Posted inଜାତୀୟ

ତେଲେଙ୍ଗାନା: ହାଇଦ୍ରାବାଦରେ ପ୍ରବଳ ବର୍ଷା

ହାଇଦ୍ରାବାଦ,୯ ।୧୦: ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦରେ ଲାଗାଣ ବର୍ଷା ଫଳରେ ବନ୍ୟା ପରିସ୍ଥିତି ଉପୁଜିଛି । ଏଠାରେ ବିଳମ୍ବିତ ରାତିରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ସୂଚନା ମିଳିଛି । ଯାହା ଫଳରେ ରାସ୍ତା ଉପରେ ଆଣ୍ଠୁଏ ପାଣି ଚାଲିଥିବା ଦେଖିବାକୁ ମିଳିଥିଲା । ଏହି ସମୟରେ ୨ ଜଣ ବ୍ୟକ୍ତି ନାଳରେ ଭାସିଯିବା ସହ କିଛି ଗାଡି ମଧ୍ୟ ପାଣିରେ ଭାସୁଥିବା ଦେଖାଯାଇଥିଲା । ଏହାସହ ଘରେ ରେସ୍ତୋରାଁରେ ମଧ୍ୟ ପାଣି ପସିଯାଇଥିଲା । ଭାସିଯାଇଥବା ଲୋକଙ୍କୁ ଖୋଜା ଚାଲିଥିବା ବେଳେ ଆସନ୍ତା ୨୪ ଘଣ୍ଟାରେ ହାଇଦ୍ରାବାଦ ସମେତ ତେଲେଙ୍ଗାନର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିନକ ପରେ ନିର୍ଭୟା ଦୋଷୀଙ୍କୁ ଫାଶୀ

ନୂଆଦିଲ୍ଲୀ/ଔରଙ୍ଗାବାଦ,୧୯ା୩: ଦିନକ ପରେ ଅର୍ଥାତ୍‌ ଶୁକ୍ରବାର ସକାଳ ୫ଟା ୩୦ରେ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଦୋଷୀଙ୍କୁ ଫାଶୀଖୁଣ୍ଟରେ ଝୁଲାଯିବ। ଏଥିପାଇଁ ତିହାର...

ଉନ୍ନାଓ୍ବରେ ପୁଣି ତାତି: ଏକତରଫା ପ୍ରେମରେ ବିଫଳ ହୋଇ ମୁସଲମାନ୍‌ ଯୁବତୀ ରୋହିତଙ୍କ ଉପରେ କଲେ ଏସିଡ୍‌ ମାଡ଼

ଉନ୍ନାଓ୍ବ,୨୯।୧: ଉତ୍ତରପ୍ରଦେଶ ଉନ୍ନାଓ୍ବ ବିଭିନ୍ନ ଆପରାଧୀକ ମାମଲା ଯୋଗୁ ଚର୍ଚ୍ଚାରେ ରହି ଆସିଛି। ସମ୍ପ୍ରତି ଏଠାରେ ଜଣେ ମୁସଲମାନ୍‌ ଯୁବତୀ ଏକ ତରଫା ପ୍ରେମରେ ବିଫଳ...

ନିର୍ବାଚନରେ ହାରିବା ପରେ ଟ୍ୟୁବଓ୍ବେଲ ଭାଙ୍ଗୁଛନ୍ତି ଟିଏମ୍‌ସି କର୍ମୀ: ଭାଜପା

କୋଲକାତା,୩୦।୫: ପଶ୍ଚିମବଙ୍ଗରେ ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି)ର ପରାଜୟ ପରେ ବହୁ ନେତା ଟିଏମ୍‌ସି ଛାଡି ଭାଜପାରେ ଯୋଗ ଦେବା ପରେ ଏହା ଦଳ ପାଇଁ ଶକ୍ତ ଧକ୍କା...

ଚିନ୍ତା କରନ୍ତୁ ନାହିଁ, ଖୁବ୍‌ଶୀଘ୍ର ଆସିବ କରୋନା ଔଷଧ: ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୮।୬:ଦେଶରେ କରୋନା ରୋଗୀଙ୍କ ବୃଦ୍ଧି ପାଉଛି। ପ୍ରତିଦିନ ୧୫ ହଜାରରୁ ଅଧିକ ମାମଲା ଆସୁଛି ଏବଂ ପ୍ରାୟ ୪୦୦ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ସମୟରେ...

ଥଣ୍ଡାରୁ ମୁକ୍ତି ଦିଏ ବିନା ବିଜୁଳିରେ ଚାଲୁଥିବା ହିଟର

କଶ୍ମୀରରେ ଶୀତଦିନେ ପ୍ରବଳ ଥଣ୍ଡାରୁ ରକ୍ଷା ପାଇବାକୁ ଲୋକେ ବିଭିନ୍ନ ଉପାୟ ଆଣାଇଥାଆନ୍ତି। ଏଠାରେ ବହୁଳ ମାତ୍ରାରେ ପ୍ରଚଳିତ ହୋଇଥାଏ ହାତ ତିଆରି ମାଟିର ହିଟର।...

ଭାଜପା-ଜେଡିୟୁ ମିଶି ଜିତିବେ ୨ଶହ ଆସନ: ନୀତୀଶ

ପାଟନା,୨୦।୯: ବିହାରରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ଏବେଠାରୁ କିନ୍ତୁ ରାଜନୀତି ହେଲାଣି ସରଗରମ। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କହିଛନ୍ତି...

ଏହି ଚୋପା ଖାଆନ୍ତୁ, କ୍ୟାନସରଠାରୁ ଦୂରେଇ ରୁହନ୍ତୁ…

କମଳାରେ ଅନେକ ପୋଷକ ତତ୍ତ୍ୱ ରହିଛି। ଏଥିରେ ଲୌହ, ପୋଟାସିୟମ, କ୍ୟାଲସିୟମ୍‌, ଫ୍ରୁକ୍ଟୋଜ, ଡେକ୍ସଟ୍ରୋଜ, ଭିଟାମିନ ଏ, ବି ଓ ସି ରହିଥାଏ। କେବଳ ରସ...

ନାଗା ପିପୁଲ୍‌ସ ଫ୍ରଣ୍ଟକୁ ଝଟକା, ଦଳ ଛାଡିଲେ ୨୧ ବିଧାୟକ, ଏନ୍‌ଡିପିପିରେ ହେଲେ ସାମିଲ

କୋହିମା,୩୦ ।୪: ନାଗାଲାଣ୍ଡରେ ଏକ ରୋଚକ ରାଜନୈତିକ ଘଟଣାକ୍ରମରେ ନାଗା ପିପୁଲ୍ସ ଫ୍ରଣ୍ଟ(ଏନପିଏଫ)ର ୨୧ ବିଧାୟକ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନେଫ୍ୟୁ ରିୟୋଙ୍କ ନ୍ୟାଶନାଲିଷ୍ଟ ଡେମୋକ୍ରେଟିକ ପ୍ରୋଗ୍ରେସିଭ...

Advertisement
Archives

Model This Week