍ଲୀ,୨୩ା୫: ପ୍ରଥମଥର ପାଇ ଏଏପିର ରାଜ୍ୟ ସଭା ଏମ୍‌ପି ସ୍ବାତୀ ମାଲିଓ୍ବାଲ ଏକ ସାକ୍ଷାତକାର ଦେଇଛନ୍ତି। ଏହି ସାକ୍ଷାତକାରରେ ସେ କହିଛନ୍ତି, ମେ’ ୧୩ରେ ସେ...

ଭାରତୀୟ ଜ୍ୟୋତିଷ କଲେ ପୁର୍ବାନୁମାନ, ଏହିଦିନ ହେବ ତୃତୀୟ ବିଶ୍ୱଯୁଦ୍ଧ!

ନୂଆଦିଲ୍ଲୀ,୨୩।୫: ତୃତୀୟ ବିଶ୍ୱଯୁଦ୍ଧର ଚର୍ଚ୍ଚା ଅନେକ ଦଶନ୍ଧି ଧରି କଳ୍ପନା ଏବଂ ବିତର୍କର ବିଷୟ ହୋଇଆସୁଛି। ପ୍ରଥମ ଦୁଇଟି ବିଶ୍ୱଯୁଦ୍ଧର ଘାତକ ପ୍ରଭାବ ବିଶ୍ୱର ସ୍ମୃତିରେ...

ଖୁବ୍‌ଶୀଘ୍ର ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ସ୍ଥାୟୀ ସଦସ୍ୟ ହେବ ଭାରତ: ଜୟଶଙ୍କର ଦେଲେ ସଙ୍କେତ

ନୂଆଦିଲ୍ଲୀ,୨୩।୫: ମିଳିତ ଜାତିସଂଘ ସୁରକ୍ଷା ପରିଷଦର ସ୍ଥାୟୀ ସଦସ୍ୟ ହେବାକୁ ଭାରତ ନିରନ୍ତର ଚେଷ୍ଟା କରୁଛି। ପ୍ରତ୍ୟେକଥର ଚାଇନା ଏଥିରେ ବାଧା ସୃଷ୍ଟି କରୁଛି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri