Posted inଜାତୀୟ

ତେଲେଙ୍ଗାନା: ହାଇଦ୍ରାବାଦରେ ପ୍ରବଳ ବର୍ଷା

ହାଇଦ୍ରାବାଦ,୯ ।୧୦: ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ଲାଗାଣ ବର୍ଷା ଫଳରେ ବନ୍ୟା ପରିସ୍ଥିତି ଉପୁଜିଛି । ଏଠାରେ ବିଳମ୍ବିତ ରାତିରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ସୂଚନା ମିଳିଛି । ଯାହା ଫଳରେ ରାସ୍ତା ଉପରେ ଆଣ୍ଠୁଏ ପାଣି ଚାଲିଥିବା ଦେଖିବାକୁ ମିଳିଥିଲା । ଏହି ସମୟରେ ୨ ଜଣ ବ୍ୟକ୍ତି ନାଳରେ ଭାସିଯିବା ସହ କିଛି ଗାଡି ମଧ୍ୟ ପାଣିରେ ଭାସୁଥିବା ଦେଖାଯାଇଥିଲା । ଏହାସହ ଘରେ ରେସ୍ତୋରାଁରେ ମଧ୍ୟ ପାଣି ପସିଯାଇଥିଲା । ଭାସିଯାଇଥବା ଲୋକଙ୍କୁ ଖୋଜା ଚାଲିଥିବା ବେଳେ ଆସନ୍ତା ୨୪ ଘଣ୍ଟାରେ ହାଇଦ୍ରାବାଦ ସମେତ ତେଲେଙ୍ଗାନର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup 2026 ପୂର୍ବରୁ ଅଷ୍ଟ୍ରେଲିଆ ପାଇଁ ସତର୍କ ଘଣ୍ଟି, ଷ୍ଟାର ଖେଳାଳି ଆହତ

ନୂଆଦିଲ୍ଲୀ,୨୭।୧୨: ୨୦୨୬ ଟି-୨୦ ବିଶ୍ୱକପ୍ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜନ କରିବାକୁ ସ୍ଥିର ହୋଇଛି ଏବଂ ଆଇସିସି ଏହାର କାର୍ଯ୍ୟସୂଚୀ ପ୍ରକାଶ କରିଛି...

ମାତ୍ର ୨ଟି ମ୍ୟାଚ ଖେଳି ମାଲାମାଲ୍‌ ହେଲେ ବିରାଟ-ରୋହିତ, ବିଜୟ ହଜାରେ ଟ୍ରଫିରେ ମିଳିଲା ଏତେ ଦରମା

ନୂଆଦିଲ୍ଲୀ,୨୭।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ରୋହିତ ଶର୍ମା ଏବଂ ବିରାଟ କୋହଲି ବହୁ ବର୍ଷ ପରେ ଖେଳୁଥିବା ନଜର ଆସିଛନ୍ତି। ରିପୋର୍ଟ ହୋଇଥିଲା ଯେ...

ବନ୍ଧାହେଲେ କୋଟିପତି ଫରେଷ୍ଟର

ଭୁବନେଶ୍ୱର,୨୭।୧୨: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି।...

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri