ସାଇବର କ୍ରାଇମରେ ତେଲେଙ୍ଗାନା ଲିଙ୍କ୍‌ : ରିମାଣ୍ଡରେ ଯିବେ ଅଭିଯୁକ୍ତ

ଭୁବନେଶ୍ୱର,୭।୩(ବ୍ୟୁରୋ): କ୍ରାଇମବ୍ରାଞ୍ଚ ଦ୍ୱାରା ଧରାପଡିଥିବା ତିନି ଅଭିଯୁକ୍ତଙ୍କୁ ତେଲେଙ୍ଗାନା ପୋଲିସ ରିମାଣ୍ଡରେ ନେବ । ଏ ନେଇ ତେଲେଙ୍ଗାନା ପୋଲିସର ଏକ ଟିମ୍‌ ଓଡ଼ିଶାରେ ପହଞ୍ଚିଛି। ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବା ପାଇଁ ତେଲେଙ୍ଗାନା ପୋଲିସ କୋର୍ଟରେ ମଧ୍ୟ ଆବେଦନ କରିଛି ।
ସୂଚନାଯୋଗ୍ୟ, ସାଇବର କ୍ରାଇମ ଅଭିଯୋଗରେ ୪ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିଲା। କମିଶନରେଟ ପୋଲିସ ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ରସୁଲଗଡ଼ ଛକ ନିକଟରେ ଜମତରା ଗ୍ୟାଙ୍ଗର କିଛି ସଦସ୍ୟଙ୍କୁ ଗିରଫ କରିଥିଲା । ତେବେ ଗିରଫ ସଦସ୍ୟଙ୍କ ତେଲେଙ୍ଗାନ ଲିଙ୍କ ରହିଥିବା ନେଇ ସୂଚନା ମିଳିଛି । ଏ ନେଇ ଓଡ଼ିଶାରେ ତେଲେଙ୍ଗାନା ପୋଲିସ ପହଞ୍ଚିଛି। ଗିରଫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବା ପାଇଁ ଏସ୍‌ଡିଏଜେଏମ କୋର୍ଟରେ ତେଲେଙ୍ଗାନା ପୋଲିସ ଆବେଦନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୫।୫: ରାଜ୍ୟ ମୁଖ୍ୟ ନିର୍ବାଚନ ମୁଖ୍ୟ ଅଧିକାରୀ(CEO) ସୋମବାର SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟରେ ବଢୁଥିବା ହିଟ ୱେଭ୍‌କୁ ଦୃଷ୍ଟିରେଖ CEO ମଧ୍ୟାହ୍ନ…

ସାବଧାନ ବଲାଙ୍ଗୀରବାସୀ! ପାଣିପାଗ କେନ୍ଦ୍ର ଜାରି କଲା ଚେତାବନୀ, ୪ ଦିନ ଯାଏ…

ବଲାଙ୍ଗୀର,୨୫।୫(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ହିଟଓ୍ବେଭ୍‌ ପାଇଁ…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

ଗର୍ଲଫ୍ରେଣ୍ଡ ରୁମରେ ପତ୍ନୀଙ୍କୁ ହତ୍ୟା କଲେ ସ୍ବାମୀ, ବିବାହର ୩ ମାସ ପରେ…

ଚଣ୍ଡିଗଡ, ୨୫।୫: ହରିୟାଣାର ଗୁରୁଗ୍ରାମର ମାନେସରରୁ ଏକ ହୃଦୟବିଦାରକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ନବବିବାହିତା ମହିଳାଙ୍କୁ ତାଙ୍କ ବିବାହର ମାତ୍ର ତିନି…

ଗୁଲମାର୍ଗରେ ଅଟକିଲା ରୋପଓ୍ବେ; ଫସିଲେ ୩୦୦ ପର୍ଯ୍ୟଟକ, ଆଉ ତାପରେ…

ଶ୍ରୀନଗର,୨୫।୫: ଜମ୍ମୁ କଶ୍ମୀରର ପ୍ରସିଦ୍ଧ ଗୁଲମାର୍ଗ ଗୋଣ୍ଡୋଲାରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେବା ପରେ ଶହ ଶହ ପର୍ଯ୍ୟଟକ ଫସି ରହିଛନ୍ତି । ଖବର ଲେଖାଯିବା ସୁଦ୍ଧା…

ଆଉ ପାଦେ ଆଗକୁ ବଢିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର: ଏଣିକି ପର୍ଯ୍ୟଟଙ୍କୁ ମିଳିବ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି। ରାଜ୍ୟ ପର୍ଯ୍ୟଟନ ବିଭାଗର ମାନଚିତ୍ରରେ ରହିଥିବା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ସରକାର…

ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ: ଏସଆଇଆର୍‌ ଉପରେ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଭଞ୍ଜନଗର ଉପଖଣ୍ଡର ବୁଥସ୍ତରୀୟ ଅଫିସର୍‌ ଏବଂ ସୁପରଭାଇଜରମାନଙ୍କୁ ନେଇ ସ୍ବତନ୍ତ୍ର ସଘନ ସଂଶୋଧନ ତାଲିମ କାର୍ଯ୍ୟକ୍ରମ…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri