Posted inଜାତୀୟ

ତେଲଙ୍ଗାନା ନିର୍ବାଚନ: ବିଆରଏସ୍‌ ଜାରି କଲା ୧୧୫ ପ୍ରାର୍ଥୀଙ୍କ ତାଲିକା, ୨ ଆସନରେ ଲଢିବେ କେସିଆର

ହାଇଦ୍ରାବାଦ,୨୧।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆର ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ସୋମବାର ବିଆରଏସ୍‌ର୧୧୫ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛନ୍ତି। ଏହି ତାଲିକାରେ ୭ଜଣ ପ୍ରାର୍ଥୀଙ୍କୁ ପରିବର୍ତ୍ତନ କରାଯାଇଛି। ମୁଖ୍ୟମନ୍ତ୍ରୀ କେସିଆର ଦୁଇଟି ଆସନ ଗଜୱେଲ ଏବଂ କାମାରେଡ୍ଡୀରୁ ପ୍ରତିଦ୍ୱନ୍ଦ୍ୱିତା କରିବେ।

ଆସନ୍ତା ନିର୍ବାଚନରେ ଦଳ ୯୫-୧୦୫ଟି ଆସନ ଜିତିବ ବୋଲି ମୁଖ୍ୟମନ୍ତ୍ରୀ କେସିଆର ପୂର୍ବାନୁମାନ କରିଛନ୍ତି। ରାଜ୍ୟ ସରକାରରେ ମନ୍ତ୍ରୀ ତଥା ସିଏମଙ୍କ ପୁଅ କେଟିଆର ସିରସିଲାରୁ ନିର୍ବାଚନ ଲଢିବେ। ତେଲଙ୍ଗାନାର ୧୧୯ ସଦସ୍ୟ ବିଶିଷ୍ଟ ବିଧାନସଭା ପାଇଁ ଚଳିତ ବର୍ଷ ଶେଷରେ ନିର୍ବାଚନ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ବୈଦିକ ଶିକ୍ଷା ବ୍ୟବସ୍ଥା

ବୈଦିକ ଯୁଗର ଶିକ୍ଷା ପଦ୍ଧତି ନୈତିକ ମୂଲ୍ୟବୋଧ ଉପରେ ଆଧାରିତ ଥିଲା। ଶିକ୍ଷାର କୌଣସି ବ୍ୟବସାୟୀକରଣ ନ ଥିଲା। ବିଦ୍ୟାର୍ଥୀମାନେ ଆବାସିକ ଗୁରୁକୁଳରେ ରହି ଶିକ୍ଷା ଗ୍ରହଣ…

ଏଠି କିଛି ବି ହୋଇପାରେ

କିଛିବର୍ଷ ପୂର୍ବେ ଓଡ଼ିଶାର ଏକ ବୃହତ୍‌ ଜନଜାତି ଶିକ୍ଷାନୁଷ୍ଠାନରେ ଅଧ୍ୟାପନା କରୁଥିଲି। ସେସମୟରେ ସେଠାରେ ଆୟୋଜିତ ହୋଇଥିଲା ଏକ ବିଶେଷ କାର୍ଯ୍ୟକ୍ରମ। ସେହି ଅବସରରେ ହିନ୍ଦୀ ଚଳଚ୍ଚିତ୍ର…

କାର୍‌-ମୋଟରସାଇକେଲ ମୁହାଁମୁହିଁ, ୨ ଭାଇ ଗୁରୁତର, ପୂର୍ବତନ ବ୍ଲକ ଅଧ୍ୟକ୍ଷ ନିଜ କାର୍‌ରେ ନେଇ…

ପଟାଙ୍ଗି,୧୦ା୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଗିର୍ଲିଗୁଡ଼ା ଛକ ନିକଟରେ ମାରୁତି କାର୍‌ ସହ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ କାର୍‌ରେ…

ଢେପାଗୁଡ଼ାରେ ପୁଣି ଭୂସ୍ଖଳନ, ୪ ପରିବାର ଅନ୍ୟତ୍ର ସ୍ଥାନାନ୍ତର

ରାଇକିଆ,୧୦ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ଇନ୍ଦ୍ରଗଡ ପଞ୍ଚାୟତର ଢେପାଗୁଡ଼ା ଗ୍ରାମରେ ପୁଣି ଭୂସ୍ଖଳନ ହୋଇଛି। ଏହାକୁ ନେଇ ଗ୍ରାମବାସୀ ଭୟଭୀତ ହୋଇ ରହିଛନ୍ତି। ଗାଁକୁ…

ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି।…

ବରଗଡ଼ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବ ଓକିଲ ସଂଘ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଅସନ୍ତୋଷ ବଢ଼ି ଚାଲିଛି । ଗତ କିଛିଦିନ ତଳେ ବରଗଡ଼ ସହରସ୍ଥିତ କୋର୍ଟ ସମ୍ମୁଖ ରାସ୍ତାରେ…

ପାଣି ଘେରରେ ଗାଁ, ଦୁର୍ଦ୍ଦଶା ଭୋଗୁଛନ୍ତି ଅଞ୍ଚଳବାସୀ

ହାଟଡିହୀ/ଛେନାପଦୀ,୯l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଅସରାଏ ବର୍ଷା ହେଲେ ଲୋକଙ୍କ ଦୁଃଖ ବଢିଯାଉଛି l କିନ୍ତୁ ସ୍ଥାନୀୟ ଲୋକ ପ୍ରତିନିଧି କିମ୍ବା ପ୍ରଶାସନ ଏଥିପ୍ରତି ଦୃଷ୍ଟି ନ ଦେବା…

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri